Monthly Archives

April 2023

ଓଡ଼ିଆ ଭାଷା ବିକାଶ ମଞ୍ଚର ସ୍ୱଭାବକବି ଗଙ୍ଗାଧର ମେହେରଙ୍କ ତିରୋଧାନ ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଓଡ଼ିଆ ଭାଷା ବିକାଶ ମଞ୍ଚ ଆନୁକୂଲ୍ୟରେ ଓଡ଼ିଆ ଭାଷା ସୁରକ୍ଷାର ସେନାପତି ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ତିରୋଧାନ ଦିବସରେ ସେକ୍ଟର ୧୪ ସ୍ଥିତ ଗଙ୍ଗାଧର ପ୍ରତିମୂର୍ତ୍ତିଠାରେ ଅତିଥି ମାନେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ । ଓଡ଼ିଆ ଭାଷା ବିକାଶ ମଞ୍ଚର
Read More...

ଘୋଡାହାଡ ନଦୀରୁ ଯୁବକଙ୍କ ମୃତଦେହ ଉଦ୍ଧାର

ସାନଖେମୁଣ୍ଡି : ଘୋଡ଼ାହାଡ ନଦୀରୁ ମଙ୍ଗଳବାର ଦିନ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଥିବା ଜଣାପଡିଛି । ଉକ୍ତ ଘଟଣାଟି ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଅନ୍ତର୍ଗତ ମହାନଳା ଗ୍ରାମ ନିକଟରେ ଘଟିଛି । ଯୁବକ ଜଣଙ୍କ ହେଲେ ମହାନଳା ଗ୍ରାମର ଉମାକାନ୍ତ ସାହୁ । ସୂଚନା ମୁତାବକ ମଙ୍ଗଳବାର
Read More...

ରଘୁ ଦିବାକରଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧ ଦିବସ ପାଳିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରଣପୁର ପ୍ରଜାମଣ୍ଡଳ ଆନ୍ଦୋଳନ ଏକ ଐତିହାସିକ ଘଟଣା । ଏହି ମାଟିର ମହାନ୍ ସ୍ୱାଧୀନତା ସଂଗ୍ରାମୀ ଶହୀଦ ରଘୁ-ଦିବାକରଙ୍କ ବଳିଦାନ ଚିର ସ୍ମରଣୀୟ ହୋଇ ରହିବ ବୋଲି ଜୟଦେବ ଭବନରେ ଅନୁଷ୍ଠିତ ରଘୁ-ଦିବାକରଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧ ଦିବସରେ ବିଶିଷ୍ଟ ଅତିଥିମାନେ
Read More...

ରେଳଧାରଣା କଡ଼ରୁ ଯୁବକଙ୍କ ମୃତଦେହ ଉଦ୍ଧାର

ରାଉରକେଲା, (ସସ୍ମିତା ପ୍ରଧାନ) : ଛେଣ୍ଡ୍‌ କଲୋନୀ ସ୍ଥିତ କଳିଙ୍ଗ ବିହାର ଦେଇ ଯାଇଥିବା ବୀରମିତ୍ରପୁର-ବର୍ଷୁଆଁ ରେଳଧାରଣା କଡ଼ରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଥିବା ଜଣାପଡିଛି । ଜିଆରପି ପୁଲିସ ଘଟଣାସ୍ଥଳରେ ପହଁଚି ଶବ ଜବତ କରିଛି । ମୃତ ଯୁବକ ଜଣ ହେଉଛନ୍ତି ଅଖଲେସ ତିୱାରୀ । ସେ
Read More...

କୂଅରେ ପଡ଼ି ଦୁଇ ଭଉଣୀଙ୍କ ମୃତ୍ୟୁ

ସୋନପୁର : କୂଅରେ ପଡ଼ି ଦୁଇ ଭଉଣୀଙ୍କ ମୃତ୍ୟୁ । ସୋନପୁର ଜିଲ୍ଲା ବୀରମହାରାଜପୁରରେ ଏପରି ଏକ ଅଭାବନୀୟ ଘଟଣା ଘଟିଛି । ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଲିଯାଇଛି । ମୃତ ଦୁଇ ଭଉଣୀ ହେଲେ ୨ ବର୍ଷୀୟ ଦିଶା ମିଶ୍ର ଏବଂ ବର୍ଷକର ସିଦ୍ଧିଶ୍ରୀ ଶତପଥୀ । ସୂଚନା ଅନୁସାରେ
Read More...

