Daily Archives

୨୭ ତାରିଖରୁ ଛତ୍ରପୁରର ଐତିହାସିକ ରାଜାଘର ଶ୍ରୀ ଶ୍ରୀ ଜଗନ୍ନାଥ ମନ୍ଦିରର ନୂତନ ବିଗ୍ରହ ପ୍ରତିଷ୍ଠା ଉତ୍ସବ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଚଳିତ ମଇ ମାସ ୨୭ ତାରିଖରୁ ଛତ୍ରପୁରର ଐତିହାସିକ ରାଜାଘର ଶ୍ରୀ ଶ୍ରୀ ଜଗନ୍ନାଥ ମନ୍ଦିରର ପାର୍ଶ୍ଵ ଦେବାଦେବୀଙ୍କ ନୂତନ ବିଗ୍ରହ ମାର୍ବଲ ମୂର୍ତ୍ତି ସ୍ଥାପନା ଓ ପ୍ରତିଷ୍ଠା ଉତ୍ସବ ଯଥା ରୀତିନୀତି ଅନୁଯାୟୀ ଯଜ୍ଞାନୁଷ୍ଠାନ ସାମାରୋହ ଆରମ୍ଭ ହେବ ।
Read More...

ଶ୍ରୀ ଶ୍ରୀ ସ୍ଵପ୍ନେଶ୍ଵର ମହାଦେବ ବାବା ଓ ମାତା ପାର୍ବତୀଙ୍କ ବିବାହ ଉତ୍ସବ ସମ୍ପନ୍ନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଜ୍ୟେଷ୍ଠ ଶୁକ୍ଳ ପଞ୍ଚମୀ ହିନ୍ଦୁ ମାନ୍ୟତା ଅନୁଯାୟୀ ଦେବ ଦେବ ମହାଦେବ ଏବଂ ଶକ୍ତି ସ୍ଵରୂପିଣୀ ମା' ଜଗତ ଜନନୀ ପାର୍ବତୀଙ୍କର ପବିତ୍ର ବିବାହ ତିଥି ଅନୁଯାୟୀ ପାଳନ କରାଯାଇଥାଏ । ଗ୍ରୀଷ୍ମର ପ୍ରଚଣ୍ଡ ରୌଦ୍ରତାପରୁ ଏହି ତିଥିରୁ ପ୍ରକୃତି ଶୀତଳତାକୁ
Read More...

ମାଗଣା କିଡ଼୍‌ନୀ ଓ ମଧୁମେୟ ରୋଗ ପରୀକ୍ଷା ଶିବିର

ବରଗଡ, (ନିରୋଜ କୁମାର ପାଣୀ) : ରାଜ ପୋଲିକ୍ଲିନିକ ଏଣ୍ଡ ଡାଇଗ୍ନୋଷ୍ଟିକ ସେଣ୍ଟର ଏବଂ ନଦୀପଡା ଡାଙ୍ଗ୍‌ର ମିଳିତ ଆନୁକୂଲ୍ୟରେ ମାଗଣା କିଡ଼୍‌ନୀ ଓ ମଧୁମେୟ ରୋଗ ପରୀକ୍ଷା ଶିବିର ବରଡୋଲ ପଞ୍ଚାୟତର ଡାଙ୍ଗ ନଦୀପଡାଠାରେ ଅନୁଷ୍ଠିତ ହୋଇଯାଇଛି । ଶିବିରରେ ମୁଖ୍ୟଅତିଥି ଭାବେ ରାଜ ପୋଲିକ୍ଲିନିକର
Read More...

ଗ୍ରାଫାଇଟ ଇଣ୍ଡିଆ ଲିମିଟେଡ କମ୍ପାନୀର ଫିନିସିଂ ଏଚ୍‌ଓଡି ଯୁକ୍ତେଶ୍ୱର୍ ମହାପାତ୍ରଙ୍କୁ ଆକ୍ରମଣ ଅଭିଯୋଗ : କାରଣ…

ଟିଟିଲାଗଡ, (ସଞ୍ଜୟ କୁମାର ନାୟକ) : ଟିଟିଲାଗଡ ନିକଟସ୍ଥ ତୁର୍ଲା ଗ୍ରାମରେ ଅବସ୍ଥିତ ଥିବା ଗ୍ରାଫାଇଟ ଇଣ୍ଡିଆ ଲିମିଟେଡ କମ୍ପାନୀର ଫିନିସିଂ ଏଚ୍‌ଓଡି ଯୁକ୍ତେଶ୍ଵର ମହାପାତ୍ରଙ୍କୁ ତିନି ଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ନେଇ ଅଭିଯୋଗ ହୋଇଛି । ତେବେ କେଉଁ କାରଣରୁ ଆକ୍ରମଣ କରାଯାଇଛି ତାହା
Read More...

ଜୁନିୟର ରେଡକ୍ରସ ତରଫରୁ ଜଳଛତ୍ର ଓ ଅଂଶୁଘାତ ସଚେତନତା କାର୍ଯ୍ୟକ୍ରମ ଉଦ୍‌ଯାପିତ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଜୁନିଅର ରେଡକ୍ରସର ଆହ୍ୱାନ କ୍ରମେ ଡୁଙ୍ଗୁରିପାଲି ବ୍ଲକର ଜୁନିୟର ରେଡକ୍ରସ ୟୁନିଟ ତରଫରୁ ସ୍ଥାନୀୟ ଆରଏମସି ସାପ୍ତାହିକ ବଜାର ପରିସରରେ ଜଳଛତ୍ର ତଥା ଅଂଶୁଘାତ ସଚେତନତା କାର୍ଯ୍ୟକ୍ରମ ଉଦ୍‌ଯାପିତ ହୋଇଯାଇଛି । ଜନସାଧାରଣଙ୍କୁ
Read More...

