୨ ବାଇକ୍ ମୁହାଁମୁହିଁ ଧକ୍କା : ୨ ଗୁରୁତର
ଟିଟିଲାଗଡ଼, (କେପିଏନ୍ଏସ୍) : ଟିଟିଲାଗଡ଼ ସହର ମୁଖ୍ୟ ଡାକଘର ସମ୍ମୁଖରେ ୨ ବାଇକ୍ ମୁହାଁମୁହିଁ ଧକ୍କା ହେବା ଫଳରେ ୨ ଜଣ ଗୁରୁତର ଆହତ ହୋଇଥିବା ଜଣାପଡିଛି । ଉଭୟଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ସରକାରୀ ଡାକ୍ତରଖାନାକୁ ଆଣିଥିଲେ । ପ୍ରାଥମିକ ଚିକିତ୍ସା ପରେ ଉଭୟଙ୍କୁ ବଲାଙ୍ଗିର!-->…
Read More...
Read More...