Daily Archives

ସମସ୍ୟା ଘେରରେ ଦଧିବାମନପୁର ପ୍ରାଣୀ ସ୍ୱାସ୍ଥ୍ୟ ସହାୟକ କେନ୍ଦ୍ର

କଟକ ସଦର, (ଶ୍ରୀକାନ୍ତ ବେଉରା) : କଟକ ସଦର ୪୨ମୌଜା ଦଧିବାମନପୁର ପ୍ରାଣୀ ସ୍ୱାସ୍ଥ୍ୟ ସହାୟକ କେନ୍ଦ୍ର ଅଧୀନରେ ଦଧିବାମନପୁର ଓ ବ୍ରହ୍ମପୁର ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଗ୍ରାମ ସମୂହର ହିତାଧିକାରୀମାନେ ସେମାନଙ୍କ ଗୃହ ପାଳିତ ପଶୁ ପକ୍ଷୀ ମାନଙ୍କର ସ୍ୱାସ୍ଥ୍ୟ ସମସ୍ୟା ଓ ଚିକିତ୍ସା ଆଦି ପାଇଁ
Read More...

ଦେଓଗାଁ ବ୍ଲକରେ ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ସମ୍ପର୍କିତ ସଚେତନତା କାର୍ଯ୍ୟକ୍ରମ

ଦେଓଗାଁ, (ମନୀଷ କୁମାର ସାହୁ) : ଶୁକ୍ରବାର ଦିନ ଦେଓଗାଁ ବ୍ଲକ ଅର୍ନ୍ତଗତ ବ୍ରାହ୍ମଣୀଯୋର କ୍ଲଷ୍ଟରର ସମସ୍ତ ବିଦ୍ୟାଳୟର ମିଳିତ ସହଯୋଗରେ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଜି୨୦ ଅର୍ନ୍ତଗତ ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନର ଏକ ଜନ ଭାଗୀଦାରୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।
Read More...

ଚନ୍ଦନଭାଟି କ୍ଲଷ୍ଟରରେ ଅବସରକାଳୀନ ସମ୍ବର୍ଦ୍ଧନା ସଭା

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ବ୍ଲକ ଅଧିନସ୍ଥ ଚନ୍ଦନଭାଟି କ୍ଲଷ୍ଟରର ଶିକ୍ଷକ ଶିକ୍ଷୟତ୍ରୀଙ୍କ ଦ୍ୱାରା ଅବସର ଗ୍ରହଣ କରିଥିବା ବରକାନୀ(କ) ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ପାର୍ଥ ବାଗଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି । କେନ୍ଦ୍ର ବିଦ୍ୟାଳୟ,
Read More...

ସ୍ୱଚ୍ଛତା ଅଭିଯାନ ସମ୍ପର୍କିତ କର୍ମଶାଳା ଓ ବନ୍ଧୁମିଳନ କାର୍ଯ୍ୟକ୍ରମ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲା ମହକୁମା ସ୍ଥିତ ଛତ୍ରପୁର ବିଜ୍ଞାପିତ ଅଞ୍ଚଳ ପରିଷଦ ଆନୁକୂଲ୍ୟରେ ଛତ୍ରପୁର ନିୟୁ-ବସଷ୍ଟାଣ୍ଡ ପରିସରରେ ସ୍ୱଚ୍ଛତା ଅଭିଯାନ ସମ୍ପର୍କିତ କର୍ମଶାଳା, ସ୍ୱଚ୍ଛତା ସର୍ବେକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ସହରାଞ୍ଚଳରେ ନିୟୋଜିତ ସଫେଇ
Read More...

ନୂଆପାଲି ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଜନଭାଗିଦାରୀ କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସଦର ବଲାଙ୍ଗିର ବ୍ଲକ ଅନ୍ତର୍ଗତ ଶିବତଲା ଆଞ୍ଚଳିକ ସାଧନ କେନ୍ଦ୍ର ଅଧିନସ୍ଥ ସରକାରୀ ପ୍ରାଥମିକ ବିଦ୍ୟାଳୟ, ନୂଆପାଲିରେ ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ସମ୍ପର୍କରେ ଏକ ଜନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଆଞ୍ଚଳିକ ସାଧନ କେନ୍ଦ୍ର
Read More...

