Daily Archives

ରେଳ ଉପଭୋକ୍ତା ସଂଘ ତରଫରୁ ଆନ୍ଦୋଳନ ଡାକରା : ସମର୍ଥନ କଲେ ସାଂସଦ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ଟାଉନ ଉଚ୍ଚ ବାଳିକା ବିଦ୍ୟାଳୟଠାରେ ରେଳ ଉପଭୋକ୍ତା ସଂଘର ଏକ ସାଧାରଣ ବୈଠକ ପ୍ରଫେସର ତରୁଣ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ପ୍ରାରମ୍ଭିକ ପୂଜାର୍ପଣ ମନ୍ତ୍ର ଧ୍ୱନୀ ପରେ ଉପସଭାପତି ଅଶୋକ ମିଶ୍ର ସ୍ୱାଗତ ଭାଷଣ ଦେଇଥିଲେ ।
Read More...

ଅବକାରୀ ବିଭାଗ ଦ୍ୱାରା ୨୦ ଲିଟର ଦେଶୀ ରନ୍ଧା ମଦ ଜବତ, ଜଣେ କୋର୍ଟ ଚାଲାଣ

କଂଟାବାଂଜି, (ଗୁରୁଦୟାଲ ହଂସ) : ବଲାଙ୍ଗିର ଜିଲ୍ଲା କଂଟାବାଂଜି ଅବକାରୀ ଥାନା ଦ୍ୱାରା ସୋମବାର ଦିନ ପେଟ୍ରୋଲିଂ ବେଳେ କଂଟାବାଂଜି ଥାନା କୁକୁଡାହାଡ ଗ୍ରାମରେ ବେଆଇନ ଭାବେ ବିକ୍ରି କରୁଥିବା ଜଣେ ବ୍ୟକ୍ତିଙ୍କ ଠାରୁ ୨୦ ଲିଟର ରନ୍ଧା ଦେଶୀ ମଦ ଜବତ କରାଯାଇଛି । ବେଆଇନ ମଦ ବିକ୍ରି କରୁଥିବା
Read More...

ମୁରସିଂଠାରେ ବହୁମୁଖୀ ସଭାଗୃହର ଉଦ୍‌ଘାଟନ କଲେ ବଲାଙ୍ଗିର ବିଧାୟକ ନରସିଂହ

ବିଜେଡି ନେତାଙ୍କ ନାରୀ ନିର୍ଯ୍ୟାତନା ଉପରେ ଆଇନ ବାଟବଣା ହେଉଥିବା ନେଇ ମୁଖ୍ୟମନ୍ତ୍ରୀଙ୍କୁ କଲେ କଟାକ୍ଷ ବଲାଙ୍ଗିର, (ଦେବାଶିଷ ମିଶ୍ର) : ଦେଓଗାଁ ବ୍ଲକ ସ୍ଥିତ ମୁରସିଂଠାରେ ଏକ କମ୍ୟୁନିଟି ସେଣ୍ଟର ଏବଂ ବହୁମୁଖୀ ସଭାଗୃହର ଶୁଭ ଉଦ୍‌ଘାଟନ ଉତ୍ସବ ବଲାଙ୍ଗିର ବିଧାୟକ ନରସିଂହ ମିଶ୍ରଙ୍କ
Read More...

ଓଡ଼ିଶା ଲଳିତ କଳା ଏକାଡେମୀ ଦ୍ଵାରା ସୋନପୁରଠାରେ ପାରମ୍ପରିକ ଟେରାକୋଟା ଶିବିର ଉଦ୍‌ଘାଟିତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଓଡ଼ିଶା ଲଳିତ କଳା ଏକାଡେମୀ, ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଦ୍ଵାରା ସୋନପୁର ସହରର କୁମ୍ଭାରପଡାଠାରେ ପାରମ୍ପରିକ ଟେରାକୋଟା ଶିବିର ଉଦ୍‌ଘାଟିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବେ ସୁବର୍ଣ୍ଣପୁର ଜିଲ୍ଲାପାଳ ସୂର୍ଯ୍ୟନାରାୟଣ ଦାଶ
Read More...

‘ସଚେତନ ହେମା’ ଅନୁଷ୍ଠାନକୁ ସଂସ୍କୃତି ଅଧିକାରୀଙ୍କ ପରିଦର୍ଶନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଢୋଲବନ୍ଧ ଗ୍ରାମରେ ଥିବା ସଚେତନ ହେମା ଅନୁଷ୍ଠାନ ଦ୍ୱାରା ଆୟୋଜିତ ଓ ସଂଗୀତ ନାଟକ ଏକାଡେମୀ, ନୂଆଦିଲ୍ଲୀ ସହଯୋଗରେ ଚାଲିଥିବା ସାତ ଦିବସୀୟ ଶିଶୁ ନାଟ୍ୟ କର୍ମଶାଳାର ତୃତୀୟ ଦିନରେ ବରଗଡ଼ ଜିଲ୍ଲା ସଂସ୍କୃତି ଅଧିକାରୀ ସାସ୍ତ୍ରାଶ ପଣ୍ଡା
Read More...

