Monthly Archives

April 2023

୧୧ରେ ରୋପ୍ୟ ଜୟନ୍ତୀ ଉତ୍ସବରେ ମହାମହିମ ରାଜ୍ୟପାଳଙ୍କୁ ସ୍ୱାଗତ ପାଇଁ ପ୍ରସ୍ତୁତି

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ସ୍ଥିତ ଯମୁନା କାନ୍ଧୁଣୀ ବାଳିକା ଉଚ୍ଚ ବିଦ୍ୟାଳୟର ରୋପ୍ୟ ଜୟନ୍ତୀ ଉତ୍ସବ ଚଳିତ ମାସ ୧୧ / ୪ ଦିନ ପାଳନ ପାଇଁ ଜୋରଦାର ପ୍ରସ୍ତୁତି ଚାଲିଛି । ଏହି ଉତ୍ସବରେ ମହାମହିମ ରାଜ୍ୟପାଳ ଗଣେଶୀ ଲାଲ ଯୋଗଦେବାର ସ୍ଥିର
Read More...

‘ପିଲାଙ୍କ ଗାନ୍ଧୀ’ ସଂପର୍କରେ ଆଲୋଚନାଚକ୍ର

ରାଉରକେଲା, (ସସ୍ମିତା ପ୍ରଧାନ) : ଗାନ୍ଧୀ ଶାନ୍ତି ଫାଉଣ୍ଡେସନ ତରଫରୁ 'ପିଲାଙ୍କ ଗାନ୍ଧୀ' ସଂପର୍କରେ ଆଲୋଚନାଚକ୍ର ସେକ୍ଟର ୬ ସରକାରୀ ଉତ୍କୃଷ୍ଟ ଉଚ୍ଚ ବିଦ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସୁସ୍ମିତା ମହାପାତ୍ର ସଭାପତିତ୍ୱ ଓ ଫାଉଣ୍ଡେସନର ସଭ୍ୟ ରବି
Read More...

ସେଞ୍ଚୁରିଅନ୍ ୟୁନିଭର୍ସିଟି ପକ୍ଷରୁ ଜି-୨୦ ଜନଭାଗିଦାରୀ କାର୍ଯ୍ୟକ୍ରମ ଅନୁଷ୍ଠିତ

ଭୁବନେଶ୍ୱର, (ପିଆଇବି) : ଭାରତର ଜି-୨୦ ଅଧ୍ୟକ୍ଷତା ଅଧୀନରେ ଦେଶବ୍ୟାପୀ ଭିନ୍ନ ଭିନ୍ନ କାର୍ଯ୍ୟକ୍ରମ ଓ ବୈଠକମାନ ଆୟୋଜନ କରାଯାଉଛି । ଏହି କ୍ରମରେ ଭୁବନେଶ୍ୱର ଠାରେ ଆସନ୍ତା ୨୬ରୁ ୨୮ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେବାକୁ ଥିବା ଜି-୨୦ ଶିକ୍ଷା କାର୍ଯ୍ୟ ଗୋଷ୍ଠୀର ତୃତୀୟ ବୈଠକ ପୂର୍ବରୁ
Read More...

ବାହାଡାପଲ୍ଲୀ ଗ୍ରାମବାସୀ ଘରବାରି ଗ୍ରାମକଣ୍ଠ ପଟ୍ଟା ଓ ଘରକୁ ଘର ପିଇବା ପାଣି ଯୋଗାଣ ଆଦିରୁ ସେବାରୁ ବଞ୍ଚିତ ଥିବା…

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ମାର୍ଚ୍ଚ ମାସ ଶେଷ ସୁଦ୍ଧା ସମସ୍ତଙ୍କୁ ଘରବାରି ଗ୍ରାମକଣ୍ଠ ପଟ୍ଟା ପ୍ରଦାନ ଏବଂ ଘର ଘରକୁ ପିଇବା ପାଣି ଯୋଗାଣ କରାଯିବା ନିମନ୍ତେ ରାଜ୍ୟ ସରକାର ବଳିଷ୍ଠ ପଦକ୍ଷେପ ଗ୍ରହଣ କରିଛନ୍ତି, ସତ କିନ୍ତୁ ଗଞ୍ଜାମ ବ୍ଲକ ସୁବଳୟା ପଞ୍ଚାୟତର ବାହାଡାପଲ୍ଲୀ
Read More...

ସିପେଟ୍ ପକ୍ଷରୁ ଜି-୨୦ ଜନଭାଗିଦାରୀ କାର୍ଯ୍ୟକ୍ରମ ଅନୁଷ୍ଠିତ

ଭୁବନେଶ୍ୱର, (ପିଆଇବି) : ଜି-୨୦ ଶିକ୍ଷା କାର୍ଯ୍ୟଗୋଷ୍ଠୀର ତୃତୀୟ ବୈଠକ ପୂର୍ବରୁ ରାଜ୍ୟରେ ଅନୁଷ୍ଠିତ ହେଉଥିବା ଜି-୨୦ ଜନଭାଗିଦାରୀ କାର୍ଯ୍ୟକ୍ରମରେ ସାମିଲ ହୋଇଛି କେନ୍ଦ୍ରୀୟ ପେଟ୍ରୋରସାୟନ ଯାନ୍ତ୍ରିକୀ ଓ ପ୍ରଯୁକ୍ତି ପ୍ରତିଷ୍ଠାନ (ସିପେଟ) । ଭୁବନେଶ୍ୱରରେ ସିପେଟ୍ ପକ୍ଷରୁ ଜି-୨୦
Read More...

