ବର୍ଷାର ପ୍ରଭାବକୁ ନେଇ ୧୩ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
ଭୁବନେଶ୍ୱର : ସକ୍ରିୟ ଲଘୁଚାପ କ୍ଷେତ୍ର ପ୍ରଭାବରେ ସାରା ରାଜ୍ୟରେ ଜାରି ରହିଛି ବର୍ଷା । ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୧୩ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ତେବେ ସୋନପୁର, ବୌଦ୍ଧ, ବଲାଙ୍ଗିର, ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ନୂଆପଡ଼ା,!-->…
Read More...
Read More...