ବଡ଼ମାଳ ଗୋଳାବାରୁଦ କାରଖାନାକୁ ସଂସଦ ଷ୍ଟାଣ୍ଡିଂ କମିଟି ସଦସ୍ୟଙ୍କ ପରିଦର୍ଶନ
ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ଜିଲ୍ଲା ସଇଁତଲା ବ୍ଲକର ବଡ଼ମାଳ ଗୋଳାବାରୁଦ କାରଖାନାକୁ ପ୍ରତିରକ୍ଷା ବିଭାଗର ସଂସଦୀୟ ଷ୍ଟାଣ୍ଡିଂ କମିଟି ପରିଦର୍ଶନରେ ଆସି ଫେରି ଯାଇଥିବା ଜଣାପଡିଛି । ଏଥିରେ ସୁନ୍ଦରଗଡ଼ ସାଂସଦ ଜୁଏଲ ଓରାମଙ୍କ ନେତୃତ୍ୱରେ ଏହି ଷ୍ଟାଣ୍ଡିଂ କମିଟିରେ ୧୧ ଜଣ ସହ!-->…
Read More...
Read More...