Daily Archives

ଖପ୍ରାଖୋଲ ବ୍ଲକ ଜୁରିଆଠାରେ ପ୍ରଥମ ରବି ଧାନ ମଣ୍ଡି ଉଦ୍‌ଘାଟିତ

ଖପ୍ରାଖୋଲ, (ଅଶୋକ ବାଗ) : ବଲାଙ୍ଗିର ଖପ୍ରାଖୋଲ ବ୍ଲକ୍ ଲୁହାସିଂହା ପ୍ରାଥମିକ କୃଷି ସମବାୟ ସମିତି ଜୁରିଆଠାରେ ଚଳିତ ବର୍ଷ ପ୍ରଥମ ରବି ଧାନ ମଣ୍ଡି ଶୁକ୍ରବାର ଉଦ୍‌ଘାଟିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ ଉଦ୍‌ଘାଟନୀ ଉତ୍ସବରେ ପେକ୍ସ ସଭାପତି କନ୍ଦର୍ପ ସୁଆର ଅଧ୍ୟକ୍ଷତା କରିଥିବା ବେଳେ
Read More...

ଶୀତଳଷଷ୍ଠୀ ଉପଲକ୍ଷେ ବଲାଙ୍ଗିର ଜେଏସ୍‌ଏମ୍ କଲେଜ ଦ୍ୱାରା ଥଣ୍ଡା ପାନୀୟ ଜଳ ବା ସରବତ ବଣ୍ଟନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଗତ ବର୍ଷ ପରି ଚଳିତ ବର୍ଷ ମଧ୍ୟ ବଲାଙ୍ଗିରରେ ପାଳିତ ହେଉଛି ଶୀତଳଷଷ୍ଠୀ ତଥା ଶିବ ବିବାହ । ଅନେକ ପର୍ଯ୍ୟଟକ ମଜା ନେଉଥିବା ବେଳେ ଶିବ ଏବଂ ପାର୍ବତୀଙ୍କ ବିବାହ ଶେଷ ପର୍ଯ୍ୟାୟରେ ଉପନୀତ ହୋଇଛି । ଦୂରଦୂରାନ୍ତରୁ ଆସିଥିବା ଶ୍ରଦ୍ଧାଳୁଙ୍କ ପାଇଁ ଜେଏସ୍‌ଏମ୍‌
Read More...

ବଲାଙ୍ଗିର ଜିଲ୍ଲାରେ ଫର୍ଟିଫାଏଡ ଚାଉଳ ସମ୍ପର୍କରେ ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ସଚେତନତା କାର୍ଯ୍ୟକ୍ରମର ଶୁଭାରମ୍ଭ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାରେ ଫର୍ଟିଫାଏଡ ଚାଉଳ ସମ୍ପର୍କରେ ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଆଜି ପୂର୍ବାହ୍ନରେ ଏକ ସଚେତନତା ରଥର ଶୁଭାରମ୍ଭ କରାଯାଇଛି । ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଅତିରିକ୍ତ ଜିଲ୍ଲାପାଳ ଲମ୍ବୋଦର ଧରୁଆ ଏହି ସଚେତନତା ରଥକୁ ସବୁଜ ପତାକା
Read More...

ବିଟ୍ଟୁ ହତ୍ୟା ଘଟଣାର ୨ ଅଭିଯୁକ୍ତଙ୍କୁ ଗିରଫ୍‌ କରି ସିନ୍‌ ରିକ୍ରିଏସନ୍‌ କଲା ବଲାଙ୍ଗିର ପୋଲିସ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସହରର ନରସିଂହ ମନ୍ଦିର ଗଳିରେ ବିଟ୍ଟୁ ଓରଫ୍‌ ସରୋଜ ପାଣିଗ୍ରାହୀଙ୍କ ହତ୍ୟା ଘଟଣାର ୨ ଜଣ ଅଭିଯୁକ୍ତଙ୍କୁ ଗିରଫ୍‌ କରି ସିନ୍‌ ରିକ୍ରିଏସନ୍‌ କରିଛି ବଲାଙ୍ଗିର ପୋଲିସ । ଶୀତଳଷଷ୍ଠୀ ମହୋତ୍ସବ ସମୟରେ ଏଭଳି ଏକ ଅମାନୁଷିକ ହତ୍ୟାକାଣ୍ଡ ସାରା ସହରରେ
Read More...

ଗ୍ରାମ୍ୟଉନ୍ନୟନ ବିଭାଗର ସମୀକ୍ଷା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗ୍ରାମ୍ୟଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂ ବିଭାଗର ବିଭିନ୍ନ ପ୍ରକଳ୍ପର ସମୀକ୍ଷା କରିଛନ୍ତି । ବିଭାଗୀୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ବୈଠକରେ ଆସନ୍ତା ଜୁନ ଶେଷ ସୁଦ୍ଧା ପ୍ରଥମ ତ୍ରୈମାସିକ ଅନୁଦାନ ସମ୍ପୂର୍ଣ୍ଣ ବ୍ୟୟ କରିବା
Read More...

