Daily Archives

ଟିଟିଲାଗଡ ହାଟପଦା କଲ୍ୟାଣ ମଣ୍ଡପ ନିର୍ମାଣ ପାଇଁ ଜବର ଦଖଲ ଉଚ୍ଛେଦ ଜାରି : ଲୋକଙ୍କ ମଧ୍ୟରେ ଅସନ୍ତୋଷ ଏବଂ ଲାଗି ରହିଛି…

ଟିଟିଲାଗଡ, (ସଞ୍ଜୟ କୁମାର ନାୟକ) : ଟିଟିଲାଗଡ ସହରରେ ବହୁ ଉନ୍ନୟନମୂଳକ କାର୍ଯ୍ୟ ପୌର ପରିଷଦ ପକ୍ଷରୁ କରାଯାଉଛି, ତନ୍ମଧ୍ୟରୁ ହାଟପଦାପଡ଼ା ଓଭର ବ୍ରିଜ ଉପରେ ଏକ ଅତ୍ୟାଧୁନିକ କଲ୍ୟାଣ ମଣ୍ଡପ ନିର୍ମାଣ ପାଇଁ ଚୂଡାନ୍ତ ହେବା ପରେ ଟେଣ୍ଡର ମଧ୍ୟ ବାହାରି ସାରିଛି । ତେଣୁ ଏହାକୁ ଦୃଷ୍ଟିରେ
Read More...

ହଳଦିଆ ତେଲି ବୈଶ୍ୟ ସାହୁ ସମାଜର ନୂତନ କର୍ମକର୍ତ୍ତା ଚୟନ

ମୁରିବାହାଲ, (ହୁଲେଶ୍ୱର ହଂସ) : ମୁରିବାହାଲ ଟଟୋପରା ଗ୍ରାମରେ ଉପେନ୍ଦ୍ର ସାହୁଙ୍କ ଆମ୍ବ ବଗିଚାରେ ଟଟୋପରା ଓ ପିଠାପରା ଚକ୍‌ ଶହେ ହଳଦିଆ ତେଲି ବୈଶ୍ୟ ସାହୁ ସମାଜର ନୂତନ କର୍ମକର୍ତ୍ତା ଚୟନ କରାଯାଇଛି । ପୂର୍ବତନ ସଭାପତି ଅର୍ଜୁନ ସାହୁଙ୍କ ସଭାପତିତ୍ୱରେ ଓ ଉପେନ୍ଦ୍ର ସାହୁଙ୍କ
Read More...

ଷାଠିଏ ଘର ଡୁମାଲ ସମାଜର ଜାଗୃତି ସଭା ଅନୁଷ୍ଠିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା ଅନ୍ତର୍ଗତ କେରମେଲି ଗ୍ରାମ ସ୍ଥିତ ମା' ମାହେଶ୍ୱରୀଙ୍କ ଡାଲତଳ ପ୍ରାଙ୍ଗଣରେ ଟିକେଶ୍ୱର କର୍ମୀଙ୍କ ସଭାପତିତ୍ୱରେ ଷାଠିଏ ଘର ଡୁମାଲ ସମାଜର ଜାଗୃତି ସଭା ତୀର୍ଥ ପଧାନଙ୍କ ମଂଚ ପରିଚାଳନା ସହ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ସମଗ୍ର
Read More...

ନୂଆପଡ଼ାରେ ବୁଲୁଛନ୍ତି ମା’ ଓ ଛୁଆ ବାଘ

ନୂଆପଡ଼ା, (ନିରାକାର ମେହେର) : ନୂଆପଡ଼ା ଜିଲ୍ଲା ସୁନାବେଡା ଅଭୟାରଣ୍ୟ ଜାମଗାଁ ସ୍ଥିତ ସିଆର୍‌ପିଏଫ୍ କ୍ୟାମ୍ପ ନିକଟରେ ବୁଲୁଛନ୍ତି ମା' ଓ ଛୁଆ ବାଘ । ବାଘୁଣୀ ତାର ଛୁଆ ସହ ବୁଲୁଥିବା ଲୋକେ ଦେଖିଥିବା କହିଛନ୍ତି । ଏମିତିକି ମୋବାଇଲ କ୍ୟାମେରାରେ ବାଘ ସହ ଛୁଆର ଫଟୋକୁ କଏଦ କରିଛନ୍ତି ।
Read More...

ପୁଣି ଲାଗିଲା ମାଓ ପୋଷ୍ଟର ଓ ବ୍ୟାନର : ୧୫ ତାରିଖରେ ୭ ଜିଲ୍ଲାକୁ ବନ୍ଦ ଡାକରା ଦେଇଛି ମାଓ ସଙ୍ଗଠନ

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲାରେ ପୁଣି ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେଲା ଲାଲ୍ ବାହିନୀ । ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ୫୯ ନମ୍ବର ଜାତୀୟ ରାଜପଥର ଏକାଧିକ ସ୍ଥାନରେ ଲାଲ୍ ବ୍ୟାନର ଓ ପୋଷ୍ଟର ମାଓ ସଂଗଠନ ପକ୍ଷରୁ ଜାରି କରାଯାଇଥିବା ବେଳେ କୋଟଗଡ଼
Read More...

