Monthly Archives

April 2023

ଟ୍ରକ ଦୁର୍ଘଟଣାରେ ୫ ଗୁରୁତର

ଭଦ୍ରକ : ୧୬ ନମ୍ବର ଜାତୀୟ ରାଜପଥର ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧିନ ତ୍ରିସଳପୁର ଛକ ନିକଟରେ କୁକୁଡ଼ା ନେବାକୁ ଆସିଥିବା ଏକ ଟ୍ରକ ଦୁର୍ଘଟଣା ଗ୍ରସ୍ତ ହୋଇଥିବା ଖବର ମିଳିଛି । ଟ୍ରକରେ ମୋଟ ୬ ଜଣ ଥିବା ବେଳେ ୫ଜଣ ଗୁରୁତର ହୋଇଛନ୍ତି । ମିଳିଥିବା ଖବର ଅନୁଯାୟୀ, କୁକୁଡ଼ା ନେବା ପାଇଁ
Read More...

ଛତ୍ରପୁର ପଣ୍ଡିତ ନୀଳକଣ୍ଠ କଲେଜରେ ସ୍ୱାଭିମାନ ଦିବସ ପାଳିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲା ମହକୁମା ଛତ୍ରପୁରସ୍ଥ ପଣ୍ଡିତ ନୀଳକଣ୍ଠ ଉତ୍କଳ ଏକାଡେମୀ ମହାବିଦ୍ୟାଳୟ ପରିସରରେ ଶୁକ୍ରବାର ଅପରାହ୍ନରେ ଉତ୍କଳ ଗୌରବ ତଥା ଓଡ଼ିଆ ସ୍ୱାଭିମାନର ମୂର୍ତ୍ତିମନ୍ତ ପ୍ରତୀକ କୁଳବୃଦ୍ଧ ମଧୁସୂଦନ ଦାସଙ୍କ ଜୟନ୍ତୀ ଦିବସ ତଥା ତାଙ୍କର ଜନ୍ମ
Read More...

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : କାର୍‌ ଧକ୍କାରେ ୩ ମୃତ

ଅନୁଗୋଳ : ତାଳଚେର ଗୋବରା ଗାଁରେ କାର ଧକ୍କାରେ ୩ ଜଣଙ୍କର ମୁତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ଜଣେ ବୟସ୍କ ମହିଳା ଏବଂ ୨ ଶିଶୁ ଅଛନ୍ତି । ଡ୍ରାଇଭର ଜଣଙ୍କ ନିଶାସକ୍ତ ଅବସ୍ଥାରେ ଏପରି କାଣ୍ଡ ଭିଆଇଥିବା କୁହାଯାଇଛି । ଜେଜେମା ପ୍ରମିଳା ପ୍ରଧାନ ତାଙ୍କ ୨ ନାତିଙ୍କୁ ଘର ଆଗରେ ଖେଳାଉ ଥିଲେ ।
Read More...

ଇଚର୍ ଟ୍ରକ୍ ଧକ୍କାରେ ୨ ମୃତ

ତୁରେକେଲା, (କୈଳାସ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ମହୁଲପାଟି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଗୋଇନ୍ଦମାଲ ଲାଠୋର ଯିବା ରାସ୍ତା ଲାଥବୁଢା ପୋଲ ପାଖାପାଖି ଏକ ଇଚର୍ ଟ୍ରକ୍ ଧକ୍କାରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି । ସୂଚନାଯୋଗ୍ୟ ଯେ, ଦୁର୍ଘଟଣା ଗ୍ରସ୍ତ ବ୍ୟକ୍ତି ଅଶୋକ
Read More...

ଛତ୍ରପୁର ଓକିଲ ସଂଘ ଭବନରେ ମଧୁବାବୁ ସ୍ମାରକୀ ୨୬ତମ ଆଇନଜୀବୀ ଦିବସ ପାଳିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ଆଇନଜୀବୀଙ୍କ ତରଫରୁ ବାର ଆସୋସିଏସନ ସଭାଗୃହରେ ବାରିଷ୍ଟର ମଧୁସୂଦନ ଦାସଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ଏହି ଅବସରରେ ମଧୁବାବୁଙ୍କ ଜନ୍ମ ଦିବସକୁ ଓଡ଼ିଶାର ସର୍ବତ୍ର ୨୬ତମ ଆଇନଜୀବୀ ଦିବସ ଭାବେ ପାଳନ କରାଯାଇଛି । ମଧୁବାବୁଙ୍କ
Read More...

