Monthly Archives

June 2023

କେନ୍ଦ୍ରୀୟ କ୍ଷେତ୍ର ଯୋଜନା, ‘କୋଇଲା ଓ ଲିଗ୍‌ନାଇଇଟ୍ ଅନ୍ୱେଷଣ ଯୋଜନା’କୁ ଜାରି ରଖିବା ପାଇଁ ମଞ୍ଜୁରି ପ୍ରଦାନ କରିଛି…

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି (ସିସିଇଏ) ୨୯୮୦ କୋଟି ଟଙ୍କାର ଆନୁମାନିକ ବ୍ୟୟ ସହିତ କେନ୍ଦ୍ରୀୟ କ୍ଷେତ୍ରର ଯୋଜନା, ‘କୋଇଲା ଏବଂ ଲିଗ୍‌ନାଇଇଟ୍ ଅନ୍ୱେଷଣ ଯୋଜନା’କୁ ୨୦୨୧-୨୨ରୁ ୨୦୨୫-୨୬
Read More...

ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ରାମଚନ୍ଦ୍ର ପଧାନଙ୍କ ପରଲୋକ

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ ବଡ଼ବନ୍ଧ ଗାଁର ପ୍ରାଥମିକ ବିଦ୍ୟାଳୟର ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ରାମଚନ୍ଦ୍ର ପଧାନ (୭୮)ଙ୍କ ଗତ ମଙ୍ଗଳବାର ସକାଳେ ପରଲୋକ ଘଟିଯାଇଛି । ତାଙ୍କର ମୃତ୍ୟୁ ଖବର ପ୍ରଚାରିତ ହେବା ପରେ ଅଞ୍ଚଳର ଶୋକର ଛାୟା ଖେଳିଯାଇଛି । ତାଙ୍କ ଶେଷ ସମୟରେ
Read More...

କୁଆପଥର ଓ ଘୁର୍ଣ୍ଣିଝଡରେ କ୍ଷତିଗ୍ରସ୍ତ ନାରାୟଣପାଟଣାର ୨୧ ଆଦିବାସୀ ପରିବାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ୬ ଲକ୍ଷ ୩୦ ହଜାର…

ଭୁବନେଶ୍ୱର : ନିକଟରେ କୁଆପଥର ଓ ଘୂର୍ଣ୍ଣିଝଡରେ କ୍ଷତିଗ୍ରସ୍ତ କୋରାପୁଟ ନାରାୟଣପାଟଣା ବ୍ଲକ ଲଙ୍ଗଳବେଡା ପଞ୍ଚାୟତର କନକପୁଟ ଓ ଦଳେଇପେଟା ଗାଁର ୨୧ଟି ଅତ୍ୟନ୍ତ ଗରିବ ଆଦିବାସୀ ପରିବାରଙ୍କ ଘର ସମ୍ପୂର୍ଣ୍ଣ ଭାବରେ ନଷ୍ଟ ହୋଇଯାଇଛି । ସେମାନଙ୍କ ଘରର ପୁନଃନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ
Read More...

ବାହାନଗା ମର୍ମନ୍ତୁଦ ରେଳ ଦୁର୍ଘଟଣା ପ୍ରସଙ୍ଗରେ ବିରୋଧୀ ରାଜନୈତିକ ଦଳ ତରଫରୁ ଜୁନ୍ ୧୨ ରାଉରକେଲା ରେଳଷ୍ଟେସନ ଆଗରେ…

ରାଉରକେଲା, (ସସ୍ମିତା ପ୍ରଧାନ) : ସୁପ୍ରିମକୋର୍ଟଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଏକ ସ୍ୱତନ୍ତ୍ର ଅନୁସନ୍ଧାନକାରୀ ଦଳ (ଏସ୍‌ଆଇଟି) ଦ୍ୱାରା ବାହାନଗା ରେଳ ଦୁର୍ଘଟଣାର ତଦନ୍ତ, କେନ୍ଦ୍ର ସରକାରଙ୍କ ହାତ ବାରିସୀ ସାଜି ଲୋକଙ୍କର ବିଶ୍ୱାସ ହରାଇଥିବା ସିବିଆଇ ତଦନ୍ତକୁ ପ୍ରତ୍ୟାହାର କରିବା, ରେଳ
Read More...

ତରେଇ ପାଟପୁର କଳାକାର ସଂଘ ପୁରସ୍କୃତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ଲୋକକଳା ଲୋକନୃତ୍ୟ ପରମ୍ପରା ମଧ୍ୟରେ ଦଣ୍ଡନାଚ ଓ ଥିଏଟର୍‌ ଏକ ସ୍ୱତନ୍ତ୍ର ସ୍ଥାନ ପାଇଛି । ପ୍ରତ୍ୟେକ ଲୋକନାଟ୍ୟ ସାଂସ୍କୃତିକ ପରମ୍ପରା ଯାନିଯାତ୍ରା, ପର୍ବପର୍ବାଣୀ, ଉତ୍ସବାନୁଷ୍ଠାନ ମାନଙ୍କରେ ଏହି ଗ୍ରାମୀଣ ପରମ୍ପରା ମଧ୍ୟରେ
Read More...

