Monthly Archives

May 2023

ଆଗାମୀ ସାହିତ୍ୟ ସଂସଦ ଆନୁକୂଲ୍ୟରେ ଗୁରୁ ଜୟନ୍ତୀ ପାଳନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଆରବି ହାଇସ୍କୁଲ ପରିସରରେ ଗତକାଲି ଆଗାମୀ ସାହିତ୍ୟ ସଂସଦ ତରଫରୁ ପ୍ରଜ୍ଞା ପୁରୁଷ ସ୍ୱର୍ଗତ ଡଃ ଗଙ୍ଗାଧର ଗୁରୁଙ୍କ ଜୟନ୍ତୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ସଂସଦର ସଭାପତି ଡଃ ପ୍ରମୋଦ କୁମାର ପାଢୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଜୟନ୍ତୀ ସଭାରେ
Read More...

ଏମ୍‌.ରାମପୁରଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଶୁଣାଣି ଶିବିର ଅନୁଷ୍ଠିତ

ମ.ରାମପୁର, (ହେମନ୍‌ନ୍ତ ସାହୁ) : ଆଜି ଏମ୍‌. ରାମପୁର ସ୍ଥିତ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ଏବଂ ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜିଙ୍କ ଅଧ୍ୟକ୍ଷତାରେ ଏକ ଯୁଗ୍ମ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଉପଜିଲ୍ଲାପାଳ, ଭବାନୀପାଟଣା ଡ. ବିଶ୍ଵଜିତ
Read More...

ସଚେତନ ନାଗରିକ ମଞ୍ଚର ଆଗାମୀ ଦୁଇବର୍ଷ ପାଇଁ ମନୋନୀତ କମିଟି ଗଠନ

ରାଉରକେଲା, (ସସ୍ମିତା ପ୍ରଧାନ) : ସଚେତନ ନାଗରିକ ମଞ୍ଚର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ସେକ୍ଟର ୩ ଖଡ୍ଗ ଭବନଠାରେ ଅନୁଷ୍ଠିତ ହୋଇଯାଇଛି । ଉପସଭାପତି ଜଗବନ୍ଧୁ ଜେନାଙ୍କ ସଭାପତିତ୍ୱ ସାଧାରଣ ସଂପାଦକ ପିପି ରାୟଙ୍କ ଆବାହକତ୍ୱ ତଥା ଉପଦେଷ୍ଟା ଅଭୟ କୁମାର ଦାସଙ୍କ ଉପସ୍ଥିତିରେ ଆସନ୍ତା
Read More...

ବଲାଙ୍ଗିର ଜିଲ୍ଲା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଏକ ବଡ଼ ଉପହାର ସଂପର୍କରେ ଘୋଷଣା କଲେ ମନ୍ତ୍ରୀ ଟୁକୁନି

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଏକ ବଡ଼ ଉପହାର ସଂପର୍କରେ ଆଜି ଅପରାହ୍ନରେ ବଲାଙ୍ଗିର ସାମ୍ବାଦିକ ଭବନରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଘୋଷଣା କରିଛନ୍ତି ଓଡ଼ିଶାର ଜଳସେଚନ, ପରିବହନ ଓ ବାଣିଜ୍ୟ ବିଭାଗ ମନ୍ତ୍ରୀ ଶ୍ରୀମତୀ
Read More...

ଟ୍ରେନରେ ଗୋଡ କଟି ଚିକିତ୍ସିତ ଅବସ୍ଥାରେ ମୃତ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଟ୍ରେନରେ ଗୋଡ କଟି ଚିକିତ୍ସିତ ଅବସ୍ଥାରେ ମୃତ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ । ସୂଚନା ଅନୁସାରେ ସ୍ଥାନୀୟ ସୁଦପଡା ରେଳ ଷ୍ଟେସନ ନିକଟରେ ଜଣେ ଅଚିହ୍ନା ବୃଦ୍ଧାଙ୍କ ଗୋଡ କଟି ଯାଇଥିବା ବେଳେ ଅସହାୟ ଅବସ୍ଥାରେ ଉଦ୍ଧାର
Read More...

