Monthly Archives

April 2023

ସଇଁତଲା ଓକିଲ ସଂଘ ତରଫରୁ ଆଇନଜୀବୀ ଦିବସ ପାଳିତ, ବରିଷ୍ଠ ଆଇନଜୀବୀ ରାଧେଶ୍ୟାମଙ୍କୁ ସମ୍ବର୍ଦ୍ଧନା

ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ଜିଲ୍ଲା ସଇଁତଲା ଓକିଲ ସଂଘ ପକ୍ଷରୁ ସ୍ଥାନୀୟ ଓକିଲ ସଂଘର ସଭାଗୃହରେ ମଧୁବାବୁ ଜନ୍ମ ଜୟନ୍ତୀ ଅବସରରେ ଆଇନଜୀବୀ ଦିବସ ପାଳିତ ହୋଇଯାଇଛି । ପ୍ରଥମେ ଦୀପ ପ୍ରଜ୍ୱଳନ ସହିତ ମଧୁବାବୁଙ୍କ ଫଟୋରେ ମୁଖ୍ୟଅତିଥି ଏବଂ ଓକିଲ ସଂଘର ସମସ୍ତ ସଦସ୍ୟମାନେ
Read More...

ବିଶ୍ୱ ପ୍ରାଣୀ ଚିକିତ୍ସା ଦିବସ

କଣ୍ଟାବାଞ୍ଜି, (କୈଳାସ ସଗ୍ରିଆ) : କଣ୍ଟାବାଞ୍ଜି ଚଟୁଅନକା ସ୍ଥିତ ଶ୍ରୀଗୋପାଳ ଗୋଶାଳାଠାରେ ଶୁକ୍ରବାର ବିଶ୍ୱ ପ୍ରାଣୀ ଚିକିତ୍ସା ଦିବସ ପାଳିତ ହୋଇଯାଇଛି । ତୁରେକେଲା ପ୍ରାଣୀ ଚିକିତ୍ସକ ଡ. ପ୍ରବୀଣ ପ୍ରଧାନଙ୍କ ସହ ଏକ ଟିମ୍‌ ଆସି ଗୋଶାଳାରେ ଥିବା ୨ ଶହ ଗୋରୁଙ୍କ ସ୍ୱାସ୍ଥ୍ୟବସ୍ଥା ଯାଞ୍ଚ
Read More...

ଗାଈ ଚୋରି ଅଭିଯୋଗ

ମୁରିବାହାଲ, (କେପିଏନ୍‌ଏସ୍‌) : ମୁରିବାହାଲ ଥାନା ଚଣାବାହାଲ ଗ୍ରାମର ଚାଷୀ ନାଭ ପାତ୍ର(୫୦)ଙ୍କ ଏକ ବଡ ଦୁଧିଆଳି ଗାଈକୁ ଦୁର୍ବୃତ୍ତମାନେ ଗୁରୁବାର ଅପରାହ୍ନରେ ପିକ୍‌ଅପ୍‌ ଭ୍ୟାନ୍‌ ଯୋଗେ ଚୋରି କରି ନେଇଥିବା ମୁରିବାହାଲ ଥାନାରେ ଅଭିଯୋଗ ହୋଇଛି । ଗାଈଟି ଗାଁର ଏକ ଜମିରେ ଚରୁଥିବା ବେଳେ
Read More...

ମଧୁସୂଦନ ଶିକ୍ଷା ନିବାସରେ ମଧୁବାବୁଙ୍କ ଜୟନ୍ତୀ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୧୭ ମଧୁସୂଦନ ଶିକ୍ଷା ନିବାସଠାରେ ମଧୁବାବୁଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସୌଭାଗିନୀ ମୁଦାଲିଙ୍କ ସଭାପତିତ୍ୱ ଓ ବରିଷ୍ଠ ଶିକ୍ଷୟିତ୍ରୀ ନିରୁପମା ନାୟକଙ୍କ ସଂଯୋଜନାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ
Read More...

ବାଜିରାଉତ ଶିକ୍ଷା ନିକେତନରେ ଓଡ଼ିଆ ଭାଷା ବିକାଶ ମଞ୍ଚର ସ୍ୱାଭିମାନ ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଓଡ଼ିଆ ଭାଷା ବିକାଶ ମଞ୍ଚ ଓ ବାଜିରାଉତ ଶିକ୍ଷା ନିକେତନର ମିଳିତ ଆନୁକୂଲ୍ୟରେ ବିଦ୍ୟାଳୟ ପରିସରରେ ଓଡ଼ିଆ ଜାତିର ସ୍ୱାଭିମାନ ଦିବସ ତଥା ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସୌଦାମିନୀ ମୁଦାଲିଙ୍କ
Read More...

