Daily Archives

ନୀଳଗିରି ମହିଳା ଡିଗ୍ରୀ ମହାବିଦ୍ୟାଳୟରେ ନିଖିଳ ଭାରତ ଓଡ଼ିଆ ଅଧ୍ୟାପକ ସମ୍ମେଳନ ଓ ଜାତୀୟ ପାଠଚକ୍ର ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ନୀଳଗିରି ମହିଳା ଡିଗ୍ରୀ ମହାବିଦ୍ୟାଳୟରେ ନିଖିଳ ଭାରତ ଓଡ଼ିଆ ଅଧ୍ୟାପକ ସମ୍ମେଳନ ଓ ଜାତୀୟ ପାଠଚକ୍ର ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଉତ୍ସବରେ ଉଦ୍‌ଘାଟନୀ ସଭାରେ ଉଦ୍‌ଘାଟକ ଭାବରେ ବାଲେଶ୍ୱରର ସାଂସଦ ତଥା ପ୍ରାକ୍ତନ କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର
Read More...

ଜାଲ ନୋଟ୍‌ କାରବାର ଘଟଣାରେ ଟିଟିଲାଗଡ ପୋଲିସର ଚଢାଉ : ଚାରି ଜଣ ଗିରଫ ଓ କୋର୍ଟ ଚାଲାଣ

ଟିଟିଲାଗଡ, (ସଞ୍ଜୟ କୁମାର ନାୟକ) : ଟିଟିଲାଗଡ ଅଞ୍ଚଳରେ ଜାଲ ନୋଟ୍‌ କାରବାର ହେଉଥିବା ଖବର ପାଇ ବଲାଙ୍ଗିର ଏସ୍‌ପିଙ୍କ ନିର୍ଦ୍ଦେଶ କ୍ରମେ ଟିଟିଲାଗଡ ଏସ୍‌ଡିପିଓ ଶ୍ରୀମତୀ ଅଙ୍କିତା କୁମ୍ଭାର ଥାନାଧିକାରୀ ରଞ୍ଜନ କୁମାର ବରିହାଙ୍କୁ ଅବଗତ କରାଇବା ପରେ ଏକ ସ୍ଵତନ୍ତ୍ର ସ୍କ୍ୱାର୍ଡ ଗଠନ
Read More...

ଅସରାଏ ବର୍ଷାରେ ରାସ୍ତା ଉପରେ ଜମିଲା ପାଣି : ୱାର୍ଡ ନମ୍ବର ୧୪ର ଅବ୍ୟବସ୍ଥା ବୁଲି ଦେଖିଲେ ଟିଟିଲାଗଡ ପୌର ଅଧ୍ୟକ୍ଷା

ଟିଟିଲାଗଡ, (ସଞ୍ଜୟ କୁମାର ନାୟକ) : ଟିଟିଲାଗଡ ସହରରେ ବହୁ ଉନ୍ନତିମୂଳକ କାର୍ଯ୍ୟ କରାଯାଉଛି । ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ପାଇଁ ପ୍ରସ୍ତାବ ମଧ୍ୟ ପାସ ହୋଇଛି । ପରିତାପର ବିଷୟ ରବିବାର ରାତିରେ ଅସରାଏ ବର୍ଷା ଯୋଗୁଁ ସହରର ବିଭିନ୍ନ ୱାର୍ଡ ଏବଂ ମୁଖ୍ୟ ରାସ୍ତାମାନଙ୍କରେ ପାଣି ଜମା ହୋଇ
Read More...

ଉତ୍ତର ଓଡିଶା ରେଳ ସମନ୍ୱୟ ସମିତିର ବୈଠକ

ରାଉରକେଲା, (ସସ୍ମିତା ପ୍ରଧାନ) : ଉତ୍ତର ଓଡ଼ିଶା ରେଳ ସମନ୍ୱୟ ସମିତିର ଏକ ଜରୁରୀକାଳୀନ ବୈଠକ ସଭାପତି ଉପେନ୍ଦ୍ର କୁମାର ନାୟକଙ୍କ ଅଧ୍ୟକ୍ଷତାରେ ସେକ୍ଟର ୩ ଖଡ୍ଗ ଭବନଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଉତ୍ତର ଓଡିଶା ସହ ରେଳ ଯୋଗାଯୋଗ ନେଇ ରାଉରକେଲାର ବିଭିନ୍ନ ସାମାଜିକ,
Read More...

