Monthly Archives

April 2023

ଅଚଳାବସ୍ଥାରେ ପଡ଼ିରହିଛି ‘ଆମ ଶୌଚାଳୟ’ : ବଣାଇବାସୀଙ୍କୁ ବ୍ୟବହାର ମନା, ଜନ ସାଧାରଣରେ ଅସନ୍ତୋଷ

ବଣାଇ, (ନାରାୟଣ ଚନ୍ଦ୍ର ବେହେରା) : କିଛିଦିନ ହେବ ପାଣି ପାଗରେ ହେଲାଣି ପରିବର୍ତ୍ତନ । ସନ୍ଧ୍ୟାରେ ଲାଗି ରହୁଛି ଅଦିନିଆ ଝଡ଼ ବର୍ଷା । ବର୍ତ୍ତମାନ ବଣାଇଁରେ ପ୍ରସିଦ୍ଧ ଚୈତ୍ର ମେଳାର ଆସର । ବସ୍ କିମ୍ବା ଅଟୋ ଯୋଗେ ଦୂର ଦୂରାନ୍ତର ଅଞ୍ଚଳରୁ ବଣାଇଁକୁ ଯିବା ଆସିବା କରୁଥିବା ସାଧାରଣ
Read More...

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ପାଇକମାଲ ଯମୁନା କନ୍ଧୁଣୀ ବାଳିକା ଉଚ୍ଚ ବିଦ୍ୟାଳୟଠାରେ 'ସମ୍ବାଦ' ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜନ୍ମଦିନ ଅବସରରେ 'ସ୍ୱାଭିମାନ ଦିବସ' ପାଳିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ସୁଶାନ୍ତ କୁମାର ପଣ୍ଡାଙ୍କ ସଭାପତିତ୍ୱରେ ସଭା କାର୍ଯ୍ୟ ଆରମ୍ଭ
Read More...

ଟିଟିଲାଗଡ ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ସଂକୁଳର ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା ଆୟୋଜିତ

ଟିଟିଲାଗଡ, (ସଞ୍ଜୟ କୁମାର ନାୟକ) : ଟିଟିଲାଗଡ଼ ସଂକୁଳର ତ୍ରିଦିବସୀୟ ସାମୂହିକ ଆଚାର୍ଯ୍ୟ କାର୍ଯ୍ୟଶାଳା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରଠାରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟଶାଳାର ଉଦ୍‌ଘାଟନୀ ଉତ୍ସବରେ ଅଧ୍ୟକ୍ଷ ସଂକୁଳ ପ୍ରମୁଖ ସଞ୍ଜିବ କୁମାର ମିଶ୍ର ଉଦ୍‌ଘାଟନୀ ଅଭିଭାଷଣ ପ୍ରଦାନ
Read More...

ପଦ୍ମପୁର ଓକିଲ ସଂଘର ଆଇନଜୀବୀ ଦିବସ ପାଳନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ପଦ୍ମପୁର ଓକିଲ ସଂଘ ପକ୍ଷରୁ ସ୍ଥାନୀୟ ଓକିଲ ସଂଘର ସଭାଗୃହରେ ମଧୁବାବୁ ଜନ୍ମ ଜୟନ୍ତୀ ଅବସରରେ ଆଇନଜୀବୀ ଦିବସ ପାଳନ ହୋଇଯାଇଛି । ପ୍ରଥମେ ଦୀପ ପ୍ରଜ୍ୱଳନ ସହିତ ମଧୁବାବୁଙ୍କ ଫଟୋରେ ବିଚାରପତିମାନେ ଏବଂ ଓକିଲ ସଂଘର ସମସ୍ତ ସଦସ୍ୟ ପୁଷ୍ପମାଲ୍ୟ ଅର୍ପଣ
Read More...

ଓଡିଶା ଆଦର୍ଶ ବିଦ୍ୟାଳୟର ପରିଚାଳନା କମିଟିର ପ୍ରଥମ ବୈଠକ

ତୁଷୁରା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଗୁଡ଼ଭେଲା ବ୍ଲକ ଅନ୍ତର୍ଗତ ତେନ୍ତୁଳିଖୁଣ୍ଟି ଗ୍ରାମ ସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଶୁକ୍ରବାର ବିଦ୍ୟାଳୟ ପରିଚାଳନା କମିଟିର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ଶୁଭସ୍ମିତା କହଁରଙ୍କ ସଭାପତିତ୍ୱରେ
Read More...

