Daily Archives

ନିଟ ପରୀକ୍ଷାରେ ସର୍ବାଧିକ ନମ୍ବର ରଖି ବିବିନା ଆଦର୍ଶ ବିଦ୍ୟାଳୟର ଛାତ୍ର ଅଜୟଙ୍କ ସଫଳତା

ସଇଁନ୍ତଲା : ଦିନ ରାତି କଠିନ ପରିଶ୍ରମ, ଧର୍ଯ୍ୟ, ଆଶା, ବିଶ୍ୱାସ ମନରେ ଥିଲା ଦୃଢ଼ ସଂକଳ୍ପ । ବଡ଼ ହୋଇ ଲୋକଙ୍କ ସେବା ସହଯୋଗ କରିବି ବୋଲି ଆଶା ନେଇ ଦିନ ରାତି ଏକ କରି ପାଠ ପଢି ଏବେ ଜିଲ୍ଲା ତଥା ରାଜ୍ୟର ସମସ୍ତ ଆଦର୍ଶ ବିଦ୍ୟାଳୟ ମଧ୍ୟରେ ବିବିନା ଆଦର୍ଶ ବିଦ୍ୟାଳୟର ଛାତ୍ର ତଥା ବରଗଡ଼
Read More...

ମାନବିକତା ଦେଖାଇଲେ ପୂର୍ବତନ ଭାଲୁମୁଣ୍ଡା ସରପଞ୍ଚ ଉପେନ୍ଦ୍ର ମେହେର

ରୋଗାଗ୍ରସ୍ତ ଗାଈକୁ ଉଦ୍ଧାର କରି ଚିକିତ୍ସା କରାଇଲେ ବଙ୍ଗୋମୁଣ୍ଡା, (ହୁଲେଶ୍ୱର ହଂସ) : ମାନବିକତା ଦେଖାଇଲେ ପୂର୍ବତନ ଭାଲୁମୁଣ୍ଡା ସରପଞ୍ଚ ଉପେନ୍ଦ୍ର ମେହେର । ରୋଗାଗ୍ରସ୍ତ ଗାଈକୁ ଉଦ୍ଧାର କରି ଚିକିତ୍ସା କରାଇଲେ । ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ କାର୍ଯ୍ୟାଳୟ ପରିସରରେ ଥିବା
Read More...

ମାରୱାଡି ୟୁବା ମଞ୍ଚ ବିକାଶ ଶାଖା ତରଫରୁ ରକ୍ତଦାନ ଶିବିର

ବଙ୍ଗୋମୁଣ୍ଡା, (ହୁଲେଶ୍ୱର ହଂସ) : ଓଡ଼ିଶା ପ୍ରାନ୍ତୀୟ ମାରୱାଡି ୟୁବା ମଞ୍ଚ ନିର୍ଦ୍ଦେଶ ପୁରା ରାଜ୍ୟ ସାତ ଦିନ ଧରି ରାଜ୍ୟ ବ୍ୟାପୀ ରକ୍ତଦାନ ଶିବିରରେ ୨୫୦ ଶିବିର କରି ୧୧୧୧୧ ୟୁନିଟ ରକ୍ତଦାନ କରିବା ପାଇଁ ରାଜ୍ୟ ସଭାପତି ପରାଗ ଅଗ୍ରୱାଲ ନିର୍ଦେଶ ଅନୁଯାୟୀ ଆଜି ବଲାଙ୍ଗିର ଜିଲ୍ଲା
Read More...

ଜଙ୍ଗଲର ବିଜ୍ଞାନଭିତ୍ତିକ ପରିଚାଳନା ଓ ନୂଆ ରକ୍ଷଣାବେକ୍ଷଣ ବ୍ୟବସ୍ଥା ସଂକ୍ରାନ୍ତ ଜାତୀୟ କାର୍ଯ୍ୟକାରୀ ଯୋଜନା…

ନୂଆଦିଲ୍ଲୀ, (ପିଆଇବି) : ଜଙ୍ଗଲର ବିଜ୍ଞାନଭିତ୍ତିକ ପରିଚାଳନା ଓ ନୂତନ ରକ୍ଷଣାବେକ୍ଷଣ ବ୍ୟବସ୍ଥା ସଂକ୍ରାନ୍ତ ଜାତୀୟ କାର୍ଯ୍ୟକାରୀ ଯୋଜନା କୋଡ୍‌-୨୦୨୩ ପ୍ରକାଶ ପାଇଛି । କେନ୍ଦ୍ର ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ ପକ୍ଷରୁ ଏହି ଜାତୀୟ କାର୍ଯ୍ୟକାରୀ ଯୋଜନାକୁ ପ୍ରକାଶ
Read More...

ବିଶିଷ୍ଟ ବ୍ୟବସାୟୀ କ୍ଷେତ୍ରବାସୀ ସାହୁଙ୍କ ପରଲୋକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ସହରର ବିଶିଷ୍ଟ ବ୍ୟବସାୟୀ କ୍ଷେତ୍ରବାସୀ ସାହୁଙ୍କ ଗତକାଲି ରାତି ପ୍ରାୟ ୧୧ ଘଣ୍ଟା ୨୫ ମିନିଟ ସମୟରେ ନିଜର ବାସଭବନରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଯାଇଛି । ବାର୍ଦ୍ଧକ୍ୟ ଜନିତ ଅସୁସ୍ଥ ହୋଇ ସେ ଚିକିତ୍ସିତ ହେଉଥିଲେ
Read More...

