Monthly Archives

April 2023

ସୂଚନା ଓ ଲୋକସମ୍ପର୍କ ନିର୍ଦ୍ଦେଶକ ଭାବେ ସରୋଜ ସାମଲ ନିଯୁକ୍ତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ସୂଚନା ଓ ଲୋକସମ୍ପର୍କ ବିଭାଗର ନିର୍ଦ୍ଦେଶକ ଭାବେ ସରୋଜ ସାମଲଙ୍କୁ ନିଯୁକ୍ତି ଦିଆଯାଇଛି । ଶ୍ରୀ ସାମଲ ପୂର୍ବରୁ ଝାରସୁଗୁଡା ଜିଲ୍ଲାପାଳ ଥିଲେ । ଝାରସୁଗୁଡା ଉପନିର୍ବାଚନ ପରିପ୍ରେକ୍ଷୀରେ ତାଙ୍କର ସେଠାରୁ ବଦଳି ହୋଇଥିଲା । ବର୍ତ୍ତମାନ ସୂଚନା ଓ
Read More...

ଫାଣ୍ଡିରେ ଫେରାର୍‌ ପ୍ରେମୀଯୁଗଳଙ୍କ ବିବାହ

ଡୁଡୁକା, (କେପିଏନ୍‌ଏସ୍‌) : ଆଗଲପୁର (ଡୁଡୁକା) ବ୍ଲକ୍‌ ସାଲେଭଟା ଫାଣ୍ଡି ପରିସରରେ ପୁଲିସ ଉପସ୍ଥିତିରେ ଫେରାର୍‌ ପ୍ରେମୀଯୁଗଳଙ୍କ ବିବାହ ସମ୍ପନ୍ନ ହୋଇଛି । ସୂଚନା ଅନୁସାରେ ମୁର୍ଷୁଣ୍ଡ ଗାଁର ବିକାଶ ବିଶ୍ୱାଳ(୨୬) ଏବଂ ସେହି ଗାଁର ସ୍ୱର୍ଗସିନୀ ପ୍ରଧାନ(୨୨)ଙ୍କ ମଧ୍ୟରେ ପ୍ରେମ ସମ୍ପର୍କ
Read More...

ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି : ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ : ଆଜି ବୈଶାଖ-କୃଷ୍ଣ ଚତୁର୍ଦ୍ଦଶୀ ତିଥି । ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏହି ସମୟରେ ମହାପ୍ରଭୁଙ୍କର ଏହି ଗୁପ୍ତ ନୀତି କରାଯିବ ।
Read More...

ପିକେଟିଂ କରି ଜିଲ୍ଲା ମୁଖ୍ୟ ଡାକଘରକୁ ବନ୍ଦ କଲେ ଆନ୍ଦୋଳନକାରୀ

ବଲାଙ୍ଗିର, (କେପିଏନ୍‌ଏସ୍‌) : ପିକେଟିଂ କରି ଜିଲ୍ଲା ମୁଖ୍ୟ ଡାକଘରକୁ ବନ୍ଦ କରିଛନ୍ତ ଆନ୍ଦୋଳନକାରୀ । ସମ୍ବଲପୁରରେ ଘଟିଥିବା ଅପ୍ରିତିକର ପରିସ୍ଥିତିର ଦୃଢ କାର୍ଯ୍ୟାନୁଷ୍ଠାନ ଦାବୀ ନେଇ ବିଶ୍ୱ ହିନ୍ଦୁ ପରିଷଦ ଏବଂ ବଜରଙ୍ଗ ଦଳ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି । ଏହାର ପ୍ରଭାବ
Read More...

ବଲାଙ୍ଗିର ଭୀମଭୋଇ ମେଡିକାଲର ମେନ୍‌ ଗେଟ୍‌ଠାରେ ସର୍ଟ୍‌ସର୍କିଟ୍‌ ଯୋଗୁଁ ଜଳିଗଲା ବିଦ୍ୟୁତ୍‌ ତାର

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ଭୀମଭୋଇ ମେଡିକାଲର ମେନ୍‌ ଗେଟ୍‌ଠାରେ ଥିବା ବିଦ୍ୟୁତ୍‌ ଖୁଣ୍ଟରେ ସର୍ଟ୍‌ସର୍କିଟ୍‌ ହେବା କାରଣରୁ ଅଗ୍ନିକାଣ୍ଡ ଘଟିଥିବା ଖବର ମିଳିଛି । ତେବେ ଏହି ଅଗ୍ନିକାଣ୍ଡ ଯୋଗୁଁ କାହାର କିଛି କ୍ଷୟକ୍ଷତି ହୋଇ ନଥିବା ସୂଚନା ମିଳିଛି । ସୂଚନା ଯୋଗ୍ୟଯେ,
Read More...

