Daily Archives

ଶତାୟୁ ମହିଳାଙ୍କ ପରଲୋକ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଡେଲାଙ୍ଗ ବ୍ଲକର ବରିଷ୍ଠ ସାମ୍ବାଦିକ ବିଜୟ ମିଶ୍ରଙ୍କ ମା' ତଥା ସାମ୍ବାଦିକା ଅନିମାଞ୍ଜଳି ମିଶ୍ରଙ୍କ ଗୋସେଇଁ ଶାଶୁ ପାର୍ବତୀ ମିଶ୍ର(୧୦୪)ଙ୍କର ସୋମବାର ସକାଳେ ଡେଲାଙ୍ଗ ଷ୍ଟେସନ ବଜାର ସ୍ଥିତ ତାଙ୍କ ବାସଭବନରେ ପରଲୋକ ହୋଇଯାଇଛି । ତାଙ୍କର ଏହି
Read More...

ରାଉରକେଲା ଏସ୍‌ପିଙ୍କୁ ସିପିଆଇଏମ୍‌ ପକ୍ଷରୁ ସ୍ଵାଗତ ସମ୍ବର୍ଦ୍ଧନା

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ନବ ନିଯୁକ୍ତ ଆରକ୍ଷୀ ଅଧିକ୍ଷକ ମିତ୍ରଭାନୁ ମହାପାତ୍ରଙ୍କୁ ଆଜି ସିପିଆଇଏମ୍ ସୁନ୍ଦରଗଡ଼ ଜିଲ୍ଲା କମିଟି ପକ୍ଷରୁ ତାଙ୍କ କାର୍ଯ୍ୟାଳୟରେ ସାକ୍ଷାତ କରି ପାର୍ଟି ପକ୍ଷରୁ ପୁଷ୍ପଗୁଚ୍ଛ ପ୍ରଦାନ କରି ସ୍ଵାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା ।
Read More...

ଅସହାୟ ଶବ ସତ୍କାର କଲା ସଂକଳ୍ପ ପରିବାର

ବରଗଡ଼, (ନିରୋଜ କୁମାର ପାଣୀ) : ବରଗଡ଼ ଗ୍ରାମାଞ୍ଚଳ ଥାନା ଅଧୀନରେ ଥିବା ବରଗଡ଼ ବିକାଶ ହସ୍ପିଟାଲ ନିକଟରେ ଗତ ୨୪ ତାରିଖରେ ଏକ ଅଚିହ୍ନା ଶବ ରାସ୍ତାକଡରେ ପଡି ରହିଥିବା ଅବସ୍ଥାରେ ଗ୍ରାମାଞ୍ଚଳ ପୋଲିସ ଠାବ କରିଥିଲା । ମୃତ ବ୍ୟକ୍ତି ଜଣକଙ୍କ ବୟସ ୩୦ରୁ ୪୦ ବର୍ଷ ହେଉଥିବ ବୋଲି ଅନୁମାନ
Read More...

ରାଜପୁତ କ୍ଷତ୍ରୀୟ ସମାଜର କାର୍ଯ୍ୟକାରିଣୀ କମିଟି ଗଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ରାଜପୁତ କ୍ଷତ୍ରୀୟ ସମାଜର ଏକ ବୈଠକ ସ୍ଥାନୀୟ ମାରୱାଡି ଧର୍ମଶାଳାଠାରେ ଫଗୁଲାଲ ସିଂହଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ପଦ୍ମପୁର, ପାଇକମାଲ, ଝାରବନ୍ଧ ବ୍ଲକର ଆସିଥିବା ଶତାଧିକ ରାଜପୁତ ଭାଇ ଭଉଣୀ ମାଆମାନଙ୍କ ଉପସ୍ଥିତରେ ପ୍ରଥମେ
Read More...

ସର୍ବଭାରତୀୟ କେନ୍ଦ୍ର କର୍ମଚାରୀ ପେନସନର ଏସୋସିଏସନ୍‌ ବଲାଙ୍ଗିର ଶାଖା ଆନୁକୂଲ୍ୟରେ ସ୍ୱଚ୍ଛ ଭାରତ କାର୍ଯ୍ୟକ୍ରମ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଇନ୍ଦିରାନଗର ସ୍ଥିତ ଶ୍ରୀ ଶବରୀ ନାରାୟଣ ମନ୍ଦିର ପରିସରରେ ସ୍ୱଚ୍ଛ ଭାରତ କାର୍ଯ୍ୟକ୍ରମରେ ସର୍ବଭାରତୀୟ କେନ୍ଦ୍ର କର୍ମଚାରୀ ପେନସନର୍‌ ଏସୋସିଏସନ୍‌ ବଲାଙ୍ଗିର ଶାଖା ଆନୁକୂଲ୍ୟରେ ଅନୁଷ୍ଠିତ ହୋଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ସଂଘର ସଂପାଦକ ବୃଷଭ
Read More...