କାର ଭିତରୁ ୭ ବର୍ଷର ଶିଶୁ ପୁତ୍ରର ମୃତଦେହ ଠାବ : ହତ୍ୟା ସନ୍ଦେହ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଟିଟିଲାଗଡ଼ ନିକଟସ୍ଥ ଘଣ୍ଟବାହାଲି ଗ୍ରାମର ଗୋଟିଏ କାର ଭିତରୁ ୭ ବର୍ଷ ବୟସର ପିଲାର ମୃତଦେହ ଉଦ୍ଧାର ହୋଇଥିବା ଖବର ମିଳିଛି । ମୃତ ପିଲାର ନାମ ବେଦବ୍ୟାସ ଜାନି, ପିତା ଅନାମି ଜାନି । ଅପରାହ୍ନ ତିନିଟାରୁ ଘରୁ ଖେଳିବା ପାଇଁ ଯାଇଥିବା ବେଳେ କାର ଭିତରୁ
Read More...

ଅସହାୟ ଶବ ସତ୍କାର କଲା ସଂକଳ୍ପ ପରିବାର

ବରଗଡ଼, (ନିରୋଜ କୁମାର ପାଣୀ) : ବରଗଡ଼ ବ୍ଲକ ଉପକଣ୍ଠ ଚାରପାଲି ଗ୍ରାମରେ ଆଜି ଜଣେ ବ୍ୟକ୍ତିଙ୍କ ମୃତ୍ୟୁବରଣ ପରେ ଦୀର୍ଘ ସମୟ ପର୍ଯ୍ୟନ୍ତ ତାର ମୃତ ଶରୀର ପଡିରହିଥିଲା । ଖବର ପାଇ ସଂକଳ୍ପ ପରିବାରର ସ୍ୱେଚ୍ଛାସେବୀମାନେ ତାଙ୍କର ଶବ ସତ୍କାର କରିଥିଲେ । ସୂଚନା କ୍ରମେ ବରଗଡ଼ ସଦରଥାନା
Read More...

ଆନ୍ତର୍ଜାତିକ ସ୍ତରର ପ୍ଲେ ସ୍କୁଲର ଆବଶ୍ୟକତା ଉପରେ ଆଲୋଚନାଚକ୍ର

ରାଉରକେଲା, (ସସ୍ମିତା ପ୍ରଧାନ) : ଏକଦା ରାଉରକେଲାକୁ ଶିକ୍ଷାର ରାଜଧାନୀ କୁହାଯାଉଥିଲା । ବ୍ୟାପକ ଭିତ୍ତିଭୂମି ଥିବା ସତ୍ତ୍ବେ ଆନ୍ତର୍ଜାତିକ ସ୍ତରର ପ୍ଲେ ସ୍କୁଲର ଅଭାବ ଅଛି ବୋଲି ଏନ୍‌ଆଇଟିର ପ୍ରାକ୍ତନ ନିର୍ଦ୍ଦେଶକ ଡଃ ସୁନିଲ୍ ଷଡଙ୍ଗୀ ମୁଖ୍ୟଅତିଥି ଭାବେ ଯୋଗଦେଇ ମତ ରଖିଛନ୍ତି ।
Read More...

ଉତ୍କଳ ସ୍ନେହୀ ମହିଳା ସମିତିର ରଜ ମିଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାର ଅଗ୍ରଣୀ ସାମାଜିକ-ସ୍ୱେଚ୍ଛାସେବୀ ଅନୁଷ୍ଠାନ ଉତ୍କଳ ସ୍ନେହୀ ମହିଳା ସମିତି ଆନୁକୂଲ୍ୟରେ ରଜ ମିଳନ ଅତ୍ୟନ୍ତ ଉତ୍ସାହ ଉଦ୍ଦୀପନା ସହ ପାଳିତ ହୋଇଯାଇଛି । ଏଥିରେ ସଦସ୍ୟାମାନଙ୍କ ମଧ୍ୟରେ ନୃତ୍ୟ, ସଙ୍ଗୀତ, ଅନ୍ତାକ୍ଷରୀ ଏବଂ ସାଧାରଣ ଜ୍ଞାନ
Read More...

ଓଡ଼ିଆ ଭାଷା ବିକାଶ ମଞ୍ଚର ଫକୀର ମୋହନଙ୍କ ତିରୋଧାନ ଦିବସରେ ଶ୍ରଦ୍ଧାଞ୍ଜଳି

ରାଉରକେଲା, (ସସ୍ମିତା ପ୍ରଧାନ) : ଓଡ଼ିଆ ଭାଷା ବିକାଶ ମଞ୍ଚର ସାଧାରଣ ସମ୍ପାଦକ ଆର୍ତ୍ତତ୍ରାଣ ମହାପାତ୍ରଙ୍କ ଆବାହକତ୍ୱ ଓ ସଭାପତି ପ୍ରଶାନ୍ତ କୁମାର ପତିଙ୍କ ଅଧ୍ୟକ୍ଷତାରେ ବ୍ୟାସକବିଙ୍କ ତିରୋଧନ ଦିବସ ଉପଲକ୍ଷେ ସେକ୍ଟର-୭ ସ୍ଥିତ ଫକୀର ମୋହନଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧା ସୁମନ ଅର୍ପଣ ଓ
Read More...