Daily Archives

କଲ୍ୟାଣ ମଣ୍ଡପ ନିର୍ମାଣ ନେଇ ବିଧାୟକଙ୍କ ଦାମୋଦରପୁର ଗ୍ରାମ ପରିଦର୍ଶନ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଗ୍ରାମବାସୀଙ୍କ ଅନୁରୋଧ କ୍ରମେ ଦାମୋଦରପୁର ଗ୍ରାମରେ ଏକ କଲ୍ୟାଣ ମଣ୍ଡପ ନିର୍ମାଣ ପାଇଁ ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା ଦାମୋଦର ପୁର ଗ୍ରାମରେ ପହଞ୍ଚି ନିର୍ମାଣ ସ୍ଥଳ ପରିଦର୍ଶନ କରିଛନ୍ତି । ଗ୍ରାମରେ
Read More...

ମହାଦେବ ଶିବ ଓ ମାତା ପାର୍ବତୀଙ୍କ ପାଟୁଆରରେ ଦୁଲୁକିଲା ଗାଁ ଦାଣ୍ଡ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ସହର ସ୍ଥିତ ବାବା ବିଶ୍ୱନାଥ ଓ ଦାମୋଦରପୁର ଗ୍ରାମରେ ବିଜେ ବାବା ଆଖଣ୍ଡଳମଣିଙ୍କ ଶୈବାପୀଠରେ ମହାଦେବ ଶିବ ଓ ମାତା ପାର୍ବତୀଙ୍କ ବିବାହ ଉତ୍ସବ ସମ୍ପନ୍ନ ହୋଇଥିବା ବେଳେ ଗୁରୁବାର ସନ୍ଧ୍ୟାରେ ଦେବ ଦମ୍ପତ୍ତିଙ୍କ ବିବାହ ଶୋଭାଯାତ୍ରା ମହାଆଡମ୍ବର
Read More...

ମହିଳା ସ୍ୱାସ୍ଥ୍ୟ କର୍ମୀ ମଞ୍ଜୁଲତା ମହାରଣା ପାଇବେ ଚଳିତ ବର୍ଷର ଜାତୀୟ ଫ୍ଲୋରେନ୍ସ ନାଇଟଏଙ୍ଗଲ ପୁରସ୍କାର

କଣାସ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲାର କଣାସ ବ୍ଲକ ସାହାସପୁର ଉପକେନ୍ଦ୍ରର ମହିଳା ସ୍ୱାସ୍ଥ୍ୟ କର୍ମୀ ଶ୍ରୀମତୀ ମଞ୍ଜୁଲତା ମହାରଣା ଚଳିତ ସମ୍ମାନଜନକ ଜାତୀୟ ଫ୍ଲୋରେନ୍ସ ନାଇଟଏଙ୍ଗଲ ପୁରସ୍କାର ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି । ଭାରତୀୟ ନର୍ସିଂ କାଉନ୍ସିଲର ଯୁଗ୍ମ ସଚିବ ଏ
Read More...

ଛତ୍ରପୁର ନୀଳକଣ୍ଠେଶ୍ୱର ମନ୍ଦିରରେ ଶିବବିବାହ ଉତ୍ସବ ସମ୍ପନ୍ନ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ସହରର ଶ୍ରୀଶ୍ରୀ ନୀଳକଣ୍ଠେଶ୍ୱର ମନ୍ଦିରରେ ବିଧିବଦ୍ଧ ଭାବେ ଦେବଦେବ ମହାଦେବଙ୍କ ସହ ଦେବୀ ପାର୍ବତୀଙ୍କ ବିବାହ ଉତ୍ସବ ସମ୍ପନ୍ନ ହୋଇଛି । ବିବାହ ଦୁଇଦିନ ଧରି ମହାସମାରୋହରେ ଯଥାରୀତିରେ ପାଳିତ ହୋଇଯାଇଛି । ଦିଅଁଙ୍କ ବିବାହ ଉତ୍ସବ,
Read More...
error: Content is protected !!