ମଧୁସୂଦନ ଦାସ ଥିଲେ ଓଡ଼ିଆ ଜାତିର ଅସ୍ମିତାର ପ୍ରତୀକ

ପ୍ରଗତି ଉତ୍କଳ ସଂଘ ଆନୁକୂଲ୍ୟରେ ଉତ୍କଳ ଗୌରବ ମଧୁସୂଦନ ଜୟନ୍ତୀ ପାଳିତ ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାର ସର୍ବ ପୁରାତନ ସାହିତ୍ୟ-ସଂସ୍କୃତି ଅନୁଷ୍ଠାନ ପ୍ରଗତି ଉତ୍କଳ ସଂଘ ଆନୁକୂଲ୍ୟରେ ପ୍ରତିବର୍ଷ ପରି ଚଳିତ ବର୍ଷ ମଧୁବାବୁଙ୍କ ଜୟନ୍ତୀ ମହାସମାରୋହରେ ପାଳିତ ହୋଇଯାଇଛି ।
Read More...

ଗ୍ରୀଷ୍ମକାଳୀନ ଫୁଟବଲ ପ୍ରଶିକ୍ଷଣ ଶିବିର

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆସନ୍ତା ମଇ ମାସ ୧ ତାରିଖରୁ ଜିଲ୍ଲା କ୍ରୀଡ଼ା କାର୍ଯ୍ୟାଳୟ ତଥା କ୍ରୀଡ଼ା ଛାତ୍ରାବାସ ଆନୁକୂଲ୍ୟରେ ଗ୍ରୀଷ୍ମକାଳୀନ ଫୁଟବଲ ପ୍ରଶିକ୍ଷଣ ଶିବିର ୧୨ ବର୍ଷ ବୟସ ପିଲାମାନଙ୍କୁ ନେଇ ରାଜେନ୍ଦ୍ର ନାରାୟଣ ସିଂହଦେଓ କ୍ରୀଡ଼ା ପ୍ରାଙ୍ଗଣରେ ଜିଲ୍ଲା କ୍ରୀଡ଼ା ଅଧିକାରୀ
Read More...

ଭୁବନେଶ୍ଵରରେ ଉଦଯାପିତ ହେଲା ଜି-୨୦ ଶିକ୍ଷା କାର୍ଯ୍ୟଗୋଷ୍ଠୀ ବୈଠକ

● ବୈଠକ ମାଧ୍ୟମରେ ଛାତ୍ରଛାତ୍ରୀଙ୍କ ଦକ୍ଷତା ବିକାଶ ଲାଗି ପ୍ରତିବଦ୍ଧତାକୁ ଦୋହରାଇଲା ଭାରତ● ‘ଭବିଷ୍ୟତର କାର୍ଯ୍ୟକୁ ନେଇ ଆୟୋଜିତ ପ୍ରଦର୍ଶନୀରେ ଯୋଗ ଦେଲେ ଛାତ୍ରଛାତ୍ରୀ, ଶିକ୍ଷକ, ଗବେଷକ ଓ ଉଦ୍ୟୋଗୀ● ବୈଠକ ଶେଷରେ ପ୍ରତିନିଧିମାନେ ବିଶ୍ଵପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟ ମନ୍ଦିର ପରିଦର୍ଶନ
Read More...

ଜିଲ୍ଲାସ୍ତରୀୟ ସ୍ଵାଭିମାନ ଦିବସ ପାଳିତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଆମ ଓଡ଼ିଶା ଓ ସମ୍ବାଦ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜନ୍ମ ଜୟନ୍ତୀ ସ୍ଵାଭିମାନ ଦିବସ କୋଶଳ ଉଚ୍ଚ ବିଦ୍ୟାଳୟ ପରିସରରେ ପାଳିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପରମା ନାଏକଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏକ ବର୍ଣ୍ଣାଢ଼୍ୟ ଉତ୍ସବରେ ମୁଖ୍ୟ
Read More...

ଜାତୀୟ କରାଟେ ପ୍ରତିଯୋଗିତା ପାଇଁ ବଲାଙ୍ଗିର କରାଟେ ଦଳର ଜୟପୁର ଗସ୍ତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆସନ୍ତା ୨୯ ଓ ୩୦ ତାରିଖ ରାଜସ୍ଥାନ ଜୟପୁରର ସ୍ୱାଇ ମାନସିଂ ଷ୍ଟଡିୟମଠାରେ ସର୍ବ ଭାରତୀୟ କରାଟେ ପ୍ରତିଯୋଗିତା ଅନୁଷ୍ଠିତ ହେବାକୁ ଯାଉଛି । ବଲାଙ୍ଗିର ଜିଲ୍ଲା କରାଟେ ଅର୍ଗାନାଇଜେସନର ସାଧାରଣ ସମ୍ପାଦକ ତଥା କୋଚ ଅସୀମ କୁମାର ଭୋଇଙ୍କ ନେତୃତ୍ୱରେ ଏକ ୯
Read More...