Monthly Archives

May 2023

ସାମ୍ବାଦିକ ଭବନ ପରିଦର୍ଶନ କଲେ ପୌରାଧ୍ୟକ୍ଷା

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ପୌରାଧ୍ୟକ୍ଷା ଶ୍ରୀମତୀ ଲିକା ସାହୁ ଆଜି ସାମ୍ବାଦିକ ଭବନ ପରିଦର୍ଶନ କରି ବିଭିନ୍ନ ଉନ୍ନୟନମୂଳକ କାମ କରାଯିବା ନେଇ ପ୍ରତିଶୃତି ଦେଇଛନ୍ତି । ସଂଘର ସଭାପତି ଶିବପ୍ରସାଦ ପରିଡାଙ୍କ ନେତୃତ୍ୱରେ ଏକ ପ୍ରତିନିଧି ମଣ୍ଡଳୀ ପୂର୍ବରୁ ପୌରାଧ୍ୟକ୍ଷାଙ୍କୁ
Read More...

ରାଜବୋଡାସମ୍ବର କୃଷକ ସଙ୍ଗଠନର ସମୀକ୍ଷା ବୈଠକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ରାଜବୋଡାସମ୍ବର କୃଷକ ସଙ୍ଗଠନର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମତ ପ୍ରକାଶ ପାଇଛି ଯେ, ୨୦୨୦ - ୨୧ ମହା ମରୁଡ଼ି ପ୍ରଭାବରେ ପ୍ରଭାବିତ ପଦ୍ମପୁର ଅଞ୍ଚଳର ଚାଷୀମାନଙ୍କର ଆର୍ଥିକ ମେରୁଦଣ୍ଡ ଭାଙ୍ଗି ଯାଇଥିଲା । ଫସଲ ନଷ୍ଟ ପରେ କିଛି ଚାଷୀ
Read More...

ବଲାଙ୍ଗିର ରାଜନୀତିର ଏପାଖ ସେପାଖ

ଦେବାଶିଷ ମିଶ୍ର ବଲାଙ୍ଗିର ବିଧାୟକ ନରସିଂହ ଆଗକୁ ଆଉ ନିର୍ବାଚନ ଲଢିବେ ନାହିଁ ବୋଲି ସ୍ପଷ୍ଟୋକ୍ତି ପ୍ରଦାନ କରିଛନ୍ତି । ତାଙ୍କର ବୟସ ଓ ସ୍ୱାସ୍ଥ୍ୟଗତ କାରଣ, ତାଙ୍କୁ ଆଉ ଭୋଟ ରାଜନିତୀ କରିବାକୁ ଅନୁମତି ଦେବ ନାହିଁ । ଦଳ କିମ୍ବା ଜନତା ପୁଣି ତାଙ୍କୁ ବାଧ୍ୟ କଲେ ସେ ଉଭୟ ଙ୍କୁ
Read More...

ବିଭିନ୍ନ ସ୍ଥାନରେ ଆନ୍ତର୍ଜାତୀୟ ଜୈବ ବିବିଧତା ଦିବସ ପାଳିତ

ଜୈବ ବିବିଧତା ବଜାୟ ରହିଲେ ପରିବେଶ ସମୃଦ୍ଧି ଅତୁଟ ରହିବ ଖପ୍ରାଖୋଲ, (ଅଶୋକ ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ ଅନ୍ତର୍ଗତ ଜବାହାରଲାଲ ସରକାରୀ ଉଚ୍ଚ ବିଦ୍ୟାଳୟଠାରେ ଓଡିଶା ଜୈବ ବିବିଧତା ବୋର୍ଡ, ଜଙ୍ଗଲ ଏବଂ ଜଳବାୟୁ ପରିବର୍ତ୍ତନ ବିଭାଗ ଏବଂ ଆର୍‌ସିଡିଏସର ଆନୁକୂଲ୍ୟରେ
Read More...

ବଲାଙ୍ଗିର ମାଲପଡା ନାଗରିକ କମିଟି ବୈଠକ ଅନୁଷ୍ଠିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ମାଲପଡା ୱାର୍ଡ ନଂ. ୧୫ ଓ ୧୬ର ଉନ୍ନତିକରଣ ଓ ସମସ୍ୟାକୁ ନେଇ ସଭାପତି ଯୁଧିଷ୍ଟିର ମିଶ୍ରଙ୍କ ସଭାପତିତ୍ୱରେ ବୈଠକ ଅନୁଷ୍ଠିତ ହୋଇଯାଇଛି । ବିଶେଷତଃ ଲୋକଙ୍କ ପାନୀୟ ଜଳ, ରାସ୍ତାଘାଟ ଉନ୍ନତିକରଣ ଇତ୍ୟାଦି ଉପରେ ସଭ୍ୟମାନେ ଆଲୋକପାତ କରିଥିଲେ ।
Read More...

