Daily Archives

ଡଙ୍ଗା ବୁଡ଼ି ଜଣେ ନିଖୋଜ

ଚିତ୍ରକୋଣ୍ଡା : ବାଲିମେଳା ଜଳ ଭଣ୍ଡାରକୁ ମାଛ ଧରିବାକୁ ଯାଇ ଡଙ୍ଗା ବୁଡ଼ି ଜଣେ ନିଖୋଜ ହୋଇଥିବା ଜଣାପଡିଛି । ସୂଚନା ଅନୁଯାୟୀ, ନାକାମାମୁଡି ପଞ୍ଚାୟତ ଅନ୍ତର୍ଗତ ଡାଇକ - ୩ ଗ୍ରାମର ୩ ଜଣ ମାଛ ଧରିବାକୁ ବାଲିମେଳା ଜଳ ଭଣ୍ଡାରକୁ ଯାଇଥିଲେ । ମଝି ନଦୀରେ ପବନ ଓ ବର୍ଷା ପ୍ରବଳ ବେଗରେ ହେବା
Read More...

ଶ୍ରୀମନ୍ଦିରରେ ଶୀତଳ ଷଷ୍ଠୀ, ପାଳନ ହେଉଛି ସ୍ୱତନ୍ତ୍ର ରୀତିନୀତି

ପୁରୀ : ଆଜି ଶ୍ରୀମନ୍ଦିରରେ ପାଳିତ ହେଉଛି ପବିତ୍ର ଶୀତଳଷଷ୍ଠୀ । ବୁଧବାର ଜ୍ୟେଷ୍ଟ ଶୁକ୍ଲ ପଞ୍ଚମୀ ତିଥିରେ ଶ୍ରୀ କ୍ଷେତ୍ରରେ ଥିବା ପଞ୍ଚ ମହାଦେବଙ୍କ ଯଥାବିଧି ଶିବ ବିବାହ ସମ୍ପର୍ଣ୍ଣ ହୋଇଥିଲା । ଏଥିପାଇଁ ଉତ୍ସବ ମୁଖର ହୋଇ ଉଠିଥିଲା ଶ୍ରୀ ଜମ୍ବେଶ୍ଵର, ଶ୍ରୀ ଲୋକନାଥ,
Read More...

ନୂତନ ଓଏଏସ୍‌ ଅଧିକାରୀମାନଙ୍କୁ ନିର୍ବାଚିତ ସଂପର୍କିତ ତାଲିମ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ଏବଂ ଗୋପବନ୍ଧୁ ଏକାଡେମୀ ଅଫ୍‌ ଆଡ୍‌ମିନିଷ୍ଟ୍ରେସନ୍‌ର ମିଳିତ ଆନୁକୂଲ୍ୟରେ ୨୦୧୯ ବ୍ୟାଚ୍‌ର ନୂତନ ଭାବେ ନିଯୁକ୍ତି ପାଇ ଏକାଡେମୀରେ ତାଲିମ ନେଉଥିବା ୩୧ ଜଣ ଓଏଏସ୍‌ ଅଧିକାରୀମାନଙ୍କୁ ନିର୍ବାଚନ ସଂପର୍କିତ
Read More...

ନିମ୍ନମାନର ଚେକ୍‌ ଡ୍ୟାମ କାମକୁ ପ୍ରତିବାଦରୁ ବଦଳାଇ ଦେଲେ ପ୍ରକଳ୍ପ : ସାଧାରଣରେ ଅସନ୍ତୋଷ

ବଲାଙ୍ଗିର/ତରଭା, (କେପିଏନ୍‌ଏସ୍‌) : ଜଙ୍ଗଲ ବିଭାଗ କରୁଥିବା ଏକ ନିମ୍ନମାନର ଚେକ୍‌ ଡ୍ୟାମ କାମକୁ ସ୍ଥାନୀୟ ଲୋକେ ପ୍ରତିବାଦ କରିବାକୁ କାମ ବନ୍ଦ କରିଦେଇ ପ୍ରକଳ୍ପକୁ ଅନ୍ୟତ୍ର ନେଇଯାଇଥିବା ଜଣାପଡିଛି । ଘଟଣାଟି ଘଟିଛି ରାଜପାଲି ବାରପାହାଡ ଖୋଲରେ ଜଙ୍ଗଲ ବିଭାଗ କରୁଥିବା ଚେକ୍‌ ଡ୍ୟାମ
Read More...

