ଦୈବୀ ଦୁର୍ଘଟଣାକୁ ନେଇ ବିଜେପି ହୀନ ରାଜନୀତି ନକରୁ : ସାମ୍ବାଦିକ ସମ୍ମିଳନୀରେ ଆଦିବାସୀ ସଙ୍ଘର ଚେତାବନୀ
ଟିଟିଲାଗଡ, (ସଞ୍ଜୟ କୁମାର ନାୟକ) : ଦୈବୀ ଦୁର୍ଘଟଣାକୁ ନେଇ ବିଜେପି ହୀନ ରାଜନୀତି ନକରୁ ବୋଲି ସାମ୍ବାଦିକ ସମ୍ମିଳନୀରେ ଆଦିବାସୀ ସଙ୍ଘ ପକ୍ଷରୁ ଚେତାବନୀ ଦିଆଯାଇଛି । ସଂଘ ପକ୍ଷରୁ କୁହାଯାଇଛି ଯେ, କିଛି ଦିନ ତଳେ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶିଙ୍କ ଗାଡି ଧକ୍କାରେ ଜଣେ ବ୍ୟକ୍ତିଙ୍କ!-->…
Read More...
Read More...