ବଲାଙ୍ଗିରଠାରେ ଆନ୍ତର୍ଜାତିକ ମିଲେଟ୍ ବର୍ଷ ପାଳନ ଅବସରରେ ସନ୍ତରଣ ଓ ଯୋଗାସନ ପ୍ରତିଯୋଗିତା

ବଲାଙ୍ଗିର, (କେପିଏନ୍‌ଏସ୍‌) : ଓଡ଼ିଶା ମିଲେଟ୍ ମିଶନ୍ ତଥା ଜିଲ୍ଲା କ୍ରୀଡ଼ା ବିଭାଗର ମିଳିତ ଆନୁକୂଲ୍ୟରେ ଆନ୍ତର୍ଜାତିକ ମିଲେଟ୍ ବର୍ଷ ୨୦୨୩ ପାଳନ ଅବସରରେ ଆଜି ସ୍ଥାନୀୟ ଆର୍.ଏନ୍‌. ସିଂହଦେଓ ସ୍ପୋର୍ଟସ କମ୍ପ୍ଲେକ୍ସଠାରେ ଏକ ସନ୍ତରଣ ଓ ଯୋଗାସନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି ।
Read More...

ପଖନମୁଣ୍ଡା ବିଦ୍ୟାଳୟ ପାଇବ ପ୍ରକୃତି ମିତ୍ର ପୁରସ୍କାର

ତୁରେକେଲା, (କୈଳାଶ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ଅନ୍ତର୍ଗତ ସୋମବାର ୨୯ ମଇ ୨୩ ଦିନ ମାନ୍ଦଲା କ୍ଳଷ୍ଟରର ପଖନମୁଣ୍ଡା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଚଳିତ ବର୍ଷ ଓଡ଼ିଶା ସରକାରଙ୍କ ଠାରୁ ପ୍ରକୃତି ମିତ୍ର ପୁରସ୍କାର ପାଇବା ପାଇଁ ମନୋନୀତ ହୋଇଛି । ଜଙ୍ଗଲ, ପରିବେଶ ଓ
Read More...

ଧାନ ଶସ୍ୟ କଟା ପରୀକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ବରପାଲି ବ୍ଲକ ଅନ୍ତର୍ଗତ ତେନ୍ତୁଲିପାଲି ଗ୍ରାମରେ କୋର କାର୍ବନଏକ୍ସ ସୋଲୁସନ ପ୍ରାଇଭେଟ ଲିମିଟେଡ଼ ଓ ମହାଶକ୍ତି ଫାଉଣ୍ଡେସନର ମିଳିତ ଆନୁକୂଲ୍ୟରେ ଏକ ଧାନ ଶସ୍ୟ କଟା ପରୀକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବିଶେଷ କରି ଓଦା, ଶୁଖିଲା
Read More...

ପତ୍ନୀଙ୍କୁ ମାରି ବାଡି ପଟେ ପୋତିଦେଲେ ସ୍ଵାମୀ

ବଣାଇ, (ନାରାୟଣ ଚନ୍ଦ୍ର ବେହେରା) : ସୁନ୍ଦରଗଡ଼ ଜିଲ୍ଲା ବଣାଇ ଥାନା ଅନ୍ତର୍ଗତ କେନ୍ଦ୍ରୀକଳା ପଞ୍ଚାୟତ ବଇଦପାଲି ଗ୍ରାମରେ ଘଟିଛି ଏକ ଅଭାବନୀୟ ଘଟଣା । ପତ୍ନୀଙ୍କୁ କୋଦାଳ ବେଣ୍ଟରେ ପିଟି ପିଟି ହତ୍ୟା କରିବା ପରେ ମୃତଦେହକୁ ଘରର ବାଡ଼ି ପଟେ ପୋତିଦେଲେ ସ୍ଵାମୀ । ରବିବାର ରାତି ୮ଟାରେ
Read More...

ଭିନ୍ନକ୍ଷମ ଓ ବରିଷ୍ଠ ନାଗରିକ ଚିହ୍ନଟିକରଣ ଶିବିର

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଅଫିସ ପରିସରରେ ଭିନ୍ନକ୍ଷମ ଓ ବରିଷ୍ଠ ନାଗରିକମାନଙ୍କର ଚିହ୍ନଟିକରଣ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ବରଗଡ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ତଥା ପାଇକମାଲ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଉପସ୍ଥିତ
Read More...