Daily Archives

ମୁରଲିଧର ପରିଜାଙ୍କ ପଞ୍ଚମ ସ୍ମୃତିଚାରଣ ସଭା

ରାଉରକେଲା, (ସସ୍ମିତା ପ୍ରଧାନ) : ମୁରଲିଧର ପରିଜା ସ୍ମୃତି କମିଟି ତରଫରୁ ପ୍ରୟାତ ମୁରଲିଧର ପରିଜାଙ୍କ ପଞ୍ଚମ ସ୍ମୃତି ଚାରଣ ସଭା ସେକ୍ଟର ୫ ସ୍ଥିତ ଆଦର୍ଶ ସାହିତ୍ୟ ଘରଠାରେ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ସଭାପତି କୁଞ୍ଜବିହାରୀ ରାଉତଙ୍କ ସଭାପତିତ୍ୱ ଓ ସଂଯୋଜନା ତଥା ସାଧାରଣ ସଂପାଦକ
Read More...

ଶ୍ରୀ ଜଗନ୍ନାଥ କମିଟି ବମକର ରଥଯାତ୍ରା ପାଇଁ ପ୍ରସ୍ତୁତି ବୈଠକ

ମ.ରାମପୁର, (ହେମନ୍ତ ସାହୁ) : କଳାହାଣ୍ଡି ଜିଲ୍ଲାର ପ୍ରସିଦ୍ଧ ରଥଯାତ୍ରା କଢେଲ ସ୍ଥିତ ଶ୍ରୀ ଶ୍ରୀ ଜଗନ୍ନାଥ ମନ୍ଦିର କମିଟିର ରଥଯାତ୍ରା ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ସଭାପତି ଅନନ୍ତ ମାଝୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ବୈଠକରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ
Read More...

ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ତୀର୍ଥକ୍ଷେତ୍ର ଶ୍ରୀ ନୃସିଂହନାଥ ଯାତ୍ରୀ ନିବାସଠାରେ ପଦ୍ମପୁର ଯୁବ ଯାଦବ ସଂଗଠନ ତରଫରୁ ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ଏ, ଏ ୨ ଗ୍ରେଡ଼ରେ ପାସ କରିଥିବା ଯାଦବ ସମାଜ ଛାତ୍ରଛାତ୍ରୀମାନଙ୍କୁ ସମ୍ବର୍ଦ୍ଧନା ପ୍ରଦାନ
Read More...

କନ୍ଧପାଲିପଡ଼ା କବରଖାନାଠାରେ କମ୍ୟୁନିଟି ସେଣ୍ଟରର ଶୁଭ ଉଦ୍‌ଘାଟନ କଲେ ବିଧାୟକ ନରସିଂହ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆଜି ଅପରାହ୍ଣ ୬ ଘଣ୍ଟା ସମୟରେ କନ୍ଧପାଲିପଡ଼ା କବରଖାନାଠାରେ ବିଧାୟକ ଅନୁଦାନ ପାଣ୍ଠିରେ ନିର୍ମିତ ଏକ କମ୍ୟୁନିଟି ସେଣ୍ଟରର ଶୁଭ ଉଦ୍‌ଘାଟନ ବିଧାୟକ ନରସିଂହ ମିଶ୍ରଙ୍କ କରକମଳରେ ହୋଇଯାଇଛି । ଏହି ଅବସରରେ ଏକ ସଭାରେ ଉପସ୍ଥିତ ଲୋକଙ୍କ ସହ ବିଧାୟକ ବିଭିନ୍ନ
Read More...

ନଗର କଂଗ୍ରେସ କମିଟି ପକ୍ଷରୁ ଛୁଇଁବନ୍ଧଠାରେ ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତି ବିଶେଷଙ୍କ ଉଦ୍ଦେଶ୍ୟରେ…

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଗତ ୧୩ ତାରିଖ ଦିନ ଛୁଇଁବନ୍ଧଠାରେ ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତି ବିଶେଷଙ୍କ ଅମର ଆତ୍ମାର ସଦ୍‌ଗତି କାମନା ପୂର୍ବକ ଏକ ଶ୍ରଦ୍ଧାଞ୍ଜଳି ସଭା ନଗର କଂଗ୍ରେସ କମିଟି ପକ୍ଷରୁ ଜିଲ୍ଲା କଂଗ୍ରେସ ଭବନରେ ଅନୁଷ୍ଠିତ ହୋଇଯାଇଛି । ଉପସ୍ଥିତ ସଭ୍ୟମାନେ
Read More...

