Monthly Archives

May 2023

ବଲାଙ୍ଗିର ଜିଲ୍ଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ

ସମ୍ଭାବ୍ୟ ବନ୍ୟା ଓ ବାତ୍ୟାର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ପୂର୍ବାହ୍ନରେ ଜିଲ୍ଲା କାର୍ଯ୍ୟାଳୟ ସ୍ଥିତ ଓସ୍ୱାନ ହଲ୍‌ଠାରେ ଆଭାସୀ ମାଧ୍ୟମରେ ବଲାଙ୍ଗିର ଜିଲ୍ଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଜିଲ୍ଲାପାଳ ଚଞ୍ଚଳ…
Read More...

ସାଲେଭଟାରେ ସୂର୍ଯ୍ୟଙ୍କ ଶୂନ୍ୟ ଛାୟାର ଖେଳ

ସାଲେଭଟା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଆଗଲପୁର (ଡୁଡୁକା) ବ୍ଲକ ସାଲେଭଟାଠାରେ ଜିରୋ ସେଡୋ ଡେ' ସୂର୍ଯ୍ୟଙ୍କ ଶୂନ୍ୟଛାୟାର ବିରଳ ଦୃଶ୍ୟ ଦୃଶ୍ୟମାନ ହୋଇଛି । ଡୁଡୁକା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀର ଛାତ୍ର ସ୍ୱପ୍ନେନ୍ଦୁ ପାଢ଼ୀ ନିଜ ଘରେ ପରୀକ୍ଷଣ କରିଥିବା ଦେଖାଯାଇଛି ।…
Read More...

ସୁବର୍ଣ୍ଣପୁର ଜିଲ୍ଲା ନୂତନ ଶିଶୁ ମଙ୍ଗଳ କମିଟି ମନୋନୀତ

ଶଙ୍କର୍ଷଣ ପଣ୍ଡା ହେଲେ ଜିଲ୍ଲା ଶିଶୁ ମଙ୍ଗଳ କମିଟି ଅଧ୍ୟକ୍ଷ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ମହିଳା ଓ ଶିଶୁ ବିକାଶ ବିଭାଗ ଓଡିଶା ସରକାରଙ୍କ ପତ୍ର ସଂଖ୍ୟା ୧୦୪୭୮ ତା. ୨୩/୦୫/୨୩ ଅନୁସାରେ ସୁବର୍ଣ୍ଣପୁର ଜିଲ୍ଲା ସହିତ ବାଲେଶ୍ୱର, ନୟାଗଡ ଓ ଦେବଗଡ଼ ଜିଲ୍ଲାର ଶିଶୁ ମଙ୍ଗଳ କମିଟିର…
Read More...

ବିଜେପିର ମଣ୍ଡଳସ୍ତରୀୟ ବୈଠକ

ମ.ରାମପୁର, (ହେମନ୍ତ ସାହୁ) : ମ.ରାମପୁର ମଣ୍ଡଳସ୍ତରୀୟ କାର୍ଯ୍ୟକାରୀ ବୈଠକ ସ୍ଥାନୀୟ ଶିବ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନଅ ବର୍ଷ ଶାସନର ଉପଲବ୍ଧିକୁ ନେଇ ମଇ ୩୦ ତାରିଖରୁ ଜୁନ ୩୦ ତାରିଖ ପର୍ଯ୍ୟନ୍ତ ଲୋକଙ୍କ ପାଖରେ ବିଜେପି…
Read More...

ପଥରରେ ଛେଚି ଯୁବକଙ୍କୁ ହତ୍ୟା ଘଟଣାର ପର୍ଦାଫାଶ : ପାରିଶ୍ରମିକ ଟଙ୍କା ମାଗିବାରୁ ହତ୍ୟା, ୨ ଅଭିଯୁକ୍ତ କୋର୍ଟ ଚାଲାଣ

ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ଜିଲ୍ଲା ସଇଁତଲା ଥାନା ଟିକ୍ରାପଡା ଫାଣ୍ଡି ଅନ୍ତର୍ଗତ ଦେଓଗାଁ ଗ୍ରାମର ବୁଦ୍ଧଦେବ ନାଗ (୨୯)ଙ୍କୁ ଗତ ୨୧ ତାରିଖ ରାତ୍ରିରେ ପଥରରେ ଛେଚି ହତ୍ୟା କରିଥିବା ଘଟଣାର ପର୍ଦାଫାଶ କରିଛି ପୋଲିସ । ଏଥିରେ ୨ ଜଣ ଅଭିଯୁକ୍ତଙ୍କୁ ପୁଲିସ ଗିରଫ କରି ସଇଁତଲା…
Read More...