ଗ୍ରୀଷ୍ମକାଳୀନ ଫୁଟବଲ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ରାଜ୍ୟ କ୍ରୀଡ଼ା ବିଭାଗ ତଥା କ୍ରୀଡ଼ା ଛାତ୍ରାବାସ ବଲାଙ୍ଗିର ଆନୁକୂଲ୍ୟରେ ମେ' ମାସ ୧ ତାରିଖରୁ ଚାଲିଥିବା ଅଣଆବାସିକ ଗ୍ରୀଷ୍ମକାଳୀନ ଫୁଟବଲ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ ହୋଇଯାଇଛି । ଉଦ୍‌ଯାପନୀ ଉତ୍ସବରେ ସହକାରୀ ଜିଲ୍ଲାପାଳ ସୋମକେଶ ନାୟକ ଏବଂ ସହକାରୀ
Read More...

ପୋତା ଯାଇଥିବା ନବଜାତ ଶିଶୁ ପୁତ୍ର ଉଦ୍ଧାର

ନୂଆପଡ଼ା, (ନିରାକାର ମେହେର) : ଆଜି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ନୂଆପଡା ଜିଲ୍ଲା ଖଡ଼ିଆଳ ସହର ସପ୍ତାହିକ ବଜାର ପଡାଠାରେ । ମାଟିରେ ପୋତାଯାଇଥିବା ଏକ ନବଜାତ ଶିଶୁପୁତ୍ରକୁ ଉଦ୍ଧାର କରାଯାଇଛି । ନବଜାତ ଶିଶୁ ପୁତ୍ରକୁ କୃଷି ଫାର୍ମ ନିକଟରେ ଲାଲ କନାରେ ଘୋଡ଼ାଇ ମୁଣ୍ଡକୁ ଛାଡି
Read More...

ଦିନିକିଆ ଗ୍ରସ୍ତରେ ରାଜ୍ୟ ସ୍ୱାସ୍ଥ୍ୟ ସଚିବ

ନୂଆପଡ଼ା, (ନିରାକାର ମେହେର) : ନୂଆପଡ଼ା ଜିଲ୍ଲାକୁ ଦିନିକିଆ ଗସ୍ତରେ ରାଜ୍ୟ ସ୍ୱାସ୍ଥ୍ୟ ସଚିବ ଶାଳିନୀ ପଣ୍ଡିତ । ଖଡ଼ିଆଳ ଏଭାଞ୍ଜେଲିକାଲ ମିଶନ ହସ୍ପିଟାଲ ପରିଦର୍ଶନ କରିବା ସହ ଏହି ବେସରକାରୀ ହସ୍ପିଟାଲରେ ରାଜ୍ୟ ସରକାରଙ୍କ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା କାର୍ଯ୍ୟକାରୀ ହେଉଥିବାରୁ ସେ
Read More...

ଚାଷୀଙ୍କୁ ପାରମ୍ପରିକ ବିହନ ପ୍ରଦାନ କରାଯାଉ : ଲୋକ ଉନ୍ନତି ସଂଗଠନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାର ବିଭିନ୍ନ ବ୍ଲକରେ ଥିବା ଚାଷୀମାନଙ୍କୁ ପାରମ୍ପରିକ ବିହନ ପ୍ରଦାନ, ସମସ୍ତ କିଟ୍‌ରେ ବିହନ ପରିମାଣ ବୃଦ୍ଧି କରାଯାଉ, ସରକାରଙ୍କ ବିଭିନ୍ନ ଯୋଜନା ଯେପରି ଲୋକଙ୍କ ପାଖରେ ପହଞ୍ଚି ପାରିବ ଏ ନେଇ ସରକାର ପଦକ୍ଷେପ ଗ୍ରହଣ କରିବା ଆଦି ଦାବୀକୁ
Read More...

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ବିଭିନ୍ନ ୩୪ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଡୁଙ୍ଗୁରିପାଲି ପଞ୍ଚାୟତ ସମିତି କାର୍ଯ୍ୟାଳୟ ରାଜୀବ ଗାନ୍ଧୀ ସେବାକେନ୍ଦ୍ର ସଭାଗୃହଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ସୁବର୍ଣ୍ଣପୁର
Read More...