ଯୋବ୍ରା ବ୍ୟାରେଜ୍‌ରୁ ଯୁବକଙ୍କ ମୃତଦେହ ଠାବ

କଟକ : କଟକ ଯୋବ୍ରା ବ୍ୟାରେଜ୍‌ର ୧୭ ନମ୍ବର ଗେଟ୍‌ରୁ ଯୁବକଙ୍କ ମୃତଦେହ ଠାବ ହୋଇଥିବା ଜଣାପଡିଛି । ସୂଚନା ଅନୁଯାୟୀ, ଗୁରୁବାର ସକାଳ ସମୟରେ ଏକ ମୃତଦେହ ଭାସୁଥିବା ବେଳେ ଯାହାକୁ ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ । ଏହାପରେ ଘଟଣାସ୍ଥଳରେ ପୋଲିସ ଓ ଅଗ୍ନିଶମ ବାହିନୀ
Read More...

ବଜ୍ରକାପ୍ତା କାତି ସହ ୪ ଦେଶୀ ବନ୍ଧୁକ ଜବତ, ଦୁଇ ଶିକାରୀ ଗିରଫ

ଉଦଳା : କପ୍ତିପଦା ରେଞ୍ଜ ବନ ବିଭାଗ ପକ୍ଷରୁ ଚଢ଼ାଉ କରି ବଜ୍ରକାପ୍ତା କାତି ଏବଂ ୪ଟି ଗୁଳି ଭର୍ତ୍ତି ଦେଶୀ ବନ୍ଧୁକ ଜବତ କରିବା ସହ ୨ ଜଣ ଶିକାରୀଙ୍କୁ ଗିରଫ କରିଥିବା ଜଣାପଡିଛି । ସୂଚନା ଅନୁସାରେ ବନ ବିଭାଗ ଗୁରୁବାର କପ୍ତିପଦା ରେଞ୍ଜ ବଡ଼ଖମଣ ଅଞ୍ଚଳରେ ଚଢ଼ାଉ କରିଥିବା ବେଳେ ୨ ଜଣଙ୍କ
Read More...

ଅଣ୍ଡାରୁ ଛୁଆ ଫୁଟାଇଲା ଘଡ଼ିଆଳ କୁମ୍ଭୀର

ଅନୁଗୁଳ : ସାତକୋଶିଆରେ ଆଜି ଅଣ୍ଡାରୁ ଫୁଟି ବାହାରିଲେ ଘଡ଼ିଆଳ କୁମ୍ଭୀର । ମା’ କୁମ୍ଭୀର ସହ ଛୁଆ ଗୁଡିକ ଖେଳୁଥିବାର ଫଟୋ ବନ ବିଭାଗର କ୍ୟାମେରାରେ କଏଦ ହୋଇଛି । ସାତକୋଶିଆ ଗଣ୍ଡର ବଳଦମରା ନିକଟରେ ୩୦ରୁ ୩୫ ଘଡ଼ିଆଳ କୁମ୍ଭୀର ଛୁଆ ବାହାରିଥିବା ସାତକୋଶିଆ ଡିଏଫଓ ସରୋଜ କୁମାର ପଣ୍ଡା ସୂଚନା
Read More...

ଆମ୍ବ ଗୋଟାଇବାକୁ ଯିବା ବେଳେ ଆକ୍ରମଣ କଲା ହାତୀ : ୧ ମୃତ

ତେଲକୋଇ : କେନ୍ଦୁଝର ବନଖଣ୍ଡ ତେଲକୋଇ ବନାଞ୍ଚଳ ବିମଳା ଫରେଷ୍ଟ ସେକ୍ସନ ବନବିହାରିପୁର ଗାଁରେ ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ମୃତ ମହିଳା ଜଣଙ୍କ ହେଲେ ଦ୍ୱିତୀକୃଷ୍ଣ ନାୟକଙ୍କ ସ୍ତ୍ରୀ ଦ୍ରୋପଦୀ ନାୟକ(୬୦) । ସେ ଆକୁଳ ପଞ୍ଚାୟତର ୧୦ନଂ ୱାର୍ଡର ୱାର୍ଡ ମେମ୍ବର ମଧ୍ୟ
Read More...

ଦନ୍ତା ଆକ୍ରମଣରେ ବୃଦ୍ଧ ଗୁରୁତର

ଆନନ୍ଦପୁର : ଶୌଚ ହେବାକୁ ଯାଇଥିବା ବେଳେ ଦନ୍ତା ଆକ୍ରମଣରେ ବୃଦ୍ଧ ଗୁରୁତର ହୋଇଥିବା ଜଣାପଡିଛି । ଆନନ୍ଦପୁରର କୋଡାପଡା ଗୋଳାବନ୍ଧର ଗ୍ରାମରେ ଗୁରୁବାର ସକାଳେ ଏହି ଘଟଣା ଘଟିଛି । ସୂଚନା ଅନୁଯାୟୀ, ଜୈରାମ ନାଇକ (୭୪) ଶୌଚ ହେବାକୁ ଗୁରୁବାର ସକାଳୁ ବାହାରକୁ ଆସିଥିବା ବେଳେ ଦାନ୍ତା
Read More...