Monthly Archives

May 2023

୧୭ରୁ ୨୦ ପର୍ଯ୍ୟନ୍ତ ୯ମ ଭୀମପାହାଡ ମହୋତ୍ସବର ଲୋଗୋ ଉନ୍ମୋଚିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଧୂମ୍‌ଧାମ୍‌ରେ ଭୀମପାହାଡ ମହୋତ୍ସବ ଅନୁଷ୍ଠିତ ହେବ । ଆସନ୍ତା ମେ’ ୧୭ ତାରିଖରୁ ୨୦ ତାରିଖ ପର୍ଯ୍ୟନ୍ତ ୪ଦିନ ଧରି ଐତିହାସିକ ଭୀମପାହାଡର ପାଦଦେଶରେ ମହୋତ୍ସବ କମିଟି ତରଫରୁ ୯ମ ଭୀମପାହାଡ ମହୋତ୍ସବ ଅନୁଷ୍ଠିତ ହେବ । ଏହି
Read More...

ପଞ୍ଚାୟତସ୍ତରୀୟ ବ୍ରାହ୍ମଣ ସମାଜର ସାଧାରଣ ବୈଠକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଗାଇସିଲେଟ ରାଧାକୃଷ୍ଣ ମନ୍ଦିର ପ୍ରାଙ୍ଗଣରେ ଡ. ସୁନିଲ କୁମାର ପଣ୍ଡାଙ୍କ ସଭାପତିତ୍ୱରେ ପଞ୍ଚାୟତସ୍ତରୀୟ ବ୍ରାହ୍ମଣ ସମାଜର ଏକ ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ବ୍ଲକ ଅଧ୍ୟକ୍ଷ ପ୍ରଣୟ କୁମାର ସାହୁ, ବିଡ଼ିଓ ମନୋଜ
Read More...

ସେଞ୍ଚୁରିଅନ ବିଦ୍ୟାଳୟରେ ଗ୍ରୀଷ୍ମ ଶିବିର – ୨୦୨୩ ଉଦ୍‌ଯାପିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସ୍ଥାନୀୟ ସେଞ୍ଚୁରିଅନ ବିଦ୍ୟାଳୟରେ ଗତ ସାତ ଦିନ ଧରି ଚାଲିଥିବା ଗ୍ରୀଷ୍ମକାଳୀନ ଶିବିର ଉଦ୍‌ଯାପିତ ହୋଇଯାଇଛି । ଗତ ୦୫.୦୫.୨୦୨୩ରେ ଏହା ବିଦ୍ୟାଳୟର ଆଞ୍ଚଳିକ ନିର୍ଦ୍ଦେଶକ ପ୍ରଦୀପ ଷଡ଼ଙ୍ଗୀଙ୍କ ଦ୍ୱାରା ଉଦ୍‌ଘାଟିତ ହୋଇଥିଲା । ଶିବିରର ଉଦ୍ଦେଶ୍ୟ
Read More...

ବଲାଙ୍ଗିର ଶାନ୍ତିପଡ଼ାରେ ମନ୍ଦିର ପ୍ରତିଷ୍ଠା ଓ ୧୬ ପ୍ରହର ନାମଯଜ୍ଞ ପାଇଁ ପ୍ରସ୍ତୁତି ଶେଷ

ବଲାଙ୍ଗିର, (କେପିଏନ୍‌ଏସ୍‌) : ମନ୍ଦିର ପ୍ରତିଷ୍ଠା ଓ ୧୬ ପ୍ରହର ନାମଯଜ୍ଞ ପାଇଁ ବଲାଙ୍ଗିର ଶାନ୍ତିପଡ଼ାରେ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଂଚିଛି । ଗତକାଲି ସଂଧ୍ୟାରେ ଅଙ୍କୁରା ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ ଏଥିରେ କର୍ତ୍ତାମାନେ ଓ ପୂଜକ ପଣ୍ଡିତ ସଂକଳ୍ପ ଧାରଣ
Read More...

ଝାରସୁଗୁଡ଼ାରେ ବାଜି ମାରିନେଲା ବିଜେଡ଼ି

ଝାରସୁଗୁଡ଼ା : ଝାରସୁଗୁଡ଼ାରେ ବାଜି ମାରିନେଇଛି ବିଜେଡ଼ି । ବାପା ନବ ଦାସଙ୍କ ରେକର୍ଡ ଭାଙ୍ଗିଛନ୍ତି ଝିଅ ଦୀପାଳି । ୨୦୧୯ ସାଧାରଣ ନିର୍ବାଚନରେ ନବ ଦାସ ୪୫ ହଜାର ୬୯୯ ଭୋଟରେ ଜିତିଥିବା ବେଳେ ଦୀପାଳି ଦାସ ୪୮ ହଜାର ୭୨୧ ଭୋଟରେ ବିଜୟୀ ହୋଇଛନ୍ତି । ଝାରସୁଗୁଡ଼ାରେ ବି ବିଜେଡ଼ି ସୁପ୍ରିମୋ
Read More...

