Daily Archives

ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର : ହତ୍ୟା ନା ଆତ୍ମହତ୍ୟା କାରଣ ଅସ୍ପଷ୍ଟ, ତଦନ୍ତ କରୁଛି ପୋଲିସ

ଖପ୍ରାଖୋଲ, (ଅଶୋକ ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ ଲାଠୋର ଥାନା ଅନ୍ତର୍ଗତ ଜାମଚୁଆଁ ଗ୍ରାମରେ ଗତରାତିରେ ଜଣେ ଯୁବକ ବେକରେ ରଶି ଦେଇ ଆତ୍ମହତ୍ୟା କରିଥିବା ଜଣାପଡିଛି । ସୂଚନା ଅନୁସାରେ ଜାମଚୁଆଁ ଗ୍ରାମର ମଳୟ ରଞ୍ଜନ ପଣ୍ଡା(୨୭) କୌଣସି କାରଣରୁ ବେକରେ ରଶି ଲଗାଇ ଆତ୍ମହତ୍ୟା
Read More...

ହରିଶଙ୍କର ନୃସିଂହ ଚତୁର୍ଦ୍ଦଶୀ ମହୋତ୍ସବ ଉଦ୍‌ଯାପିତ

ଖପ୍ରାଖୋଲ, (ଅଶୋକ ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକର ପ୍ରମୁଖ ପର୍ଯ୍ୟଟନ ସ୍ଥଳୀ ତଥା ତୀର୍ଥକ୍ଷେତ୍ର ହରିଶଙ୍କରଠାରେ ଆୟୋଜିତ ନୃସିଂହ ଚତୁର୍ଦ୍ଦଶୀ ବୈଶାଖ ମେଳା ତଥା ହରିଶଙ୍କର ମହୋତ୍ସବ ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି । ପ୍ରଥମ ଦିନରୁ ଅନୁଷ୍ଠିତ ବିଶ୍ଵଶାନ୍ତି ମହାଯଜ୍ଞ
Read More...

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ଅଗ୍ରଗତି ସମୀକ୍ଷା କଲେ 5T ସଚିବ

ପୁରୀ : ପୁରୀରେ 5T ସଚିବ ଭି. କେ ପାଣ୍ଡିଆନ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ଅଗ୍ରଗତି ସମୀକ୍ଷା କରିଥିବା ଜଣାପଡିଛି । ଏହା ସହିତ ସେ ଶ୍ରୀସେତୁ ଓ ମାର୍କେଟ କମ୍ପ୍ଲେକ୍ସ କାର୍ଯ୍ୟ ଅନୁଧ୍ୟାନ କରିବା ସହ ରଥଖଳା ମଧ୍ୟ ପରିଦର୍ଶନ କରିଥିଲେ ।
Read More...

କେନ୍ଦ୍ରାପଡ଼ା ସ୍ୱୟଂ ଶାସିତ ମହାବିଦ୍ୟାଳୟରେ ଖୋଲିଲା ଆଉ ୫ଟି ନୂଆ ପିଜି ପାଠ୍ୟକ୍ରମ

କେନ୍ଦ୍ରାପଡ଼ା : କେନ୍ଦ୍ରାପଡ଼ା ସ୍ୱୟଂ ଶାସିତ ମହାବିଦ୍ୟାଳୟରେ ଖୋଲିଲା ଆଉ ପାଞ୍ଚଟି ନୂଆ ପିଜି ପାଠ୍ୟକ୍ରମ । ରାଜ୍ୟ ଉଚ୍ଚ ଶିକ୍ଷା ବିଭାଗ ଏ ସଂକ୍ରାନ୍ତରେ ନିର୍ଦ୍ଦେଶନାମା ଜାରି କରିଛି । ୨୦୨୩-୨୪ ଶିକ୍ଷା ବର୍ଷରେ ଖୋଲିଥିବା ଏହି ନୂଆ ବିଷୟ ଗୁଡ଼ିକ ହେଉଛି ଉଦ୍ଭିଦ ବିଜ୍ଞାନ,
Read More...

ପାହାଡ ଧସିବା ଯୋଗୁଁ ବଦ୍ରିନାଥ ଜାତୀୟ ରାଜପଥ ଅବରୋଧ

ଉତ୍ତରପ୍ରଦେଶ : ପାହାଡ ଧସିବା ଯୋଗୁଁ ବଦ୍ରିନାଥ ଜାତୀୟ ରାଜପଥ ଅବରୋଧ ହୋଇଥିବା ଜଣାପଡିଛି । ସୂଚନା ଅନୁସାରେ ଉତ୍ତରପ୍ରଦେଶରେ ପାହାଡ ହଠାତ୍‌ ଧସିବା ଯୋଗୁଁ ଚାମୋଲି ଜିଲ୍ଲାର ହେଲଙ୍ଗ ଗ୍ରାମ ନିକଟରେ ବଦ୍ରିନାଥ ଜାତୀୟ ରାଜପଥ ଅବରୋଧ ହୋଇଛି ।
Read More...