ମା’ ତାରାତାରିଣୀଙ୍କ ଚୈତ୍ର ପର୍ବରେ ସ୍ୱେଚ୍ଛାସେବୀଙ୍କ ମହନୀୟ ସେବା ପ୍ରଶଂସନୀୟ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ପୁରୁଷୋତ୍ତମପୁର ସ୍ଥିତ ପୂର୍ଣ୍ଣଗିରିଶିଖର ଶୀର୍ଷରେ ଅବସ୍ଥାନ କରିଥିବା ଓଡ଼ିଶାର ବୃହତ୍ତମ ଶକ୍ତିପୀଠ ମା' ତାରାତାରିଣୀଙ୍କ ଚୈତ୍ର ପର୍ବ ଚତୁର୍ଥ ପାଳି ସମାହିତ ହୋଇଯାଇଛି । ଆଦ୍ୟାଶକ୍ତି ଭାବେ ପୂଜିତ ମା'ଙ୍କ ଏହି ଚୈତ୍ର
Read More...

ଜି-୨୦ ଜନଭାଗିଦାରୀ କାର୍ଯ୍ୟକ୍ରମ : ଏନଆଇଟି ରାଉରକେଲା ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜିତ

ରାଉରକେଲା, (ପିଆଇବି) : ରାଉରକେଲା ଏନଆଇଟି ପକ୍ଷରୁ ଜି୨୦ ଜନଭାଗିଦାରୀ କାର୍ଯ୍ୟକ୍ରମର ଅଂଶବିଶେଷ ଭାବେ ଶିଳ୍ପାନୁଷ୍ଠାନ ପ୍ରତିନିଧି ଓ ଶିକ୍ଷାବିତଙ୍କ ମଧ୍ୟରେ ଏକ ମତବିନିମୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଆଲୋଚନାଚକ୍ରର ବିଷୟବସ୍ତୁ ଥିଲା ‘ଭବିଷ୍ୟତର କାର୍ଯ୍ୟ : ପ୍ରଯୁକ୍ତି
Read More...

ସେଞ୍ଚୁରିଅନ ବିଶ୍ୱବିଦ୍ୟାଳୟ ପକ୍ଷରୁ ଜି-୨୦ ଜନଭାଗିଦାରୀ କାର୍ଯ୍ୟକ୍ରମ ଅନୁଷ୍ଠିତ

ଭୁବନେଶ୍ୱର/ଗଜପତି, (ପିଆଇବି) : ସେଞ୍ଚୁରିଅନ ବିଶ୍ୱବିଦ୍ୟାଳୟ ପକ୍ଷରୁ ଭାରତର ଜି-୨୦ ଅଧ୍ୟକ୍ଷତାର ବିଷୟବସ୍ତୁ – ‘ଏକ ପୃଥିବୀ, ଏକ ପରିବାର ଏକ ଭବିଷ୍ୟତ’ର ବାର୍ତ୍ତା ନେଇ ଆଇସିଏଆର-ଏନଆଇଏଫଏମଡି ପକ୍ଷରୁ ଖୋର୍ଦ୍ଧା ଜିଲ୍ଲା ଜଟଣୀ ବ୍ଲକରେ ଛେଳିମାନଙ୍କର ଟିକାକରଣ କରାଯାଇଥିଲା । ଜି୨୦
Read More...

ମାଲକାନଗିରି ଠାରେ ଜି-୨୦ ଜନଭାଗିଦାରୀ କାର୍ଯ୍ୟକ୍ରମ ଅନୁଷ୍ଠିତ

ମାଲକାନଗିରି, (ପିଆଇବି) : ଆସନ୍ତା ୨୭ରୁ ୨୯ ତାରିଖ ପର୍ଯ୍ୟନ୍ତୁ ଭୁବନେଶ୍ୱରରେ ଆୟୋଜିତ ହେବାକୁ ଥିବା ଜି-୨୦ ଶିକ୍ଷା କାର୍ଯ୍ୟଗୋଷ୍ଠୀର ତୃତୀୟ ବୈଠକ ପୂର୍ବରୁ ମାଲକାନଗିରି ଜିଲ୍ଲାରେ ଜି-୨୦ ଜନଭାଗିଦାରୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଭାରତର ଜି-୨୦ ଅଧ୍ୟକ୍ଷତା ସମ୍ପର୍କରେ
Read More...

ଷୋହଳ ପ୍ରହରୀ ନାମଯଜ୍ଞ ପାଇଁ ଶୁଭ କଳସ ଯାତ୍ରା ଅନୁଷ୍ଠିତ

ଆଗଲପୁର, (କେପିଏନ୍‌ଏସ୍‌) : ଆଗଲପୁର ବେନ୍ଦ୍ରା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଝାରବନ୍ଧଲି ଗ୍ରାମରେ ଷୋହଳ ପ୍ରହରୀ ନାମଯଜ୍ଞ ପାଇଁ ଶୁଭ କଳସ ଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଏହି ଗ୍ରାମରେ ବିଗତ ୮ ବର୍ଷ ଧରି ଏହି ପରି ନାମଯଜ୍ଞ ହୋଇଆସୁଛି । କଳସ ଯାତ୍ରାରେ ଗ୍ରାମର ଶତାଧିକ ପୁରୁଷ ଓ ମହିଳା
Read More...