ମେଣ୍ଡା ପଞ୍ଚାୟତରେ ପିଇବା ପାଣି ପାଇଁ ସମସ୍ତେ ଡହକବିକଳ
ତରଭା : ତରଭା ବ୍ଲକ ଅନ୍ତର୍ଗତ ମେଣ୍ଡା ଗ୍ରାମ ହେଉଛି ସର୍ବବୃହତ ପଞ୍ଚାୟତ । ଏହି ୧୪ଟି ଓ୍ବାର୍ଡ ଓ ସାତ ହଜାରରୁ ଅଧିକ ଲୋକସଂଖ୍ୟା ବିଶିଷ୍ଟ ଗ୍ରାମ ପଞ୍ଚାୟତରେ ଖରା ଦିନ ଆସିଗଲେ ପିଇବା ପାଣି ପାଇଁ ସମସ୍ତେ ହନ୍ତସନ୍ତ ହୋଇ ଡହକବିକଳ ହେଉଥିବା ଦେଖାଯାଉଛି । ସୂଚନାଯୋଗ୍ୟ ଯେ, ଏହି!-->…
Read More...
Read More...