ଭାଲୁ ଆକ୍ରମଣରେ କେନ୍ଦୁପତ୍ର ତୋଳାଳୀ ଗୁରୁତର

ନୂଆପଡ଼ା, (ନିରାକାର ମେହେର) : ନୂଆପଡ଼ା ରେଞ୍ଜ ଅଧୀନ ଟାନୱାଟ ଗାଁରେ ଭାଲୁ ଆକ୍ରମଣରେ ଜଣେ କେନ୍ଦୁପତ୍ର ତୋଳାଳୀ ଗୁରୁତର ଆହତ ହୋଇଥିବା ଜଣାପଡିଛି । ଆହତ କେନ୍ଦୁପତ୍ର ତୋଳାଳୀ ହେଲେ ଟାନୱାଟ ଗାଁର ରମେଶ ଶବର(୪୦) । ଏବେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇ ଚିକିତ୍ସିତ ହେଉଥିବା
Read More...

ଜଙ୍ଗଲରୁ ଯୁବକଙ୍କ ମୃତଦେହ ଉଦ୍ଧାର ଘଟଣା : କେସିଙ୍ଗା ଏସ୍‌ଡିପିଓ ଏବଂ ମ. ରାମପୁର ଆଇଆଇସିଙ୍କ ଦ୍ଵାରା ତଦନ୍ତ ଆରମ୍ଭ

କଳାହାଣ୍ଡି, (ପ୍ରଦୀପ କୁମାର ସାହୁ) : କଳାହାଣ୍ଡି ଜିଲ୍ଲାର ମଦନପୁର ରାମପୁର ବ୍ଲକ ଅନ୍ତର୍ଗତ ଗୋଛାଡେଙ୍ଗେନ୍ ଗ୍ରାମ ପଞ୍ଚାୟତ ଅଧୀନ ତେନ୍ତୁଳିକୁପା ଗ୍ରାମର ଜଣେ ବିବାହିତ ଯୁବକ ସୁଦାମ ଭୋଇ(୨୬)ଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଥିବା ଜଣାପଡିଛି । ଏହି ଘଟଣାକୁ ନେଇ ସ୍ଥାନୀୟ
Read More...

ସର୍ବଭାରତୀୟ ପ୍ରତିଯୋଗିତାରେ ଅଶ୍ୱନୀ-ଅବନୀଙ୍କ କାର୍ଟୁନ୍‌ ପୁରସ୍କୃତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଛତିଶଗଡ ସରକାରଙ୍କ ସଂସ୍କୃତି ବିଭାଗ, ଛତିଶଗଡ଼ ପର୍ଯ୍ୟଟନ ବୋର୍ଡ ଏବଂ ରାୟପୁର (ଛତିଶଗଡ଼)ରୁ ପ୍ରକାଶିତ ପ୍ରତିଷ୍ଠିତ ମାସିକ କାର୍ଟୁନ୍‌ ପତ୍ରିକା ‘କାର୍ଟୁନ୍‌ ୱାଚ୍‌’ର ମିଳିତ ଆନୁକୂଲ୍ୟରେ ଆୟୋଜିତ ଏକ ସର୍ବଭାରତୀୟ କାର୍ଟୁନ୍‌ ପ୍ରତିଯୋଗିତାରେ ଓଡ଼ିଶାର
Read More...

ଭାରସାମ୍ୟ ହରାଇ ବ୍ରିଜ ତଳକୁ ଖସିଲା କୀର୍ତ୍ତନମଣ୍ଡଳୀଙ୍କ ଗାଡ଼ି : ୨୦ରୁ ଅଧିକ ଆହତ

କାମାକ୍ଷାନଗର : କାମାକ୍ଷାନଗର ଥାନା ମହୁଲପାଳ ରେକୁଳା ସ୍ଥିତ ରାମିଆଳ ବ୍ରିଜ ନିକଟରେ ଭାରସାମ୍ୟ ହରାଇ ତଳକୁ କୀର୍ତ୍ତନମଣ୍ଡଳୀଙ୍କ ଟାଟା ଏସି ଗାଡ଼ି ତଳକୁ ଖସିପଡିଥିବା ଜଣାପଡିଛି । ଏହାଫଳରେ ଗାଡ଼ିରେ ଥିବା ୨୦ରୁ ଅଧିକ କୀର୍ତ୍ତନିଆ ଆହତ ହୋଇଛନ୍ତି । ଆହତମାନଙ୍କୁ ଅଗ୍ନିଶମ ବାହିନୀ ଉଦ୍ଧାର
Read More...

ବନ୍ୟପ୍ରାଣୀ ଆକ୍ରମଣରେ ମୃତାହତଙ୍କ ପାଇଁ ଅନୁକମ୍ପା ରାଶି ବୃଦ୍ଧି କରିଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ…

ବଲାଙ୍ଗିର, (କେପିଏନ୍‌ଏସ୍‌) : ବନ୍ୟପ୍ରାଣୀ ଆକ୍ରମଣରେ ମୃତ୍ୟୁ ଘଟିଲେ ୬ ଲକ୍ଷ ଟଙ୍କା ଦେବେ ରାଜ୍ୟ ସରକାର । ପୂର୍ବରୁ ଏହି ରାଶି ୪ ଲକ୍ଷ ଥିଲା । ଏବେ ଏହି ସହାୟତା ରାଶିକୁ ଆଉ ୨ ଲକ୍ଷ ବଢାଇ ଦେଇଛନ୍ତି । ଏହି ଅନୁକମ୍ପା ରାଶି ବୃଦ୍ଧି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
Read More...