ରେଳ ଉପଭୋକ୍ତା ସଂଘ ତରଫରୁ କୃତଜ୍ଞତା ଜ୍ଞାପନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ରେଳ ଉପଭୋକ୍ତା ସଂଘ ବିଭିନ୍ନ ସମୟରେ ବିଭିନ୍ନ ସମସ୍ୟାକୁ ନେଇ ଲୋକଲୋଚନକୁ ଆଣି ଜିଲ୍ଲାର ପ୍ରତିନିଧି ଏବଂ ରେଳ ବିଭାଗର ଉପରିସ୍ଥ କର୍ମଚାରୀଙ୍କୁ ଜଣାଇ ଆସିଛନ୍ତି । ଆଜି ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି ଏହି ଦାବୀଗୁଡିକୁ ନେଇ ରେଳ ମନ୍ତ୍ରୀ
Read More...

ଚାଉଳ ଦୁର୍ନୀତି ବିରୁଦ୍ଧରେ କଂଗ୍ରେସର ବିକ୍ଷୋଭ

ଦୁର୍ନୀତି ନିବାରଣ ବିଭାଗ ଦ୍ୱାରା କାର୍ଯ୍ୟାନୁଷ୍ଠାନ ପାଇଁ ନଗର କଂଗ୍ରେସ ପକ୍ଷରୁ ମାମଲାକାର୍ଯ୍ୟାନୁଷ୍ଠାନ ପାଇଁ ୧୫ ଦିନର ମହଲତ, ନହେଲେ ତୀବ୍ର ହେବ ଆନ୍ଦୋଳନ ବଲାଙ୍ଗିର, (ଦେବାଶିଷ ମିଶ୍ର) : ଚାଉଳ ଦୁର୍ନୀତି ବିରୁଦ୍ଧରେ କଂଗ୍ରେସ ପକ୍ଷରୁ ଆଜି ବିକ୍ଷୋଭ ପ୍ରଦର୍ଶନ କରାଯାଇଛି ।
Read More...

ସ୍ୱଚ୍ଛତା କ୍ଷେତ୍ରରେ ଆଉ ଏକ ପ୍ରମୁଖ ମାଇଲ ଖୁଣ୍ଟ ହାସଲ କରିଛି ଭାରତ

ସ୍ୱଚ୍ଛ ଭାରତ ମିଶନ ଗ୍ରାମୀଣ ଦ୍ୱିତୀୟ ପର୍ଯ୍ୟାୟ ଅଧୀନରେ ୫୦% ଗ୍ରାମ ବର୍ତ୍ତମାନ ଓଡିଏଫ୍ ପ୍ଲସ୍ ଗ୍ରାମ ହୋଇଛିପାଖାପାଖି ୩ ଲକ୍ଷ ଗ୍ରାମ ଗୁଡିକ ନିଜକୁ ଓଡିଏଫ୍ ପ୍ଲସ୍ ଘୋଷଣା କରିଛନ୍ତି, ୨୦୨୪ - ୨୫ ସୁଦ୍ଧା ଏସ୍ୱିଏମ୍ - ଜି ଦ୍ୱିତୀୟ ପର୍ଯ୍ୟାୟ ଲକ୍ଷ୍ୟ ହାସଲ କରିବା ଦିଗରେ ଏହା ଏକ
Read More...

ସୁବର୍ଣ୍ଣପୁର ଜିଲ୍ଲାରେ ସମ୍ଭାବ୍ୟ ବନ୍ୟାର ମୁକାବିଲା ପାଇଁ ପ୍ରାକୃତିକ ବିପର୍ଯ୍ୟୟ କମିଟି ପ୍ରସ୍ତୁତି ବୈଠକ

ପ୍ରତ୍ୟେକ ବିଭାଗ ବିଭାଗୀୟ ପ୍ରସ୍ତୁତିର ସବିଶେଷ ସୂଚନା ପ୍ରଦାନ ପାଇଁ ନିର୍ଦ୍ଦେଶଜିଲ୍ଲାରେ ଜିରୋ କାଜୁଆଲିଟି ଉପରେ ଗୁରୁତ୍ୱାରୋପ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଚଳିତ ବର୍ଷ ସମ୍ଭାବ୍ୟ ବନ୍ୟା ପରିସ୍ଥିତିର ମୁକାବିଲା ନିମନ୍ତେ ଜିଲ୍ଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି
Read More...

ବିଦ୍ୟୁତ କର୍ମଚାରୀ ଏକତା ମଞ୍ଚର ବିକ୍ଷୋଭ ଦ୍ୱିତୀୟ ଦିନରେ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବିଦ୍ୟୁତ କର୍ମଚାରୀ ଏକତା ମଞ୍ଚର ଆହ୍ଵାନ କ୍ରମେ ବିଭିନ୍ନ ଦାବୀ ପୂରଣ ପାଇଁ ବଲାଙ୍ଗିର ବିଦ୍ୟୁତ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଭାବେ ଓପିଟିସିଏଲ୍ ଲାଲଟିକ୍ରା ଗ୍ରୀଡ ଓ ଡିଜିଏମ୍ ଅଫିସ ସମ୍ମୁଖରେ ଦ୍ଵିତୀୟ ଦିନରେ କଳା ବ୍ୟାଚ ପିନ୍ଧି ଓପିଟିସିଏଲ୍
Read More...