ମନ୍ତ୍ରୀ ମଣ୍ଡଳରୁ ବାଦ୍‌ ପଡିଲେ ରୋହିତ ପୂଜାରୀ

ଭୁବନେଶ୍ୱର : ମନ୍ତ୍ରୀ ମଣ୍ଡଳରୁ ବାଦ ପଡ଼ିଛନ୍ତି ରୋହିତ ପୂଜାରୀ । ବିଭାଗ ୱାରୀ ମୁଖ୍ୟମନ୍ତ୍ରୀ ସମୀକ୍ଷା କରିଥିବା ବେଳେ ସମୀକ୍ଷା ପରେ ଶ୍ରୀ ପୂଜାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି । ଉଚ୍ଚଶିକ୍ଷା ବିଭାଗର ପ୍ରଦର୍ଶନ ଖରାପ ଥିବାରୁ କାର୍ଯ୍ୟାନୁଷ୍ଠାନ ହୋଇଥିବା କୁହାଯାଇଛି
Read More...

ନବମ ଦିନରେ ଅମଲା ସଂଘର ଧାରଣା

ବଲାଙ୍ଗିର, (କେପିଏନ୍‌ଏସ୍‌) : ୪୨୦୦ ଗ୍ରେଡ଼୍‌ ପେ ଦାବୀରେ ବଲାଙ୍ଗିର ଜିଲ୍ଲା ଅମଲା ସଂଘ ଆଜି ନବମ ଦିନରେ ଧାରଣାରେ ବସିଛି । ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସାମ୍‌ନାରେ ଚାଲିଛି ଘନଘୋର୍‌ ଆନ୍ଦୋଳନ । ସରକାରଙ୍କ ସହ ଅମଲା ସଂଘର ରାଜ୍ୟସ୍ତରୀୟ ନେତାଙ୍କ ତୁହାକୁ ତୁହା ଆଲୋଚନା ଚାଲିଥିବା ମଧ୍ୟ
Read More...

ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି : ୫-ଟି ରୂପାନ୍ତରଣ କାର୍ଯ୍ୟକ୍ରମରେ ବାହନାଗା ହାଇସ୍କୁଲର ନବୀକରଣ କରାଯିବ

ଏକ ମଡେଲ ସ୍କୁଲ ଭାବରେ ବିକଶିତ ହେବ୧୫ ଦିନ ମଧ୍ୟରେ ଯୋଜନା ପ୍ରସ୍ତୁତ କରି ରିପୋର୍ଟ ଦେବା ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଭୁବନେଶ୍ୱର‍ : ବାଲେଶ୍ୱର ଜିଲ୍ଲାର ବାହନଗା ହାଇସ୍କୁଲ ତଥା ସ୍କୁଲ ପରିସରରେ ଥିବା ପ୍ରାଥମିକ ଓ ଏଲିମେଣ୍ଟାରି ସ୍କୁଲ ଗୃହ ୫-ଟି ରୂପାନ୍ତରଣ କାର୍ଯ୍ୟକ୍ରମରେ
Read More...

ତୁରେକେଲା ବ୍ଲକରେ ଜି୨୦ ଜନଭାଗିଦାରୀ କାର୍ଯ୍ୟକ୍ରମ ଅନୁଷ୍ଠିତ

ତୁରେକେଲା, (କୈଳାସ ସଗ୍ରିଆ) : ତୁରେକେଲା ବ୍ଲକ ଅନ୍ତର୍ଗତ ତୁରେକେଲା କ୍ଳଷ୍ଟର ଅଧୀନସ୍ଥ ସରକାରୀ ଉଚ୍ଚ ବିଦ୍ୟାଳୟ ତୁରେକେଲାଠାରେ ଜନଭାଗିଦାରୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ତୁରେକେଲା କ୍ଳଷ୍ଟରର ସଂଯୋଜକ ବିରଞ୍ଚି ନାରାୟଣ ଦାଶଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ ସଭାରେ
Read More...

ଟିଟିଲାଗଡ଼ ବ୍ଲକ ଅନ୍ତର୍ଗତ ବିଜେପୁର କ୍ଳଷ୍ଟରର ରିଗଡୁଲ ପ୍ରାଥମିକ ବିଦ୍ୟାଳୟରେ ଜନ ଭାଗିଦାରୀ କାର୍ଯ୍ୟକ୍ରମ ଅନୁଷ୍ଠିତ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଟିଟିଲାଗଡ଼ ବ୍ଲକ ଅନ୍ତର୍ଗତ ବିଜେପୁର କ୍ଲଷ୍ଟରର ଅଧୀନରେ ଥିବା ରିଗଡୁଲ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶୁକ୍ରବାର ଦିନ କ୍ଳଷ୍ଟରସ୍ତରୀୟ ଜନଭାଗୀଦାରୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଟିଟିଲାଗଡ଼
Read More...