ଆଜି ବିଶ୍ୱ ପ୍ରାଣୀ ଚିକିତ୍ସା ଦିବସ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବିଶ୍ୱ ପ୍ରାଣୀ ଚିକିତ୍ସା ଦିବସ । ଏହି ଅବସରରେ ପ୍ରାଣୀ ସମ୍ପଦ ବିକାଶ ବିଭାଗ ବଲାଙ୍ଗିର ତରଫରୁ ଏକ ସଚେତନତା ଶୋଭାଯାତ୍ରା ଆୟୋଜିତ ହୋଇଯାଇଛି । ଏହି ସଚେତନତା ଶୋଭାଯାତ୍ରାରେ ପୌରାଧ୍ୟକ୍ଷା ଲିକା ସାହୁ ଯୋଗଦେଇ ସବୁଜ ପତାକା ଦେଖାଇ ଏହାକୁ ଉଦ୍‌ଘାଟନ
Read More...

ମାଗଣା ଚକ୍ଷୁ ପରୀକ୍ଷା ଶିବିର

କଣ୍ଟାବାଞ୍ଜି, (କୈଳାସ ସଗ୍ରିଆ) : ସ୍ଥାନୀୟ ହରି ଭବନଠାରେ ଶୁକ୍ରବାର ମାଗଣା ଚକ୍ଷୁ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି । ବିଜେଡି ନେତା ଅଜୟ ଦାସଙ୍କ ଉଦ୍ୟମ ଓ ଜିଲ୍ଲା ସାଧାରଣ ସମ୍ପାଦକ ରାଜେନ୍ଦ୍ର ବେହେରାଙ୍କ ଉପସ୍ଥିତିରେ ଅନୁଷ୍ଠିତ ଶିବିରରେ ଚକ୍ଷୁ ବିଶେଷଜ୍ଞ ଡା. ଅନିଲ ଗୁପ୍ତା
Read More...

ସଡକ ଦୁର୍ଘଟଣାରେ ମହିଳା ଗୁରୁତର

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାର କେନ୍ଦୁଭଟା ଗାଁଠାରେ ଏକ ସଡକ ଦୁର୍ଘଟଣାରେ ଜଣେ ମହିଳା ଗୁରୁତର ହୋଇ ବଲାଙ୍ଗିର ମେଡିକାଲରେ ଭର୍ତ୍ତି ହୋଇଥିବା ଜଣାପଡିଛି । ସୂଚନା ଅନୁସାରେ କେନ୍ଦୁଭଟା ଗ୍ରାମର ମୂଖୀ ପାତ୍ର(୫୦) ତାଙ୍କ ଭଣଜା ସାଙ୍ଗରେ ଏକ ବାଇକ୍‌ରେ ନିକଟସ୍ଥ ଗାଁ
Read More...

ଆଉ ନାହାନ୍ତି ହିନ୍ଦୀ ପ୍ରାଧ୍ୟାପକ ସଞ୍ଜୟ କୁମାର ସିଂ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଉ ନାହାନ୍ତି ରାଜେନ୍ଦ୍ର କଲେଜର ହିନ୍ଦୀ ବିଭାଗ ମୁଖ୍ୟ ତଥା ପ୍ରାଧ୍ୟାପକ ସଞ୍ଜୟ କୁମାର ସିଂ । ତାଙ୍କର ଦେହାନ୍ତ ହୋଇଯାଇଥିବା ବେଳେ ଏହି ଖବର ଶୁଣି ବଲାଙ୍ଗିର ଜିଲ୍ଲା ତଥା ଛାତ୍ର ମହଲରେ ଶୋକର ଛାୟା ଖେଳି ଯାଇଛି ।
Read More...

ହାତୀ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ

ଅନୁଗୁଳ : ଅନୁଗୁଳ ଅନ୍ତର୍ଗତ ବନ୍ତଳା ବନାଞ୍ଚଳରେ ଆଜି ଜଣେ ମହିଳା ହାତୀ ଆକ୍ରମଣର ଶିକାର ହୋଇ ମୃତ୍ୟୁବରଣ କରିଥିବା ଜଣାପଡିଛି । ମୃତ୍ୟୁବରଣ କରିଥିବା ମହିଳା ଜଣକ ମରଣ୍ଡା ଗ୍ରାମର ବୋଲି ଜଣାପଡିଛି । ମହିଳା ଜଣକ ସକାଳୁ ବଗିଚାକୁ ଯାଇଥିବା ବେଳେ ହାତୀ ଆକ୍ରମଣର ଶିକାର ହୋଇଥିଲେ ।
Read More...