ଜିଲ୍ଲାପାଳ ଓ ଏସ୍ପିଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର
ତୁରେକେଲା, (କୈଳାସ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ଅନ୍ତର୍ଗତ ଝରଣୀ ପଞ୍ଚାୟତର ଝରଣୀ ଗ୍ରାମ ମିଶନ ଶକ୍ତି କାର୍ଯ୍ୟଳୟ ସମ୍ମୁଖରେ ଗତ ସୋମବାର ଦିନ ଜିଲ୍ଲାପାଳ ଓ ଏସ୍ପିଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ବଲାଙ୍ଗିର ଜିଲ୍ଲାପାଳ ଚଞ୍ଚଳ!-->…
Read More...
Read More...