ଅବସର ଗ୍ରହଣ କଲେ କନଗାଁ ଉଚ୍ଚ ବିଦ୍ୟାଳୟର ଶିକ୍ଷକ ସୁଦାମ ବାରିକ
ସୋହେଲା, (କେପିଏନ୍ଏସ୍) : ସୋହେଲା ବ୍ଲକ କନଗାଁ ଉଚ୍ଚ ବିଦ୍ୟାଳୟର ଶିକ୍ଷକ ସୁଦାମ ବାରିକ ଦୀର୍ଘ ୩୪ ବର୍ଷ ଶିକ୍ଷାଦାନ କରି ଆଜି ଅବସର ଗ୍ରହଣ କରିଛନ୍ତି । ଏହି ଅବସରରେ ଅନୁଷ୍ଠିତ ସଭାରେ ଡା ଶିଶିର କୁମାର ସାହୁ ସଭାପତିତ୍ୱ କରିଥିଲେ । ସମ୍ମାନିତ ଅତିଥି ଭାବେ ଶିକ୍ଷାବିଦ!-->…
Read More...
Read More...