ଯାଜପୁର ରୋଡ ଷ୍ଟେସନରେ ଟ୍ରେନରେ କଟି ୬ଜଣ ଶ୍ରମିକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶୋକ ପ୍ରକାଶ

ଭୁବନେଶ୍ୱର : ଯାଜପୁର ରୋଡ ଷ୍ଟେସନରେ ଟ୍ରେନରେ କଟି ୬ଜଣ ଶ୍ରମିକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୫ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ।
Read More...

ଖରସେଲବାଞ୍ଜି ଗ୍ରାମରେ ବନ ବିଭାଗର ଚଢାଉ : ୨ ଗିରଫ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲା ଅନ୍ତର୍ଗତ ଟିକ୍ରାପଡା ବିଭାଗର ଖରସେଲବାଞ୍ଜି ଗ୍ରାମରେ ବନ ବିଭାଗ ପକ୍ଷରୁ ଚଢାଉ କରାଯାଇଥିଲା । ଚଢାଉରେ ପାଟଣାଗଡ ବନ ବିଭାଗ କର୍ମଚାରୀମାନେ ସାମିଲ ଥିବା ବେଳେ ୭ ଟି ଶାଗୁଆନ ସାଇଜ୍, ୩ ଟି ଶାଗୁଆନ ଗଣ୍ଡି ଏବଂ କାଠ ତିଆରି ଉପକରଣ
Read More...

ବଲାଙ୍ଗିର ବନ ବିଭାଗ ପକ୍ଷରୁ ଛତୁ ମଞ୍ଜି ବୋଟଲ ପ୍ରଦାନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆମ ଜଙ୍ଗଲ ଯୋଜନା, ମିଶନ ଶକ୍ତି ଓ ଷ୍ଟେଟ ବ୍ୟାଙ୍କ ଗ୍ରାମୀଣ ଆତ୍ମ ନିଯୁକ୍ତି ପ୍ରଶିକ୍ଷଣ ପ୍ରତିଷ୍ଠାନ, ବଲାଙ୍ଗିରଙ୍କ ମିଳିତ ଉଦ୍ୟମରେ ଗତ ମାର୍ଚ୍ଚ ୨୨ ତାରିଖ ଠାରୁ ୩୧ ତାରିଖ ପର୍ଯ୍ୟନ୍ତ ପଣ୍ଡରାପିଟା ଗ୍ରାମର ୩୦ଜଣ ମହିଳା ସ୍ୱଂୟ ସହାୟିକା ଗୋଷ୍ଠୀର
Read More...

ଧନଞ୍ଜୟ ମହାନ୍ତିଙ୍କୁ ସଚେତନ ନାଗରିକ ମଞ୍ଚ ତରଫରୁ ଶ୍ରଦ୍ଧାଞ୍ଜଳି

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାର ପ୍ରାକ୍ତନ ବିଧାୟକ ତଥା ପ୍ରାକ୍ତନ ସାଂସଦ ଧନଞ୍ଜୟ ମହାନ୍ତିଙ୍କ ୧୦୯ତମ ଜୟନ୍ତୀ ଅବସରରେ ସଚେତନ ନାଗରିକ ମଞ୍ଚ ତରଫରୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । ସ୍ୱର୍ଗତ ମହାନ୍ତି ଥିଲେ ସୁନ୍ଦରଗଡ ଜିଲ୍ଲା ରାଜନୀତିର ଭଗୀରଥ । ପ୍ରଜାମଣ୍ଡଳର ଅଗ୍ରଣୀ
Read More...

ପିପଲପଡ଼ା କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ଡମ କର୍ଲାଖୁଣ୍ଟା ଚାମ୍ପିଅନ

ମ.ରାମପୁର, (ହେମନ୍ତ ସାହୁ) : ମ.ରାମପୁର ବ୍ଲକ ପିପଲପଡ଼ାଠାରେ କ୍ରିକେଟ୍ କ୍ଲବ ତରଫରୁ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ । ୧୦ ଓଭର ବିଶିଷ୍ଟ ମ୍ୟାଚ ଖେଳା ଯାଇଥିଲା । ଫାଇନାଲରେ ଡମ କର୍ଲାଖୁଣ୍ଟା ଓ ପିପଲପଡ଼ା ମଧ୍ୟରେ ଖେଳା ଯାଇଥିଲା ପ୍ରଥମେ ପିପଲପଡ଼ା ଦଳ ଟସ୍ ଜିତି ବ୍ୟାଟିଂ
Read More...