କପିଲାଭଟାରେ ଡିଜିଟାଲ ଟ୍ରାଞ୍ଜେକ୍ସନ ସଚେତନତା କାର୍ଯ୍ୟକ୍ରମ

ବଙ୍ଗୋମୁଣ୍ଡା, (ହୁଲେଶ୍ୱର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ କପିଲାଭଟା ରାଜୀବ ଗାନ୍ଧୀ ସେବାକେନ୍ଦ୍ର ପରିସରରେ ଆଜି ଡିଜିଟାଲ ଟ୍ରାଞ୍ଜେକ୍ସନ ଉପରେ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ଆୟୋଜିତ ଏହି ଶିବିରରେ ଓଡିଶା ଜୀବିକା ମିଶନ ବଙ୍ଗୋମୁଣ୍ଡା ବ୍ଲକ ସଂଯୋଜକ ସତ୍ୟପ୍ରିୟ
Read More...

ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ପକ୍ଷରୁ ଶ୍ରମିକ ଦିବସ ପାଳିତ

ବଲାଙ୍ଗିର, (ରାଜେଶ ଦଣ୍ଡସେନା) : ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖା ତରଫରୁ ଆଜି ସ୍ଥାନୀୟ ସଂଘ କାର୍ଯ୍ୟାଳୟଠାରେ ସଭାପତି ପବିତ୍ର ଖୁଣ୍ଟିଆଙ୍କ ସଭାପତିତ୍ୱରେ ବିଶ୍ୱ ଶ୍ରମିକ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଶିକ୍ଷାବିତ୍‌ ମନୋରଞ୍ଜନ ସାହୁ (ସାଧାରଣ ସମ୍ପାଦକ
Read More...

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ବିଭିନ୍ନ ୦୭ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ସୁବର୍ଣ୍ଣପୁରଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ସୂର୍ଯ୍ୟନାରାୟଣ ଦାଶ ଓ ଆରକ୍ଷୀ ଅଧିକ୍ଷକ
Read More...

ବ୍ଲକସ୍ତରୀୟ ମିଶନ ଶକ୍ତି ବଜାରର ଶୁଭ ଉଦ୍‌ଘାଟନ

ମହିଳା ସ୍ୱୟଂ ସହାୟକ ଗୋଷ୍ଠୀଙ୍କ ଦ୍ୱାରା ଉତ୍ପାଦିତ ଦ୍ରବ୍ୟର ବ୍ୟବସ୍ଥିତ ବଜାରୀକରଣ ମୂଳ ଲକ୍ଷ୍ୟ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକସ୍ତରୀୟ ମିଶନ ଶକ୍ତି ବଜାରର ଶୁଭ ଉଦ୍‌ଘାଟନ ହୋଇଯାଇଛି । ସୀତାରାମ ମହିଳା ସ୍ଵଂୟ ସହାୟକ ଗୋଷ୍ଠୀ ସାହାଜପିଟା,
Read More...

କେନ୍ଦୁପତ୍ର ଶ୍ରମିକଙ୍କ ପ୍ରତି ଅବିଚାର : କେନ୍ଦୁପତ୍ର କର୍ମଚାରୀ ସଂଘର ରାଜ୍ୟ ସରକାର ବିରୋଧରେ ଆନ୍ଦୋଳନ ଡାକରା, କଳା…

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପନିର୍ବାଚନ ସମୟରେ ଓଡିଶାର ମୁଖ୍ୟମନ୍ତ୍ରୀ ୧୨ ଲକ୍ଷ କେନ୍ଦୁପତ୍ର ତୋଳାଳୀ, ବନ୍ଧେଇ ଶ୍ରମିକ, ସିଜିନାଲ କର୍ମଚାରୀଙ୍କୁ ଅନେକ ପ୍ରତିଶୃତି ଦେଇଥିବା ସତ୍ୱେ ଆଜି ଯାଏଁ ଗୋଟିଏ ମଧ୍ୟ ପ୍ରତିଶୃତି ରାଜ୍ୟ ସରକାର ପୂରଣ କରି ନଥିବାରୁ ସାରା ରାଜ୍ୟରେ
Read More...

ଅନ୍ତର୍ଜାତୀୟ ଶ୍ରମିକ ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲାର ପଦ୍ମପୁର କୋର୍ଟ ପରିସରରେ ପଦ୍ମପୁର ତାଳୁକ ଆଇନ ସେବା ସମିତି ପ୍ରାଧିକରଣ ପକ୍ଷରୁ ଅନ୍ତର୍ଜାତୀୟ ଶ୍ରମିକ ଦିବସ ପାଳିତ ହୋଇଯାଇଛି । ଏହି ପରିପ୍ରେକ୍ଷୀରେ ଅତିରିକ୍ତ ଜିଲ୍ଲା ଦୌରାଜଜ ଅରବିନ୍ଦ ରଥ ଅଧ୍ୟକ୍ଷତା କରି ସଭା ପରିଚାଳନା କରିଥିଲେ
Read More...