ପାଇକମାଲ ଯମୁନା କନ୍ଧୁଣୀ ବାଳିକା ଉଚ୍ଚ ବିଦ୍ୟାଳୟର ରୌପ୍ୟ ଜୟନ୍ତୀ ସମାରୋହରେ ମହାମହିମ ରାଜ୍ୟପାଳଙ୍କ ଯୋଗଦାନ
ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ସ୍ଥିତ ଯମୁନା କନ୍ଧୁଣୀ ବାଳିକା ଉଚ୍ଚ ବିଦ୍ୟାଳୟର ରୌପ୍ୟ ଜୟନ୍ତୀ ସମାରୋହ ଆଜି ଅନୁଷ୍ଠିତ ହୋଇଯାଇଛି । ମହାମହିମ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମୁଖ୍ୟ ଅତିଥି ଭାବରେ ଉକ୍ତ ସମାରୋହରେ ଯୋଗ ଦେଇଥିଲେ । ପ୍ରଥମେ ସେ ଶ୍ରୀ ଶ୍ରୀ!-->…
Read More...
Read More...