ପ୍ରାକ୍ତନ ବ୍ଲକ ଉପାଧ୍ୟକ୍ଷ ଅଜୟଙ୍କ ଏକାଦଶାହ କାର୍ଯ୍ୟକ୍ରମ ଓ ସ୍ମୃତିଚାରଣ ସଭା ଅନୁଷ୍ଠିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ଜଗଦଳପୁର ଗ୍ରାମର ଦିବଙ୍ଗତ ପୂର୍ବତନ ବ୍ଲକ ଉପାଧ୍ୟକ୍ଷ ତଥା ସମିତି ସଭ୍ୟ ଅଜୟ ରାଉତରାୟଙ୍କ ଏକାଦଶାହ କାର୍ଯ୍ୟକ୍ରମ ଓ ସ୍ମୃତିଚାରଣ ସଭା ତାଙ୍କ ଗ୍ରାମ ସନ୍ନିକଟ ତଳ ବିଶ୍ୱନାଥ ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ
Read More...

ଭକ୍ତ ଦାସିଆ ପୀଠରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ପବିତ୍ର ସ୍ନାନ ପର୍ବର ପ୍ରସ୍ତୁତି ବୈଠକ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଭକ୍ତ ଶିରୋମଣୀ ଦାସିଆଙ୍କ ଜନ୍ମ ଓ ସାଧନା ପୀଠ ପୁରୀ ଜିଲ୍ଲାର ପିପିଲି ବ୍ଲକ ଅର୍ନ୍ତଗତ ବାଲିଗାଁଠାରେ ଭକ୍ତ ଦାସିଆ ଆଂଚଳିକ କମିଟିର ସଦସ୍ୟମାନଙ୍କୁ ନେଇ ଅନୁଷ୍ଠାନର ବରିଷ୍ଠ ଟ୍ରଷ୍ଟି ଅର୍ଜ୍ଜୁନ ଚରଣ ସାମଲଙ୍କ ଅଧ୍ୟକ୍ଷତାରେ ଏକ ଆଲୋଚନାଚକ୍ର
Read More...

ଅଜଣା ଗାଡ଼ି ଧକ୍କାରେ ଯୁବକ ମୃତ

ମ.ରାମପୁର, (ହେମନ୍ତ ସାହୁ) : କଳାହାଣ୍ଡି ଜିଲ୍ଲା ମ.ରାମପୁର ଥାନା ଅନ୍ତର୍ଗତ ଗୌଡ କର୍ଲାଖୁଣ୍ଟାଠାରେ ଗତ ରାତି ପ୍ରାୟ ୯ ଘଣ୍ଟା ସମୟରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ଜଣାବଡିଛି । ସୂଚନା ମତେ ମ.ରାମପୁର ପଞ୍ଚାୟତର ଜକାବାହାଲି ଗ୍ରାମର ରମେଶ ମାଝୀ(୨୬) ନିଜ
Read More...

ସୁରଭି ଶୌଧର କର୍ମଶାଳା ଉଦ୍‌ଯାପିତ

କଣ୍ଟାବାଞ୍ଜି, (କୈଳାଶ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା ବେଲପଡା ବ୍ଲକ ଅନ୍ତର୍ଗତ ବିଛୁବାହାଲି ସ୍ଥିତ ସୁରଭି ଶୌଧ ଓ ବିକାଶ କେନ୍ଦ୍ର ଆନୁକୂଲ୍ୟରେ ୧୩ ଓ ୧୪ ତାରିଖ ଦୁଇ ଦିବସୀୟ କର୍ମଶାଳା ଉଦ୍‌ଯାପିତ ହୋଇଯାଇଛି । କର୍ମଶାଳାରେ ୩୫ ଗୋଟି ଗ୍ରାମର ୫୨ ଜଣ ଚାଷୀ ଯୋଗ ଦେଇଥିଲେ । ସୁରଭି
Read More...

ମିନାକ୍ଷୀ ଧର ଫାଉଣ୍ଡେସନ ପକ୍ଷରୁ ସାଧାରଣ ଜ୍ଞାନ ପ୍ରତିଯୋଗିତା ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ମିନାକ୍ଷୀ ଧର ଫାଉଣ୍ଡେସନ ପକ୍ଷରୁ ଆନ୍ତଃସ୍କୁଲ ସାଧାରଣ ଜ୍ଞାନ ପ୍ରତିଯୋଗିତା ସ୍ଥାନୀୟ ସେକ୍ଟର ୧୪ ସ୍ଥିତ ଡିପିଏସ୍‌ ସ୍କୁଲ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ସହରର ବିଭିନ୍ନ ସ୍କୁଲର ଶତାଧିକ ଛାତ୍ରଛାତ୍ରୀ ଭାଗ ନେଇ ନିଜ ଅନ୍ତର୍ନିହିତ ପ୍ରତିଭାର
Read More...