ଯୁଧିଷ୍ଠିର ମିଶ୍ର ଆଇନ ମହାବିଦ୍ୟାଳୟରେ ରାଜ୍ୟସ୍ତରୀୟ ଆଲୋଚନାଚକ୍ର ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସ୍ଥାନୀୟ ଯୁଧିଷ୍ଠିର ମିଶ୍ର ଆଇନ ମହାବିଦ୍ୟାଳୟ ସମ୍ମିଳନୀ କକ୍ଷରେ ଏକ ରାଜ୍ୟସ୍ତରୀୟ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ମଧୁବାବୁ ଜୟନ୍ତୀ, ଲୟର ଡେ', ସ୍ୱାଭିମାନ ଦିବସ, ମଧୁସୂଦନ ଆଇନ ବିଶ୍ୱ ବିଦ୍ୟାଳୟର ଦ୍ୱିତୀୟ ପ୍ରତିଷ୍ଠା ଦିବସ ଉପଲକ୍ଷେ
Read More...

ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରଠାରେ ତ୍ରିଦିବସୀୟ ସାମୂହିକ ଆଚାର୍ଯ୍ୟ କାର୍ଯ୍ୟଶାଳା -୨୦୨୩ ଉଦ୍‌ଯାପିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରଠାରେ ତ୍ରିଦିବସୀୟ ସାମୂହିକ ଆଚାର୍ଯ୍ୟ କାର୍ଯ୍ୟଶାଳା -୨୦୨୩ ଉଦ୍‌ଯାପିତ ହୋଇଯାଇଛି । ମୁଖ୍ୟ ଅତିଥି ଦ୍ୱାଦଶ ପଧାନ ସଂକୁଳ ପ୍ରମୁଖ ଯୋଗଦେଇ ରାଷ୍ଟ୍ର ନିର୍ମାଣରେ ଆମର ଭୂମିକା ଭାରତୀୟ ସଂସ୍କୃତି ଓ ସମାଜର ମଙ୍ଗଳ
Read More...

ପିଡିଏସ୍‌ ଚାଉଳ ବଣ୍ଟନକୁ ନେଇ କାଉନସିଲର କାଉନସିଲରଙ୍କ ମଧ୍ୟରେ ତୁ ତୁ… ମେ ମେ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସହର ମଧ୍ୟରେ ପିଡିଏସ୍‌ ଚାଉଳ ବଣ୍ଟନକୁ ନେଇ ବଲାଙ୍ଗିର ପୌର ପରିଷଦର କାଉନସିଲର କାଉନସିଲରଙ୍କ ମଧ୍ୟରେ ତୁ ତୁ…ମେ ମେ ଅବସ୍ଥା ଦେଖିବାକୁ ମିଳିଛି । ୧୫ ନଂ ୱାର୍ଡର କାଉନସିଲର ମହେନ୍ଦ୍ର ବାଗ ତାଙ୍କ ୱାର୍ଡର ହିତାଧିକାରୀଙ୍କ ପାଇଁ ନିଜ ୱାର୍ଡରେ ପିଡିଏସ୍‌
Read More...

ବଲାଙ୍ଗିର ଜିଲ୍ଲା ବରିଷ୍ଠ ନାଗରିକ ମଞ୍ଚର ବୈଠକ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ବରିଷ୍ଠ ନାଗରିକ ମଞ୍ଚର ଏକ୍‌ଜ୍ୟୁକୁଟିଭ୍‌ ବଡି ମିଟିଙ୍ଗ ସିଦ୍ଧଶଙ୍କର ଆଇରନ ଷ୍ଟୋର ଶାନ୍ତିପଡାଠାରେ ଅନୁଷ୍ଠିତ ହୋଇଯାଇଛି । ସଭାପତି ପ୍ରଭାକର ମିଶ୍ର ସଭାପତିତ୍ୱ କରିଥିବା ବେଳେ ସାଧରଣ ସମ୍ପାଦକ ମନୋରଞ୍ଜନ ମିଶ୍ର ପୂର୍ବ ବୈଠକର ବିବରଣୀ
Read More...

ଛତ୍ରପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ସଂକୁଳସ୍ତରୀୟ ସାମୂହିକ ଆଚାର୍ଯ୍ୟ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ଚାଲିଥିବା ସଂକୁଳସ୍ତରୀୟ ସାମୂହିକ ପ୍ରଶିକ୍ଷଣ ଉଦ୍‌ଯାପିତ ହୋଇଯାଇଛି । ସଂକୁଳ ସଂଯୋଜକ ତଥା ଛତ୍ରପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ପ୍ରଧାନ ଆଚାର୍ଯ୍ୟ ରବୀନ୍ଦ୍ରନାଥ ଦାଶ ଅତିଥିମାନଙ୍କ
Read More...