Monthly Archives

June 2023

ବାଇକ୍‌କୁ ପଛପଟୁ ଧକ୍କା ଦେଲା ମହିନ୍ଦ୍ରା ପିକ୍‌ଅପ୍‌ ଗାଡି : ୧ ଗୁରୁତର

ବରଗଡ, (ନିରୋଜ କୁମାର ପାଣୀ) : ବାଇକ୍‌କୁ ପଛପଟୁ ଧକ୍କା ଦେଲା ମହିନ୍ଦ୍ରା ପିକ୍‌ଅପ୍‌ ଗାଡି । ଫଳରେ ଜଣେ ଗୁରୁତର ଆହତ ହୋଇଥିବା ଜଣାପଡିଛି । ସୂଚନା ଅନୁସାରେ ପର୍ଥଲ୍ଲାର ବିଜୟ ସାହୁ (୨୮) ଆଜି ସନ୍ଧ୍ୟା ସମୟରେ ତାଙ୍କ ସାଙ୍ଗ ରମେଶ ସାହୁଙ୍କ ସହିତ ଏକ ବାଇକରେ ଆସୁଥିବା ସମୟରେ ଏକ ନମ୍ବର
Read More...

ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଶତବାର୍ଷିକୀ ସମାରୋହର ଉଦଯାପନୀ ଅଧିବେଶନକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

● ବିଶ୍ୱବିଦ୍ୟାଳୟର ପ୍ରଯୁକ୍ତି ବିଭାଗ, କମ୍ପ୍ୟୁଟର କେନ୍ଦ୍ର ଓ ଶିକ୍ଷା ବ୍ଲକ୍ ପାଇଁ କଲେ ଶିଳାନ୍ୟାସ● ସ୍ମାରକୀ ଶତବାର୍ଷିକୀ ଅଧ୍ୟାୟ - ଶତବାର୍ଷିକୀ ସମାରୋହର ସଂକଳନ; ଲୋଗୋ ପୁସ୍ତିକା - ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଓ ଏହାର ମହାବିଦ୍ୟାଳୟମାନଙ୍କର ଲୋଗୋ; ଏବଂ ଦିଲ୍ଲୀ ବିଶ୍ୱବିଦ୍ୟାଳୟର ୧୦୦
Read More...

ରାଷ୍ଟ୍ରପତି ପୁଟିନଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଦ୍ୱିପାକ୍ଷିକ, ଆଞ୍ଚଳିକ ଏବଂ ବିଶ୍ୱସ୍ତରୀୟ ପ୍ରସଙ୍ଗ ଉପରେ ଆଲୋଚନାଆଲୋଚନା ଏବଂ କୂଟନୈତିକ ମାର୍ଗ ଆପଣେଇବା ଉପରେ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱ ଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଋଷ ରାଷ୍ଟ୍ରପତି ଭ୍ଳାଦିମିର ପୁଟିନଙ୍କ ସହ ଟେଲିଫୋନ୍ ଯୋଗେ କଥା ହୋଇଛନ୍ତି ।
Read More...

ଦେଶର ୨୭୮ ଜିଲ୍ଲାରେ କାର୍ଯ୍ୟକାରୀ ହେବ ଜାତୀୟ ସିକଲ୍ ସେଲ୍ ରୋଗ ଉନ୍ମୁଳନ ଅଭିଯାନ

● ଅଭିଯାନରେ ଓଡ଼ିଶାର ୨୦ ଜିଲ୍ଲା ସାମିଲ ନୂଆଦିଲ୍ଲୀ, (ପିଆଇବି) : ୨୦୪୭ ସୁଦ୍ଧା ଦେଶରୁ ସିକଲ୍ ସେଲ୍ ରୋଗ ଉନ୍ମୁଳନ ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକାଲି ଜାତୀୟ ସିକଲ୍ ସେଲ୍ ରୋଗ ଉନ୍ମୁଳନ ଅଭିଯାନର ଶୁଭାରମ୍ଭ କରିବେ । ଓଡ଼ିଶା ସମେତ ଦେଶର ୧୭ଟି ରାଜ୍ୟର ୨୭୮ ଜିଲ୍ଲା,
Read More...

ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ଆୟୋଜିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଭାରତ ସରକାର ଯୁବ ବ୍ୟାପାର ଓ କ୍ରୀଡା ମନ୍ତ୍ରଣାଳୟ ସହାୟତା ତଥା ନେହେରୁ ଯୁବ କେନ୍ଦ୍ର ବଲାଙ୍ଗିର ଆନୁକୂଲ୍ୟରେ ଏବଂ ରାମଜୀ ଯୁବକ ସଂଘ, ସଦାଇପାଲି ସହାୟତାରେ ସଦାଇପାଲି ସ୍ଥିତ ସାଇଟ ଯନ୍ତ୍ରୀଙ୍କ ବିଦ୍ୟାଳୟ ପରିସରରେ ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ଆୟୋଜିତ
Read More...

