ପଣ୍ଡିତ ରଘୁନାଥ ମୁର୍ମୁଙ୍କ ସମାଧି ପୀଠର ବିକାଶ ପାଇଁ ୧୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ଅଲଚିକି ଲିପିର ଉଦ୍ଭାବକ ଗୁରୁ ଗମକେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ସମାଧି ପୀଠର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୦ କୋଟି ଟଙ୍କା ମଂଜୁର କରିଛନ୍ତି ।
ସାନ୍ତାଳି ସମାଜ ଓ ସାନ୍ତାଳି ଭାଷା ଓ ସାହିତ୍ୟ ପ୍ରତି ଗୁରୁ ଗମକେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ଅବଦାନ!-->!-->!-->…
Read More...
Read More...