ପ୍ରସିଦ୍ଧ ଟେଲିଭିଜନ ତାରକା ନିତେଶ ପାଣ୍ଡେଙ୍କ ଦେହାନ୍ତ

ମୁମ୍ବାଇ : ପ୍ରସିଦ୍ଧ ଟେଲିଭିଜନ ତାରକା ନିତେଶ ପାଣ୍ଡେଙ୍କ ଦେହାନ୍ତ ହୋଇଯାଇଥିବା ଜଣାପଡିଛି । ହୃଦଘାତ କାରଣରୁ ୫୧ ବର୍ଷ ବୟସରେ ତାଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ସୂଚନାଯୋଗ୍ୟ ଯେ, ୯୦ ଦଶକରେ ମଞ୍ଚରେ ଅଭିନୟ କରିଥିବା ନୀତେଶ ପାଣ୍ଡେ ଟେଲିଭିଜନ୍‌ ଓ ଚଳଚ୍ଚିତ୍ରରେ ଜଣେ ସୁପରିଚିତ
Read More...

ମାଓବାଦୀ ଓ ସୁରକ୍ଷାକର୍ମୀ ମୁହାଁମୁହିଁ : ଉଭୟଙ୍କ ମଧ୍ୟରେ ଗୁଳିବିନିମୟ, ସର୍ଚ୍ଚ ଅପରେସନ ଜୋର୍‌ଦାର୍‌

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ତୁମୁଡ଼ିବନ୍ଧ ଥାନା ଅନ୍ତର୍ଗତ କୁର୍ତ୍ତମଗଡ଼ ନିକଟସ୍ଥ ସିନ୍ଧିପଙ୍ଖାଲ ଜଙ୍ଗଲରେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି । ସମ୍ପୃକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେସନ୍‌କୁ ଜୋର୍‌ଦାର୍‌ କରିଛି ପୋଲିସ୍ ।
Read More...

‘ଏକତ୍ର’ର ନାଟ୍ୟ ଆଲୋଚନାଚକ୍ର

କାବ୍ୟ ଭିତରେ ନାଟକ ଶ୍ରେଷ୍ଠ କାବ୍ୟ : ନବୀନ ପରିଡା ରାଉରକେଲା, (ସସ୍ମିତା ପ୍ରଧାନ) : କାବ୍ୟ ଭିତରେ ନାଟକ ଶ୍ରେଷ୍ଠ କାବ୍ୟ । ନାଟକର ସ୍ୱରୂପ ପ୍ରତିଦିନ ମୃତ୍ୟୁ ଘଟେ ପୁଣି ପରଦିନ ଜନ୍ମନିଏ । ତେଣୁ ନାଟକ ଶତରୂପା ବୋଲି ମୁଖ୍ୟ ଆଲୋଚକ ଭାବେ ଯୋଗଦେଇ ନାଟ୍ୟକାର ନବୀନ ପରିଡା ମତବ୍ୟକ୍ତ
Read More...

ମନ୍ତ୍ରୀ ହେବା ପରେ ବଣାଇଁ ମାଟିରେ ସାରଦାଙ୍କୁ ଉଚ୍ଛ୍ୱସିତ ସମ୍ବର୍ଦ୍ଧନା

ବାବା ବାଣେଶ୍ଵରଙ୍କ ଆଶୀର୍ବାଦ ନେଇ ଜନସାଧାରଣଙ୍କ ସେବା ଦାୟିତ୍ଵ ନିର୍ବାହ କରିବି : ସାରଦା ବଣାଇଁ, (ନାରାୟଣ ଚନ୍ଦ୍ର ବେହେରା) : ସମ୍ପ୍ରତି ରାଜ୍ୟ ମନ୍ତ୍ରୀ ମଣ୍ଡଳରେ କ୍ୟାବିନେଟ ମନ୍ତ୍ରୀ ଭାବେ ଦାୟିତ୍ଵ ଗ୍ରହଣ କରିବା ପରେ ରାଉରକେଲା ବିଧାୟକ ସାରଦା ପ୍ରସାଦ ନାୟକ ପ୍ରଥମ ଥର ପାଇଁ
Read More...