ବଲାଙ୍ଗିର ଯାଦବ ସମାଜ ତରଫରୁ ସପ୍ତାହ ବ୍ୟାପୀ ବୃକ୍ଷରୋପଣ : ସାଂସଦଙ୍କ ଦ୍ୱାରା ଉଦ୍‌ଘାଟିତ ହେଲା ନୂତନ ଗୃହ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଯାଦବ ସମାଜ ପକ୍ଷରୁ ସବୁ ବର୍ଷ ପରି ଏ ବର୍ଷ ମଧ୍ୟ ବନ ମହୋତ୍ସବ ପାଇଁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ହାତକୁ ନେଇଥିବା ବେଳେ ଏ ବର୍ଷ ମଧ୍ୟ ଯାଦବ ଭବନରୁ ଯାଦବ ସମାଜ ପକ୍ଷରୁ ସାଂସଦ ସଂଗୀତା କୁମାରୀ ସିଂହଦେଓଙ୍କ ଦ୍ୱାରା ବୃକ୍ଷ ରୋପଣ କରାଯାଇ
Read More...

ଶିଶୁ ଶ୍ରମିକ ମୁକ୍ତ ଓଡିଶା ସଂକଳ୍ପ ନେଇ ଆରମ୍ଭ ହୋଇଛି ଶିଶୁ ଶ୍ରମିକ ନିରାକରଣ ସଚେତନତା କାର୍ୟ୍ୟକ୍ରମ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ବଲାଙ୍ଗିର ଜିଲ୍ଲା ପ୍ରଶାସନ, ଏଡ଼ଏଟ୍ଏକ୍ସନ୍ ଓ ୟୁନିସେଫ ଦ୍ୱାରା ଟିଟଲାଗଡ ମ୍ୟୁନିିସିପାଲିଟି କାର୍ୟ୍ୟାଳୟ ଠାରେ ସମସ୍ତ ଦାୟିତ୍ୱ ସଂପନ୍ନ ଗୋଷ୍ଠୀଙ୍କୁ ନେଇ ଶିଶୁ ଶ୍ରମିକ ଉପରେ ସଚେତନତା କାର୍ୟ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ୟ୍ୟକ୍ରମରେ
Read More...

ବଲାଙ୍ଗିର ଚାନ୍ଦ ମନ୍ଦିରରେ ଶ୍ରୀ ଶ୍ରୀ ଜଗନ୍ନାଥଙ୍କ ସୁନାବେଶ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସକଳ ରୂପ ଅରୁପର ଆଧାର, ବେଶ ବହୁଳ ଓ ବିଭିନ୍ନତାର ପରିପୂର୍ଣ୍ଣ ଜଗତର ନାଥ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କର ପ୍ରସିଦ୍ଧ ସୁନାବେଶ ଗୁରୁବାର ଦିନ ସ୍ଥାନୀୟ ଟିକ୍ରାପଡାଠାରେ ଶ୍ରୀକ୍ଷେତ୍ର ଚାନ୍ଦ ମନ୍ଦିରରେ ଅନୁଷ୍ଠିତ ହୋଇଯାଇଛି । ପବିତ୍ର ଆଷାଢ ଶୁକ୍ଳ
Read More...

ଡ଼. ଅଶୋକ କୁମାର ମହାପାତ୍ରଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ଜ୍ଞାପନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ସରକାରୀ ମହାବିଦ୍ୟାଳୟ, ବଲାଙ୍ଗିରର ଅଧ୍ୟକ୍ଷ ଡ଼. ଅଶୋକ କୁମାର ମହାପାତ୍ରଙ୍କୁ ଆଜି ସେବା ଅବସରକାଳୀନ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି । ସେ ବଡ଼ଗାଁ ସୁନ୍ଦରଗଡ଼ଠାରୁ ଅଧ୍ୟାପନା ଆରମ୍ଭ କରି ବରଗଡ଼ ପଞ୍ଚାୟତ ମହାବିଦ୍ୟାଳୟ, ସରକାରୀ ମହିଳା
Read More...

ସୂଚନା ଓ ଲୋକ ସମ୍ପର୍କ ବିଭାଗର ଉପନିର୍ଦ୍ଦେଶକଙ୍କ ଅବସର ଗ୍ରହଣ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସୂଚନା ଓ ଲୋକ ସମ୍ପର୍କ ବିଭାଗର ଉପନିର୍ଦ୍ଦେଶକ ତଥା ବଲାଙ୍ଗିର ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଦାୟିତ୍ଵରେ ଥିବା ଜୟଦେବ ପାଣିଗ୍ରାହୀ ସରକାରୀ ଚାକିରିରୁ ଅବସର ଗ୍ରହଣ କରିଛନ୍ତି । ସେ ଆଜି ବଲାଙ୍ଗିର ଜିଲ୍ଲାରେ ନୂତନ ଭାବେ ଯୋଗଦାନ କରିଥିବା
Read More...