ନିଟ୍ ସର୍ବଭାରତୀୟ ପରୀକ୍ଷାରେ କୃତକାର୍ଯ୍ୟ ହୋଇଛନ୍ତି ଭେଉଁରିଆ ଗାଁର ଅଲପି ସାହୁ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଭେଉଁରିଆ ଗାଁର ମୂଳ ନିବାସୀ ପ୍ରକାଶ ଚନ୍ଦ୍ର ସାହୁ ଓ ଆରତୀ ସାହୁଙ୍କ ସୁପୁତ୍ରୀ ଅଲପି ସାହୁ ନିଟ୍‌ ପରୀକ୍ଷାରେ ସର୍ବଭାରତୀୟ ସ୍ତରରେ ୧୨୭୭୩ ରେଙ୍କ୍‌ରେ କୃତକାର୍ଯ୍ୟ ହୋଇଛନ୍ତି । ମା' ଆରତୀ ସାହୁ ବଲାଙ୍ଗିର ଜିଲ୍ଲା ଶିକ୍ଷା
Read More...

ପୁରୀ ରଥଯାତ୍ରା ପାଇଁ ବଲାଙ୍ଗିର ସହରରୁ ଗଲା ବିଂଛଣା

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆସନ୍ତା ଆଷାଢ ୨୦ ତାରିଖ ଦିନ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ବଲାଙ୍ଗିର ତେଲିଗୋଠପଡାରେ ନିର୍ମାଣ କରୁଥିବା ବାଉଁଶରେ ତିଆରି ବିଂଛଣା ପ୍ରଥମ କରି ବଲାଙ୍ଗିର ଜିଲ୍ଲାରୁ ସେବାୟତ, ଅତିଥି, ରେଡକ୍ରସ, ଅଗ୍ନିଶମ ବିଭାଗ, ସ୍ୱେଚ୍ଛାସେବୀ ସଂଗଠନ ଓ
Read More...

ଘନ ଘନ ଅଘୋଷିତ ବିଦ୍ୟୁତ କାଟକୁ ବିରୋଧ କରି ବିଜେପି ପକ୍ଷରୁ କୁଡାସିଂହା ଗ୍ରୀଡ ଘେରାଉ

ଦେଓଗାଁ, (ମନୀଷ କୁମାର ସାହୁ) : ବଲାଙ୍ଗିର ସଦର ବ୍ଲକ ଅନ୍ତର୍ଗତ କୁଡ଼ାସିଂହାରେ ଟାଟା ପାୱାରର ମନମୁଖୀ କାର୍ଯ୍ୟ ଓ ଘନ ଘନ ଅଘୋଷିତ ବିଦ୍ୟୁତ କାଟକୁ ବିରୋଧ କରି ଭାରତୀୟ ଜନତା ପାର୍ଟିର କୁଡାସିଂହା ମଣ୍ଡଳ ସଭାପତି ପୁରୁଷୋତ୍ତମ ସାହୁଙ୍କ ସଭାପତିତ୍ୱରେ ବିକ୍ଷୋପ କରି ସ୍ଥାନୀୟ ଗ୍ରୀଡ ଘେରାଉ
Read More...

ଛୁଇଁବନ୍ଧରେ ସଡକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ମୃତକଙ୍କ ପରିବାର ବର୍ଗଙ୍କୁ ଭେଟିଲେ ପୌରାଧ୍ୟକ୍ଷା ଲିକା ସାହୁ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିରରେ ଛୁଇଁବନ୍ଧରେ ଘଟିଯାଇଥିବା ସଡକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ମୃତକଙ୍କ ପରିବାର ବର୍ଗଙ୍କୁ ଭେଟିଛନ୍ତି ପୌରାଧ୍ୟକ୍ଷା ଲିକା ସାହୁ । ମୃତକଙ୍କ ପରିବାର ବର୍ଗଙ୍କୁ କନ୍ଧପାଲିପଡା ଓ ରାମଜୀପଡା ବାସଭବନରେ ସାକ୍ଷାତ କରିବା ସହିତ ପ୍ରଦୀପ
Read More...

ଖାଇବା ତେଲ କିଣିବାକୁ ଖାଉଟିଙ୍କୁ ଏବେ କମ୍ ଅର୍ଥ ଖର୍ଚ୍ଚ କରିବାକୁ ପଡିବ

ରିଫାଇନ୍‌ଡ ସୋୟାବିନ ଓ ସୂର୍ଯ୍ୟମୁଖୀ ତେଲ ଉପରୁ ମୌଳିକ ଆମଦାନୀ ଶୁଳ୍କ ୫% କମିଲାଆଜିଠାରୁ ରିଫାଇନ ହୋଇଥିବା ସୋୟାବିନ ଓ ସୂର୍ଯ୍ୟମୁଖୀ ତେଲ ଉପରୁ ମୌଳିକ ଆମଦାନୀ ଶୁଳ୍କ ୧୭.୫%ରୁ ୧୨. ୫ ଶତାଂଶକୁ ହ୍ରାସ ପାଇଲାଘରୋଇ ବଜାରରେ ଖାଇବା ତେଲର ମୂଲ୍ୟ ହ୍ରାସ କରିବାକୁ ସରକାରଙ୍କ ପକ୍ଷରୁ ଏଭଳି
Read More...