୨୭ ତାରିଖରୁ ଛତ୍ରପୁରର ଐତିହାସିକ ରାଜାଘର ଶ୍ରୀ ଶ୍ରୀ ଜଗନ୍ନାଥ ମନ୍ଦିରର ନୂତନ ବିଗ୍ରହ ପ୍ରତିଷ୍ଠା ଉତ୍ସବ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଚଳିତ ମଇ ମାସ ୨୭ ତାରିଖରୁ ଛତ୍ରପୁରର ଐତିହାସିକ ରାଜାଘର ଶ୍ରୀ ଶ୍ରୀ ଜଗନ୍ନାଥ ମନ୍ଦିରର ପାର୍ଶ୍ଵ ଦେବାଦେବୀଙ୍କ ନୂତନ ବିଗ୍ରହ ମାର୍ବଲ ମୂର୍ତ୍ତି ସ୍ଥାପନା ଓ ପ୍ରତିଷ୍ଠା ଉତ୍ସବ ଯଥା ରୀତିନୀତି ଅନୁଯାୟୀ ଯଜ୍ଞାନୁଷ୍ଠାନ ସାମାରୋହ ଆରମ୍ଭ ହେବ ।…
Read More...

ଶ୍ରୀ ଶ୍ରୀ ସ୍ଵପ୍ନେଶ୍ଵର ମହାଦେବ ବାବା ଓ ମାତା ପାର୍ବତୀଙ୍କ ବିବାହ ଉତ୍ସବ ସମ୍ପନ୍ନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଜ୍ୟେଷ୍ଠ ଶୁକ୍ଳ ପଞ୍ଚମୀ ହିନ୍ଦୁ ମାନ୍ୟତା ଅନୁଯାୟୀ ଦେବ ଦେବ ମହାଦେବ ଏବଂ ଶକ୍ତି ସ୍ଵରୂପିଣୀ ମା' ଜଗତ ଜନନୀ ପାର୍ବତୀଙ୍କର ପବିତ୍ର ବିବାହ ତିଥି ଅନୁଯାୟୀ ପାଳନ କରାଯାଇଥାଏ । ଗ୍ରୀଷ୍ମର ପ୍ରଚଣ୍ଡ ରୌଦ୍ରତାପରୁ ଏହି ତିଥିରୁ ପ୍ରକୃତି ଶୀତଳତାକୁ…
Read More...

ମାଗଣା କିଡ଼୍‌ନୀ ଓ ମଧୁମେୟ ରୋଗ ପରୀକ୍ଷା ଶିବିର

ବରଗଡ, (ନିରୋଜ କୁମାର ପାଣୀ) : ରାଜ ପୋଲିକ୍ଲିନିକ ଏଣ୍ଡ ଡାଇଗ୍ନୋଷ୍ଟିକ ସେଣ୍ଟର ଏବଂ ନଦୀପଡା ଡାଙ୍ଗ୍‌ର ମିଳିତ ଆନୁକୂଲ୍ୟରେ ମାଗଣା କିଡ଼୍‌ନୀ ଓ ମଧୁମେୟ ରୋଗ ପରୀକ୍ଷା ଶିବିର ବରଡୋଲ ପଞ୍ଚାୟତର ଡାଙ୍ଗ ନଦୀପଡାଠାରେ ଅନୁଷ୍ଠିତ ହୋଇଯାଇଛି । ଶିବିରରେ ମୁଖ୍ୟଅତିଥି ଭାବେ ରାଜ ପୋଲିକ୍ଲିନିକର…
Read More...

ଗ୍ରାଫାଇଟ ଇଣ୍ଡିଆ ଲିମିଟେଡ କମ୍ପାନୀର ଫିନିସିଂ ଏଚ୍‌ଓଡି ଯୁକ୍ତେଶ୍ୱର୍ ମହାପାତ୍ରଙ୍କୁ ଆକ୍ରମଣ ଅଭିଯୋଗ : କାରଣ…

ଟିଟିଲାଗଡ, (ସଞ୍ଜୟ କୁମାର ନାୟକ) : ଟିଟିଲାଗଡ ନିକଟସ୍ଥ ତୁର୍ଲା ଗ୍ରାମରେ ଅବସ୍ଥିତ ଥିବା ଗ୍ରାଫାଇଟ ଇଣ୍ଡିଆ ଲିମିଟେଡ କମ୍ପାନୀର ଫିନିସିଂ ଏଚ୍‌ଓଡି ଯୁକ୍ତେଶ୍ଵର ମହାପାତ୍ରଙ୍କୁ ତିନି ଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ନେଇ ଅଭିଯୋଗ ହୋଇଛି । ତେବେ କେଉଁ କାରଣରୁ ଆକ୍ରମଣ କରାଯାଇଛି ତାହା…
Read More...

ଜୁନିୟର ରେଡକ୍ରସ ତରଫରୁ ଜଳଛତ୍ର ଓ ଅଂଶୁଘାତ ସଚେତନତା କାର୍ଯ୍ୟକ୍ରମ ଉଦ୍‌ଯାପିତ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଜୁନିଅର ରେଡକ୍ରସର ଆହ୍ୱାନ କ୍ରମେ ଡୁଙ୍ଗୁରିପାଲି ବ୍ଲକର ଜୁନିୟର ରେଡକ୍ରସ ୟୁନିଟ ତରଫରୁ ସ୍ଥାନୀୟ ଆରଏମସି ସାପ୍ତାହିକ ବଜାର ପରିସରରେ ଜଳଛତ୍ର ତଥା ଅଂଶୁଘାତ ସଚେତନତା କାର୍ଯ୍ୟକ୍ରମ ଉଦ୍‌ଯାପିତ ହୋଇଯାଇଛି । ଜନସାଧାରଣଙ୍କୁ…
Read More...