ଜଳସମ୍ପଦ ବିଭାଗ ତରଫରୁ ପ୍ରାକ୍ ବନ୍ୟା ଓ ବାତ୍ୟା ପ୍ରସ୍ତୁତି ବୈଠକ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆଗାମୀ ବର୍ଷା ଋତୁରେ ସମ୍ଭାବ୍ୟ ବନ୍ୟାକୁ ଦୃଷ୍ଟିରେ ରଖି ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଏକ ପ୍ରାକ୍ ବନ୍ୟା-ବାତ୍ୟା ପ୍ରସ୍ତୁତି ବୈଠକ ରାଜୀବ ଭବନ ସ୍ଥିତ ଜଳସମ୍ପଦ ବିଭାଗ ସମ୍ମିଳନୀ କକ୍ଷରେ
Read More...

ଗୋପାଳନ ଓ ଦୁଗ୍ଧ ଉତ୍ପାଦନରେ ରାଜ୍ୟର ସଫଳତା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଚାଷୀଙ୍କ ଆୟ ବୃଦ୍ଧିରେ ପ୍ରାଣୀ ପାଳନର ବିଶେଷ ଭୂମିକା ରହିଛି । ଏଥିପାଇଁ ରାଜ୍ୟ ସରକାର ପ୍ରୋତ୍ସାହନ ଯୋଗାଇ ଦେଉଛନ୍ତି । ରାଜ୍ୟରେ ଦୁଗ୍ଧ ଉତ୍ପାଦନ ୨୦୦୦ ମସିହାରେ ୮. ୭୫ ଲକ୍ଷ ମେଟ୍ରିକ ଟନ୍‌ ଥିଲା, ୨୦୨୧ରେ ଏହା ୨୩.୭୫ ଲକ୍ଷ ମେଟ୍ରିକ ଟନ୍‌କୁ ବୃଦ୍ଧି
Read More...

ହାତୀ ଆକ୍ରମଣରେ ବୃଦ୍ଧଙ୍କ ମୃତ୍ୟୁ

ଆଠଗଡ : ହାତୀ ଆକ୍ରମଣରେ ବୃଦ୍ଧଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ଆଠଗଡ ବନଖଣ୍ଡ ଅନ୍ତର୍ଗତ ଆଠଗଡ ରେଞ୍ଜର ତିଗିରିଆ ଗୋକର୍ଣ୍ଣଖାଲ ଗ୍ରାମରେ ଘଟିଛି ଏଭଳି ଘଟଣା । ସୂଚନା ଅନୁସାରେ ଶନିବାର ସକାଳୁ ସକାଳୁ ଗାଁ ନିକଟରେ ଥିବା ନିଜ ଆମ୍ବ ବଗିଚାକୁ କରୁଣାକର ରାଉତ ଆମ୍ବ ଆଣିବା ପାଇଁ ଯାଇଥିଲେ ।
Read More...

ବଲାଙ୍ଗିରଠାରେ ରଥଯାତ୍ରା ଓ ବାହୁଡାଯାତ୍ରା ପାଳନ ସମ୍ପର୍କିତ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

– ଶାନ୍ତି ଶୃଙ୍ଖଳା ଓ ସୁଚାରୁ ରୂପେ ଯାତ୍ରା ସମାପନ ନିମନ୍ତେ ଗୁରୁତ୍ଵାରୋପ ବଲାଙ୍ଗିର, (କେପିଏନ୍‌ଏସ୍‌) : ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଚଳିତ ବର୍ଷ ବଲାଙ୍ଗିରରେ ରଥଯାତ୍ରା ଓ ବାହୁଡାଯାତ୍ରା ପାଳନ ସମ୍ପର୍କିତ ଏକ ପ୍ରସ୍ତୁତି ବୈଠକ ଅତିରିକ୍ତ ଜିଲ୍ଲାପାଳ
Read More...

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌ : ବାଇକ୍‌ ଆରୋହୀ ମୃତ

ଗଜପତି : ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ଉପକଣ୍ଠ ରାଣୀପେଣ୍ଠ ଛକ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଥିବା ଜଣାପଡିଛି । ସୂଚନା ଅନୁସାରେ ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ଉପକଣ୍ଠ ରାଣୀପେଣ୍ଠ ଛକ ନିକଟରେ ଟ୍ରକ୍ ସହ ବାଇକ୍ ଧକ୍କା ହେବା ଫଳରେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଛି । ମୃତକ
Read More...