ଆଗାମୀ ସାହିତ୍ୟ ସଂସଦ ଆନୁକୂଲ୍ୟରେ ଗୁରୁ ଜୟନ୍ତୀ ପାଳନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଆରବି ହାଇସ୍କୁଲ ପରିସରରେ ଗତକାଲି ଆଗାମୀ ସାହିତ୍ୟ ସଂସଦ ତରଫରୁ ପ୍ରଜ୍ଞା ପୁରୁଷ ସ୍ୱର୍ଗତ ଡଃ ଗଙ୍ଗାଧର ଗୁରୁଙ୍କ ଜୟନ୍ତୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ସଂସଦର ସଭାପତି ଡଃ ପ୍ରମୋଦ କୁମାର ପାଢୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଜୟନ୍ତୀ ସଭାରେ
Read More...

ଏମ୍‌.ରାମପୁରଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଶୁଣାଣି ଶିବିର ଅନୁଷ୍ଠିତ

ମ.ରାମପୁର, (ହେମନ୍‌ନ୍ତ ସାହୁ) : ଆଜି ଏମ୍‌. ରାମପୁର ସ୍ଥିତ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ଏବଂ ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜିଙ୍କ ଅଧ୍ୟକ୍ଷତାରେ ଏକ ଯୁଗ୍ମ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଉପଜିଲ୍ଲାପାଳ, ଭବାନୀପାଟଣା ଡ. ବିଶ୍ଵଜିତ
Read More...

ସଚେତନ ନାଗରିକ ମଞ୍ଚର ଆଗାମୀ ଦୁଇବର୍ଷ ପାଇଁ ମନୋନୀତ କମିଟି ଗଠନ

ରାଉରକେଲା, (ସସ୍ମିତା ପ୍ରଧାନ) : ସଚେତନ ନାଗରିକ ମଞ୍ଚର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ସେକ୍ଟର ୩ ଖଡ୍ଗ ଭବନଠାରେ ଅନୁଷ୍ଠିତ ହୋଇଯାଇଛି । ଉପସଭାପତି ଜଗବନ୍ଧୁ ଜେନାଙ୍କ ସଭାପତିତ୍ୱ ସାଧାରଣ ସଂପାଦକ ପିପି ରାୟଙ୍କ ଆବାହକତ୍ୱ ତଥା ଉପଦେଷ୍ଟା ଅଭୟ କୁମାର ଦାସଙ୍କ ଉପସ୍ଥିତିରେ ଆସନ୍ତା
Read More...

ବଲାଙ୍ଗିର ଜିଲ୍ଲା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଏକ ବଡ଼ ଉପହାର ସଂପର୍କରେ ଘୋଷଣା କଲେ ମନ୍ତ୍ରୀ ଟୁକୁନି

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଏକ ବଡ଼ ଉପହାର ସଂପର୍କରେ ଆଜି ଅପରାହ୍ନରେ ବଲାଙ୍ଗିର ସାମ୍ବାଦିକ ଭବନରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଘୋଷଣା କରିଛନ୍ତି ଓଡ଼ିଶାର ଜଳସେଚନ, ପରିବହନ ଓ ବାଣିଜ୍ୟ ବିଭାଗ ମନ୍ତ୍ରୀ ଶ୍ରୀମତୀ
Read More...

ଟ୍ରେନରେ ଗୋଡ କଟି ଚିକିତ୍ସିତ ଅବସ୍ଥାରେ ମୃତ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଟ୍ରେନରେ ଗୋଡ କଟି ଚିକିତ୍ସିତ ଅବସ୍ଥାରେ ମୃତ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ । ସୂଚନା ଅନୁସାରେ ସ୍ଥାନୀୟ ସୁଦପଡା ରେଳ ଷ୍ଟେସନ ନିକଟରେ ଜଣେ ଅଚିହ୍ନା ବୃଦ୍ଧାଙ୍କ ଗୋଡ କଟି ଯାଇଥିବା ବେଳେ ଅସହାୟ ଅବସ୍ଥାରେ ଉଦ୍ଧାର
Read More...