Monthly Archives

May 2023

ଭାରତ ଗୌରବ ପର୍ଯ୍ୟଟନ ଟ୍ରେନରେ ଗଙ୍ଗା ପୁଷ୍କରାଲା ଯାତ୍ରା ଦେଶରେ ଆଧ୍ୟାତ୍ମିକ ପର୍ଯ୍ୟଟନକୁ ପ୍ରୋତ୍ସାହନ ଦେବ :…

• ତୀର୍ଥଯାତ୍ରୀମାନେ ଓଡ଼ିଶାରେ ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିର ଏବଂ କୋଣାର୍କ ସୂର୍ଯ୍ୟ ମନ୍ଦିର ଓ ବେଳାଭୂମି ପରିଦର୍ଶନ କରିବେ ଭୁବନେଶ୍ୱର, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ, ଭାରତ ଗୌରବ ପର୍ଯ୍ୟଟନ ଟ୍ରେନରେ ଆରମ୍ଭ କରାଯାଇଥିବା ‘‘ଗଙ୍ଗା ପୁଷ୍କରାଲା
Read More...

ମହାସମାରୋହରେ ପାଳିତ ହେବାକୁ ଯାଉଛି ‘୫ମ ଜାତୀୟ ଗ୍ରାମୀଣ ଉତ୍ସବ’

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଆଜି ଠାରୁ ୦୪/୦୫/୨୦୨୩ ପର୍ଯ୍ୟନ୍ତ ତିନିଦିନ ବ୍ୟାପି କବି ପ୍ରସନ୍ନ ପାଟ୍ଟଶାଣୀ ଉଚ୍ଚ ବିଦ୍ୟାଳୟ, ମୁନିନ୍ଦା, ଡେଲାଙ୍ଗ, ପୁରୀ ପରିସରରେ ଭାଇଚାରା ଓ ଅସ୍ମିତାର ପର୍ବ '୫ମ ଜାତୀୟ ଗ୍ରାମୀଣ ଉତ୍ସବ' ମହାସମାରୋହରେ ପାଳିତ ହେବାକୁ ଯାଉଛି । ଏହି
Read More...

ଜୟ ଭାରତୀ ଶ୍ରମିକ ସଂଘର ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଗାଇସିଲାଟ ଅଂଚଳର ଶ୍ରମିକମାନଙ୍କୁ ନେଇ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳନ କରାଯାଇଛି । ଡ଼. ଆମ୍ବେଦକରଙ୍କ ଫଟୋରେ ମାଳା ଅର୍ପଣ କରାଯାଇ ମହମବତୀ ଜଳାଇ ସଭାପତି ଅରବିନ୍ଦ ପଣ୍ଡାଙ୍କ ସଭାପତିତ୍ୱରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ
Read More...

ବଲାଙ୍ଗିରରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମ ଦିବସ ପାଳନ

– ଶ୍ରମିକ ମାନେ ନିଜ ଅଧିକାର ସମ୍ପର୍କରେ ସଚେତନ ହେବା ଉପରେ ଗୁରୁତ୍ଵାରୋପ ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିରରେ ଆଜି ଜିଲ୍ଲା ସ୍ତରୀୟ ଆନ୍ତର୍ଜାତିକ ଶ୍ରମ ଦିବସ ପାଳିତ ହୋଇଯାଇଛି । ବଲାଙ୍ଗିର ସହର କଲେଜ ଛକ ସ୍ଥିତ କଲ୍ୟାଣ ମଣ୍ଡପଠାରେ ଓଡିଶା କୋଠାବାଡି ଓ ନିର୍ମାଣ ଶ୍ରମିକ
Read More...

ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ମଇ ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁସାରେ ଆଜି ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟ ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ
Read More...

ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି : ଅଙ୍ଗନବାଡି କେନ୍ଦ୍ରକୁ ଉନ୍ନୀତ ହେଲେ ୨୮୩୬ ମିନି ଅଙ୍ଗନବାଡି କେନ୍ଦ୍ର

ବାର୍ଷିକ ଅତିରିକ୍ତ ୧୮.୭୫ କୋଟି ଟଙ୍କା ବହନ କରିବେ ରାଜ୍ୟ ସରକାର ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟର ୨୮୩୬ ମିନି ଅଙ୍ଗନବାଡିକୁ ଉନ୍ନୀତ (upgrade) କରାଯାଇ ଅଙ୍ଗନବାଡି କେନ୍ଦ୍ରରେ ରାଜ୍ୟ ସରକାର ପରିଣତ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ସଂପର୍କୀତ ପ୍ରସ୍ତାବକୁ
Read More...

ଜିଲ୍ଲାସ୍ତରୀୟ ଆନ୍ତର୍ଜାତୀୟ ଶ୍ରମିକ ଦିବସ ୨୦୨୩ ପାଳିତ

୨୯୬ ଜଣ ପଞ୍ଜିକୃତ ନିର୍ମାଣ ଶ୍ରମିକ ହିତାଧିକାରୀଙ୍କୁ ଆର୍ଥିକ ସହାୟତା ପ୍ରଦାନ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ସହରର ସ୍ଥାନୀୟ ନୂତନ ଟାଉନ ହଲଠାରେ ଆନ୍ତର୍ଜାତୀୟ ଶ୍ରମିକ ଦିବସ ୨୦୨୩ ପାଳିତ ହୋଇଯାଇଛି । ଜିଲ୍ଲା ଶ୍ରମ ବିଭାଗ, ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ଆଇନ ସେବା
Read More...

କୋସଲି ସାହିତ୍ୟ ଆସର ଓ କବିତାର ଦୁଲ୍‌ଦୁଲି କାର୍ଯ୍ୟକ୍ରମ

ଟିଟିଲାଗଡ, (ସଞ୍ଜୟ କୁମାର ନାୟକ) : ଟିଟିଲାଗଡର ପ୍ରତିଷ୍ଠିତ କୋସଲି ଭାସା ସୁରକ୍ଷା ସମିତି ପକ୍ଷରୁ କୋସଲି ସାହିତ୍ୟ ଆସର ଓ କବିତାର ଦୁଲ୍‌ଦୁଲି କାର୍ଯ୍ୟକ୍ରମ ସ୍ଥାନୀୟ ପ୍ରଭାବତୀ ସ୍କୁଲ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏହି ପରିପ୍ରେକ୍ଷୀରେ ଏକ ଆଲୋଚନା ସଭା କରାଯାଇଥିଲା । ମୁଖ୍ୟ
Read More...

ପ୍ରଧାନ ଶିକ୍ଷକ ବଳିଷ୍ଠ ସାହୁଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସଭା

ବରଗଡ, (ନିରୋଜ କୁମାର ପାଣୀ) : ଆଜି ବରଗଡ଼ ଜିଲ୍ଲା ବରଗଡ ବ୍ଲକ ଖୁଣ୍ଟପାଲି କ୍ଲଷ୍ଟରର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁରୁଙ୍ଗାର ପ୍ରଧାନ ଶିକ୍ଷକ ବଳିଷ୍ଠ ସାହୁଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । ସେ ୧୯୯୭ ମସିହାରୁ ଚାକିରି ଆରମ୍ଭ କରି ଦୀର୍ଘ ୨୭ ବର୍ଷ
Read More...

ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ନିୟମିତ ଦାବୀ ଓ ୨ ମାସର ଦରମା ପ୍ରଦାନ ନେଇ ଶିକ୍ଷକ ସଂଘର ଦାବୀପତ୍ର ପ୍ରଦାନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାର ସରକାରୀ ହାଇସ୍କୁଲରେ ୨୦୧୬-୨୦୨୨ ମସିହାର ନିଯୁକ୍ତ ଶିକ୍ଷକ ଶିକ୍ଷୟିତ୍ରୀମାନେ ଦୁଇ ମାସର ଦରମା ଓ ନିୟମିତ ଦାବୀ ନେଇ ରାଜ୍ୟ ଚୁକ୍ତିଭିତ୍ତିକ ଶିକ୍ଷକ ସଂଘର ଉପସଭାପତି ବିନୋଦ କୁମାର ମିଶ୍ରଙ୍କ ନେତୃତ୍ୱରେ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ
Read More...