ଓଡିଶାର ପଛୁଆବର୍ଗ ଲୋକମାନଙ୍କର ସାମାଜିକ ଓ ଶିକ୍ଷାଗତ ସ୍ଥିତି ସମ୍ପର୍କରେ ସର୍ଭେ କରିବା ଲାଗି ତାଲିମ୍ ପ୍ରଦାନ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଓଡିଶା ରାଜ୍ୟ ପଛୁଆ ବର୍ଗ କମିଶନ୍ ଅଧିନିୟମ ୧୯୯୩ର ଧାରା ୯ର ଉପଧାରା ୧(କ) ଦ୍ୱାରା ଅର୍ପିତ କ୍ଷମତାର ପ୍ରୟୋଗ କ୍ରମେ ଓଏସ୍.ସିବିସି, ଅଧିନିୟମ ୧୯୯୩ ଭାବରେ ନାମିତ ତଥା ଓଡିଶା ରାଜ୍ୟ ପଛୁଆ ବର୍ଗ କମିଶନ୍ (ସଂଶୋଧନ) ଅଧିନିୟମ, ୨୦୨୦ରେ ଥିବା
Read More...

ଜି-୨୦ ଜନଭାଗିଦାରୀ : କିଟ୍ ବିଶ୍ୱବିଦ୍ୟାଳୟ ପକ୍ଷରୁ ବୈଷୟିକ କର୍ମଶାଳା ଅନୁଷ୍ଠିତ

ଭୁବନେଶ୍ୱର, (ପିଆଇବି) : ଆସନ୍ତା ୨୬ରୁ ୨୮ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରରେ ଆୟୋଜିତ ହେବାକୁ ଥିବା ଜି-୨୦ ଶିକ୍ଷା କାର୍ଯ୍ୟଗୋଷ୍ଠୀର ତୃତୀୟ ବୈଠକ ପୂର୍ବରୁ ଜନସଚେତନତା ସୃଷ୍ଟି କରିବା ଲାଗି କିଟ୍ ବିଶ୍ୱବିଦ୍ୟାଳୟ ପକ୍ଷରୁ ଜି୨୦ ଜନଭାଗିଦାରୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି
Read More...

ବିଜେପି ଗଞ୍ଜାମ ଜିଲ୍ଲା ଅନୂସୂଚିତ ଜାତି ମୋର୍ଚ୍ଚାର କାର୍ଯ୍ୟକାରିଣୀ ବୈଠକ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ସହରସ୍ଥିତ ଶିବ କୁମାର ପଟ୍ଟନାୟକ ରିଡିଙ୍ଗ ରୁମ୍‌ ପରିସରରେ ଭାରତୀୟ ଜନତା ପାର୍ଟିର ଅନୁସୂଚିତ ଜାତି ମୋର୍ଚ୍ଚାର ଜିଲ୍ଲା କାର୍ଯ୍ୟକାରୀ ବୈଠକ ସଭାପତି ତଥା ଛତ୍ରପୁର ନିର୍ବାଚନ ମଣ୍ଡଳୀର ଯୁବ ନେତା ପ୍ରଶାନ୍ତ କୁମାର କରଙ୍କ ଅଧ୍ୟକ୍ଷତାରେ
Read More...

ଜି-୨୦ ଜନଭାଗିଦାରୀ : ଆଇସିଏଆର-ଏନଆଇଏଫଏମଡି ପକ୍ଷରୁ ସ୍ୱଚ୍ଛତା ଅଭିଯାନ

ଭୁବନେଶ୍ୱର, (ପିଆଇବି) : ଆସନ୍ତା ୨୬ରୁ ୨୮ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରରେ ଆୟୋଜିତ ହେବାକୁ ଥିବା ଜି-୨୦ ଶିକ୍ଷା କାର୍ଯ୍ୟଗୋଷ୍ଠୀର ତୃତୀୟ ବୈଠକ ପୂର୍ବରୁ ଜନସଚେତନତା ସୃଷ୍ଟି କରିବା ଲାଗି ଭାରତୀୟ କୃଷି ଗବେଷଣା ପରିଷଦ (ଆଇସିଏଆର)- ନେସନାଲ ଇନଷ୍ଟିଚ୍ୟୁଟ୍ ଅନ୍ ଫୁଟ୍ ଏଣ୍ଡ ମାଉଥ୍
Read More...

ଗୀତା ଯଜ୍ଞ ପାଇଁ ପ୍ରସ୍ତୁତି ବୈଠକ

ମ.ରାମପୁର, (ହେମନ୍ତ ସାହୁ) : ମ.ରାମପୁର ଉତ୍ତେଇ ବିହାର ସ୍ଥିତ ସଦସଙ୍ଗ କମିଟି ତରଫରୁ ଆଗାମୀ ୧୬ ତାରିଖରେ ହେବାକୁ ଥିବା ଗୀତା ଯଜ୍ଞ ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ସଭାପତି ନବୀନ ପଧାନଙ୍କ ସଭାପତିତ୍ୱରେ ସଂପାଦକ କୁଳମଣି ସାହୁ ବୈଠକର ବିବରଣୀ ଉପସ୍ଥାପନ କରିଥିଲେ ।
Read More...