Daily Archives

ଆଜିଠୁ ବଢିବ ଖରା, ବିଭିନ୍ନ ଜିଲ୍ଲାକୁ ହିଟ୍‌ ଓ୍ୱେଭ୍‌ ନେଇ ଆଲର୍ଟ

ଭୁବନେଶ୍ୱର : ଆଜିଠୁ ବଢ଼ିବ ଖରା । ଦିନର ତାପମାତ୍ରା ବୃଦ୍ଧି ପାଇବା ସହ ୧୫ ତାରିଖରୁ ରହିବ ହିଟ୍ ୱେଭ୍ ସ୍ଥିତି । ସୁନ୍ଦରଗଡ, ଝାରସୁଗୁଡ଼ା, ସମ୍ବଲପୁର ଓ ସୋନପୁରରେ ହିଟ୍ ୱେଭ୍ ନେଇ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ସେହିପରି ୧୬ ତାରିଖରେ ଆଭ୍ୟନ୍ତରୀଣ ୧୬ ଜିଲ୍ଲାକୁ ହିଟ୍
Read More...

ଆଜି ଠାରୁ ୧୭ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରରେ ହେବ ଜି-୨୦ ସଂସ୍କୃତି କାର୍ଯ୍ୟଗୋଷ୍ଠୀର ଦ୍ୱିତୀୟ ବୈଠକ

• ମେ' ୧୫ ତାରିଖରେ ‘ସଷ୍ଟେନ୍‌ : ଦ କ୍ରାଫ୍ଟ ଇଡିଅମ’ ଶୀର୍ଷକ ପ୍ରଦର୍ଶନୀକୁ ଉଦଘାଟନ କରିବେ କେନ୍ଦ୍ର ମନ୍ତ୍ରୀ ଜି. କିଷନ ରେଡ୍ଡୀ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ• ମଧ୍ୟପ୍ରଦେଶର ଖଜୁରୋହୋ ଠାରେ ଆୟୋଜିତ ପ୍ରଥମ ସଂସ୍କୃତି କାର୍ଯ୍ୟଗୋଷ୍ଠୀ ବୈଠକରେ ହୋଇଥିବା ବିଚାରବିମର୍ଶକୁ ଆଗକୁ
Read More...

ଭୁବନେଶ୍ୱରରେ ହେବାକୁ ଥିବା ଦ୍ୱିତୀୟ ସଂସ୍କୃତି କାର୍ଯ୍ୟଗୋଷ୍ଠୀ ବୈଠକରେ ‘ସଂସ୍କୃତି ସମସ୍ତଙ୍କୁ ଏକଜୁଟ କରିଥାଏ’…

• ପୁରୀ ବେଳାଭୂମିରେ ମେ' ୧୪ ତାରିଖରେ ‘ସଂସ୍କୃତି ସମସ୍ତଙ୍କୁ ଏକଜୁଟ୍‌ କରିଥାଏ’ ବିଷୟବସ୍ତକୁ ନେଇ ବାଲୁକା କଳା ତିଆରି କରିବେ ସୁଦର୍ଶନ ପଟ୍ଟନାୟକ ଭୁବନେଶ୍ୱର, (ପିଆଇବି) : ଭାରତର ଜି୨୦ ଅଧ୍ୟକ୍ଷତା ଅଧୀନରେ ସଂସ୍କୃତି କାର୍ଯ୍ୟଗୋଷ୍ଠୀ ପକ୍ଷରୁ ‘‘ସଂସ୍କୃତି ସମସ୍ତଙ୍କୁ ଏକଜୁଟ୍‌
Read More...

ସିନେମା ଓ ଧାରାବାହିକରେ ଛତ୍ରପୁରର ପୁଅ ତ୍ରିପତି ସାହୁ ଏବେ ଅଗ୍ରଗତିରେ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ନିକଟସ୍ଥ ବଡପୁଟି ଗ୍ରାମ ନିବାସୀ ସ୍ୱର୍ଗତ ଡମ୍ବରୁ ଧର ସାହୁ ଓ ଶକନ୍ତୁଳା ସାହୁଙ୍କ ଜ୍ୟେଷ୍ଠ ପୁତ୍ର ତ୍ରିପତି ସାହୁ ଓଲିଉଡ଼ରେ ପଛକୁ ପଛ ଅନେକ ସିନେମା ଓ ଧାରାବାହିକରେ ନିଜ ନିର୍ଦ୍ଦେଶନାର ଯାଦୁ ଦେଖାଇ ପରିଛନ୍ତି । 'ଦିଲ୍‌ରେ ଅଛି
Read More...

ଗୋପବନ୍ଧୁ ପାଠାଗାରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାର ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ଉତ୍କଳ ସ୍ନେହୀ ମହିଳା ସମିତି, ଗୋପବନ୍ଧୁ ପାଠାଗାର ଏବଂ ରାଉରକେଲା ଅବସରପ୍ରାପ୍ତ କର୍ମଚାରୀ ସଂଘର ମିଳିତ ଆନୁକୂଲ୍ୟରେ ଗୋପବନ୍ଧୁ ପାଠାଗାରର ସଭାଗୃହରେ ଏକ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ
Read More...