ମହାବିଷୁବ ସଂକ୍ରାନ୍ତି ଏବଂ ଓଡ଼ିଆ ନବବର୍ଷ ଉପଲକ୍ଷେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, (କେପିଏନ୍ଏସ୍) : ପବିତ୍ର ମହାବିଷୁବ ସଂକ୍ରାନ୍ତି ଏବଂ ଓଡ଼ିଆ ନବବର୍ଷ ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜ୍ଞାପନ କରିଛନ୍ତି । ସେ ନିଜର ଟୁଇଟରରେ ଲେଖିଛନ୍ତି, ‘ସମସ୍ତଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ । ମହାପ୍ରଭୁ!-->…
Read More...
Read More...