Monthly Archives

April 2023

ବିଧୁ ଭୂଷଣ ତ୍ରିପାଠୀ ପିସିସି ସାଧାରଣ ସମ୍ପାଦକ ଭାବେ ନିଯୁକ୍ତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ପିସିସି ସଭାପତିଙ୍କ ସୁପାରିଶ ଏବଂ ଏଆଇସିସି ସଭାପତି ମଲିକାର୍ଜୁନ ଖାର୍ଗେଙ୍କ ଅନୁମୋଦନ କ୍ରମେ ଯୁବନେତା ତଥା ଏଆଇସିସି ସଭ୍ୟ ବିଧୁ ଭୂଷଣ ତ୍ରିପାଠୀଙ୍କୁ ପିସିସି ସାଧାରଣ ସମ୍ପାଦକ ଭାବେ ନିଯୁକ୍ତି ମିଳିଛି । ଛାତ୍ର ଜୀବନରୁ କଂଗ୍ରେସ ଦଳର ରାଜନୀତିରେ ଜଡିତ
Read More...

ନୂଆପଡ଼ାରେ ବାଛୁରୀକୁ ମାରି ଖାଇଲା ବାଘ

ନୂଆପଡ଼ା : ନୂଆପଡ଼ା ଜିଲ୍ଲାରେ ପୁଣି ବାଘ ଆତଙ୍କ ଦେଖିବାକୁ ମିଳିଛି । ଗତ ରାତିରେ ନୂଆପଡ଼ା ସଦର ରେଞ୍ଜ ଆମାନାରା ସେକସନ୍‌ର ତରିଆମହୁଆଭଟା ଗାଁରେ ପୁଣି ଗୋଟିଏ ବାଛୁରୀକୁ ମାରି ଖାଇଛି ବାଘ । ସୂଚନା ଅନୁସାରେ ଆଜି ସକାଳେ ଗାଁର ଭାଗିରଥୀ ରାଉତଙ୍କ ବାଛୁରୀ ଗୁହାଳରେ ମରି ପଡ଼ିଥିବା ଦେଖିବାକୁ
Read More...

ହାତୀ ଆକ୍ରମଣରେ ଚାଷୀ ମୃତ

ରଣପୁର : ନୟାଗଡ଼ ଜିଲ୍ଲା ମହତପଲା ପଞ୍ଚାୟତ ବନ୍ଧପଲା ଗାଁରେ ଗତକାଲି ରାତିରେ ଏକ ଅଭାବନୀୟ ଘଟଣା ଘଟିଥିବାର ଦେଖିବାକୁ ମିଳିଛି । ଗାଁର ଜଗବନ୍ଧୁ ଜେନା ନାମକ ଜଣେ ଚାଷୀ ରାତି ପ୍ରାୟ ୧୦ଟା ବେଳେ ନିଜ ଧାନ କ୍ଷେତ ଜଗିଥିବା ବେଳେ ତାଙ୍କୁ ଏକ ହାତୀ ଶୁଣ୍ଢରେ କଚାଡ଼ି ମାରି ଦେଇଥିବା ସୂଚନା
Read More...

ସଡକ ଦୁର୍ଘଟଣାରେ ଟାଇଲ୍ସ ମିସ୍ତ୍ରୀ ଗୁରୁତର

ବଲାଙ୍ଗିର, (କେପିଏନ୍‌ଏସ୍‌) : ସଡକ ଦୁର୍ଘଟଣାରେ ଟାଇଲ୍ସ ମିସ୍ତ୍ରୀ ଗୁରୁତର ଅବସ୍ଥାରେ ଭୀମଭୋଇ ମେଡିକାଲରେ ଭର୍ତ୍ତି ହୋଇଥିବା ଜଣାପଡିଛି । ଏପରି ଏକ ଘଟଣା ଘଟିଛି କଁସିଲ ଗ୍ରାମରେ । ଗୁରୁତର ମିସ୍ତ୍ରୀ ଜଣକ ହେଲେ କଁସିଲ ଗ୍ରାମର ଅଶ୍ୱିନୀ ମାଝୀ(୨୧) । ସୂଚନା ଅନୁସାରେ ଅଶ୍ୱିନୀ ଗତକାଲି
Read More...

ଝରଣୀପାଲିରେ ଅବସରକାଳୀନ ସମ୍ବର୍ଦ୍ଧନା ସଭା

ସାଲେଭଟା, (କେପିଏନ୍‌ଏସ୍‌) : ଆଗଲପୁର ବ୍ଲକ ଅନ୍ତର୍ଗତ ଝରଣୀପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ତରଫରୁ ଅବସରପ୍ରାପ୍ତ ଶିକ୍ଷକ ରାଧେଶ୍ୟାମ ରାଏଙ୍କ ଉଦ୍ଦେଶ୍ୟରେ ଅବସରକାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । ଏକ ବର୍ଣ୍ଣାଢ୍ୟ ସଭାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅକ୍ଷୟ
Read More...

ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବ ସୁଶାସକ, ପ୍ରଜାବତ୍ସଳ ତଥା ନବ ଉତ୍କଳର ପ୍ରମୁଖ ନିର୍ମାତା ଥିଲେ ବୋଲି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଆୟୋଜିତ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ କାର୍ଯ୍ୟକ୍ରମରେ
Read More...

ତୃତୀୟ ପର୍ଯ୍ୟାୟରେ ଆଉ ୩୨୮ଟି ହାଇସ୍କୁଲ ରୂପାନ୍ତରଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ୫ଟି ସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମର ତୃତୀୟ ପର୍ଯ୍ୟାୟର ଦ୍ୱିତୀୟ ଦିନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫ଟି ଜିଲ୍ଲାର ୩୨୮ଟି ରୂପାନ୍ତରିତ ହାଇସ୍କୁଲ ଲୋକାର୍ପିତ କରିଛନ୍ତି । ଏଥିରେ ବଲାଙ୍ଗିର ଜିଲ୍ଲାର ୧୦୦ଟି ହାଇସ୍କୁଲ, ସମ୍ବଲପୁରର ୬୧ଟି, ପୁରୀର
Read More...

ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ କଲେ କାଇଁଚପୁର ସରପଞ୍ଚ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ବ୍ଲକ ଅନ୍ତର୍ଗତ କାଇଁଚପୁର ପଞ୍ଚାୟତ କାର୍ଯ୍ୟାଳୟରେ ପଞ୍ଚାୟତ ତରଫରୁ ନୂତନ ହିତାଧିକାରୀମାନଙ୍କୁ ଭତ୍ତା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ସରପଞ୍ଚ ଆର. ଚନ୍ଦନା ରେଡି ପଞ୍ଚାୟତର ବାର୍ଦ୍ଧକ୍ୟ, ବିଧବା ଓ ଭିନ୍ନକ୍ଷମ ୩୬ ଜଣ
Read More...

ସମ୍ଭାବ୍ୟ ଗ୍ରୀଷ୍ମକାଳୀନ ବାତ୍ୟା ମୁକାବିଲା ନିମନ୍ତେ ପ୍ରସ୍ତୁତ ରାଜ୍ୟ ସରକାର

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ସମ୍ଭାବ୍ୟ ଗ୍ରୀଷ୍ମକାଳୀନ ବାତ୍ୟା ମୁକାବିଲା ନିମନ୍ତେ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ମଇ ମାସ ୧ ତାରିଖରୁ ୨୪ ଘଣ୍ଟିଆ ନିୟନ୍ତ୍ରଣ କକ୍ଷ ରାଜ୍ୟ ଓ ଜିଲ୍ଲାସ୍ତରରେ ଖୋଲାଯିବ । ରାଜ୍ୟରେ
Read More...

ଜି୨୦ ସମ୍ମିଳନୀରେ ସୋଆ ଛାତ୍ରଛାତ୍ରୀଙ୍କ ଷ୍ଟାର୍ଟ ଅପ୍‌କୁ ପ୍ରଶଂସା କଲେ କେନ୍ଦ୍ରମନ୍ତ୍ରୀ ଓ ନାକ୍‌ ଅଧ୍ୟକ୍ଷ

ଭୁବନେଶ୍ୱର : ଆଇଏମ୍‌ଏମ୍‌ଟି ପରିସରରେ ଚାଲିଥିବା ଜି-୨୦ ଶିକ୍ଷା ୱାର୍କିଂ ଗ୍ରୁପ ବୈଠକ ଅବସରରେ ପ୍ରଦର୍ଶନୀର ଚତୁର୍ଥ ଦିନରେ ଶିକ୍ଷା ଓ ଅନୁସନ୍ଧାନ(ସୋଆ) ଛାତ୍ରଛାତ୍ରୀଙ୍କ ଷ୍ଟାର୍ଟ ଅପ୍‌କୁ ବୁଲି ଦେଖିବା ସହ ଉଚ୍ଚ ପ୍ରଶଂସା କରିଛନ୍ତି କେନ୍ଦ୍ର ଶିକ୍ଷା ରାଷ୍ଟ୍ରମନ୍ତ୍ରୀ ଡକ୍ଟର ସୁଭାଷ
Read More...