ମାଛକୁଣ୍ଡ ପୋଲିସକୁ ମିଳିଲା ସଫଳତା : ବିପୁଳ ପରିମାଣର ଗଞ୍ଜେଇ ଜବତ୍‌

ଲମତାପୁଟ : କୋରାପୁଟ ଜିଲ୍ଲା ମାଛକୁଣ୍ଡ ପୋଲିସକୁ ମିଳିଲା ସଫଳତା । ୬୭ କେଜିର ଗଞ୍ଜେଇ ଜବତ୍‌ ସହ ଦୁଇ ଜଣଙ୍କୁ ଗିରଫ କଲା ପୋଲିସ । ଜବତ ଗଞ୍ଜେଇର ମୂଲ୍ୟ ୭ ଲକ୍ଷ ଟଙ୍କା ହେବ ବୋଲି ସୂଚନା ମିଳିଛି । ସୂଚନା ଅନୁଯାୟୀ ବିଶେଷ ସୁତ୍ରରୁ ଖବର ପାଇ ବାୟାପୁଟ ଗାଁ ନିକଟରେ ନାକାବନ୍ଦୀ
Read More...

ଆଇଆଇଟି ଭୁବନେଶ୍ୱରରେ ୫୫ତମ ପରିଷଦ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଶିକ୍ଷାମନ୍ତ୍ରୀ ଏବଂ ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଭାରତୀୟ ବୈଷୟିକ ପ୍ରତିଷ୍ଠାନ ପରିଷଦର ୫୫ତମ ବୈଠକ (ଆଇଆଇଟିଏସ) ଅନୁଷ୍ଠିତ ହୋଇଯାଇଛି । ଭାରତୀୟ ବୈଷୟିକ ପ୍ରତିଷ୍ଠାନ ପରିଷଦର ସମସ୍ତ ୨୩ ଆଇଆଇଟିରୁ ବୋର୍ଡ
Read More...

ମେ’ ୨୧ରେ ଓଜେଏମ୍‌ ପ୍ରିଲିମ୍‌ ପରୀକ୍ଷା

କଟକ : ଓଡିଶା ଜୁଡିସିଆଲ୍‌ ସର୍ଭିସ (ଓଜେଏସ୍‌) ପ୍ରିଲିମ୍‌ ପରୀକ୍ଷା ଆସନ୍ତା ମେ' ୨୧ ତାରିଖରେ ଅନୁଷ୍ଠିତ ହେବ । ଏନେଇ ଓଡିଶା ଲୋକସେବା ଆୟୋଗ (ଓପିଏସ୍‌ସି) ପକ୍ଷରୁ ସୂଚନା ଦିଆଯାଇଛି । ସେଦିନ ସକାଳ ୧୦ଟାରୁ ୧୧ଟା ମଧ୍ୟରେ ଏହି ପରୀକ୍ଷା ଅନୁଷ୍ଠିତ ହେବ । ଶାରୀରିକ ଭିନ୍ନକ୍ଷମ
Read More...

ଆଜି ୧୨ ଘଣ୍ଟିଆ ବଲାଙ୍ଗିର ବନ୍ଦ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଜରଙ୍ଗ ଦଳ ଏବଂ ବିଶ୍ୱ ହିନ୍ଦୁ ପରିଷଦର ୧୨ ଘଣ୍ଟିଆ ବନ୍ଦ ଡାକରାକୁ ସର୍ବସମ୍ମତି କ୍ରମେ ବଲାଙ୍ଗିରରେ ବନ୍ଦ ପାଳନ କରାଯାଉଛି । ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଏହି ବନ୍ଦ ପାଳନ ହେବାକୁ ଥିବା ବେଳେ ସହରର ସମସ୍ତ ଦୋକାନ, ବଜାର, ସ୍କୁଲ, କଲେଜ,
Read More...

ରାଜ୍ୟ ଉନ୍ନୟନ କମିଶନରଙ୍କ ହରିଶଙ୍କର ଗସ୍ତ : ବୁଲି ଦେଖିଲେ ଉନ୍ନୟନମୂଳକ କାମ

ଖପ୍ରାଖୋଲ, (ଅଶୋକ ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ୍ ପର୍ଯ୍ୟଟନ ସ୍ଥଳୀ ହରିଶଙ୍କରକୁ ରାଜ୍ୟ ଉନ୍ନୟନ କମିଶନର ଅନୁ ଗର୍ଗ ମଙ୍ଗଳବାର ଗସ୍ତ କରିଥିଲେ । ଏହି ଅବସରରେ ହରିଶଙ୍କର ମନ୍ଦିର ଚତୁପାର୍ଶ୍ୱର ଉନ୍ନୟନ କାମ ବୁଲି ଦେଖିବା ସହ କାମର ଅଗ୍ରଗତି ସମ୍ପର୍କରେ ପୂର୍ତ୍ତ ବିଭାଗ
Read More...