ବାଇକ୍-ସାଇକେଲ ମୁହାଁମୁହିଁ ଧକ୍କା : ୧ ଗୁରୁତର

ବାଉଁଶୁଣୀ : ବୌଦ୍ଧ ଜିଲ୍ଲା ଦେଇ ଯାଇଥିବା ୫୭ ନଂ ଜାତୀୟ ରାଜପଥ ବାଉଁଶୁଣୀ ଛକ ନିକଟରେ ଆଜି ସକାଳେ ଏକ ବାଇକ୍ ଓ ସାଇକେଲ୍ ମୁହାଁମୁହିଁ ଧକ୍କା ହୋଇଛନ୍ତି । ଏହି ଦୁର୍ଘଟଣାରେ ଜଣେ ଯୁବକ ଗୁରୁତର ହୋଇଥିବା ଜଣାପଡିଛି । ସୂଚନା ଅନୁଯାୟୀ ଅଶୋକ ମାଝି ନାମକ ଜଣେ ଯୁବକ ଆଠମଲ୍ଲିକରୁ ସୋନପୁର
Read More...

ବିଷାକ୍ତ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

କୋକସରା : କୋକସରା ବ୍ଲକ ଡାଲଗୁମା ପଞ୍ଚାୟତ ଚିତାମୁଣ୍ଡା ଗ୍ରାମରେ ବିଷାକ୍ତ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ସୂଚନା ଅନୁଯାୟୀ ସଞ୍ଜୁଳା ମହାନନ୍ଦ ଗୁରୁବାର ରାତିରେ ଶୋଇଥିବା ଅବସ୍ଥାରେ କୌଣସି ଏକ ବିଷଧର ସାପ କାମୁଡ଼ିଥିଲା । ପରିବାର ଲୋକେ ଆଜି ସକାଳେ କୋକସରା
Read More...

ରାଧାକୃଷ୍ଣ ମନ୍ଦିରରୁ ଚୋରି ଅଭିଯୋଗ

ବଲାଙ୍ଗିର : ଆନନ୍ଦ ନଗରସ୍ଥିତ ରାଧାକୃଷ୍ଣ ମନ୍ଦିରରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି । ସୂଚନା ଅନୁସାରେ ଗତକାଲି ରାତିରେ ଆନନ୍ଦ ନଗର ସ୍ଥିତ ରାଧାକୃଷ୍ଣ ମନ୍ଦିରରେ ଲାଗିଥିବା ହାଇଲୋଜେନ ବଲ୍‌ବକୁ ଚୋରମାନେ ଖୋଲି ନେଇଥିବା ନେଇ ମନ୍ଦିରର କର୍ତ୍ତା ଥାନାରେ ଏତଲା ଦେଇଛନ୍ତି ।
Read More...

ଭାରସାମ୍ୟ ହରାଇ ଓଲଟିଲା ଅଟୋ : ମା’ ଝିଅ ଗୁରୁତର

ବଲାଙ୍ଗିର, (କେପିଏନ୍‌ଏସ୍‌) : ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫଳରେ ମା’ ଝିଅ ଗରୁତର ଅବସ୍ଥାରେ ଭୀମଭୋଇ ମେଡିକାଲ କଲେଜ ଓ ହସ୍‌ପିଟାଲରେ ଭିର୍ତ୍ତି ହୋଇଥିବା ଜଣାପଡିଛି । ସୂଚନା ଅନୁସାରେ ତୁରେକେଲା ଅନ୍ତର୍ଗତ ବର୍ଲା ଗ୍ରାମର ଲବଣୀ ବରିହା ଓ ତାଙ୍କ ଝିଅ ମମତା ବରିହା ଯାତ୍ରା ଦେଖି
Read More...

ଗରମ କ୍ଷୀରିରେ ପଡ଼ି ଶିଶୁ ଗୁରୁତର

ଖଡିଆଳ, (କେପିଏନ୍‌ଏସ୍‌) : ନୂଆପଡ଼ା ଜିଲ୍ଲା ଖଡିଆଳ ବ୍ଲକ ରାଣୀମୁଣ୍ଡା ଗ୍ରାମରେ ଗରମ କ୍ଷୀରିରେ ପଡ଼ି ୬ ବର୍ଷର ଶିଶୁ ଗୁରୁତର ହୋଇଥିବା ଜଣାପଡିଛି । ସୂଚନା ଅନୁସାରେ ଗୁରୁବାର ଭାସ୍କର ହେର୍ଣ୍ଣାଙ୍କ ପୁଅ ବିକାଶ ହେର୍ଣ୍ଣା(୬) ଘରେ ଚାଲିଥିବା ଗଙ୍ଗାଭୋଜି ଖାଇବାକୁ ଯାଇଥିଲେ । ଏହି ସମୟରେ
Read More...
error: Content is protected !!