Monthly Archives

July 2023

ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ସିଆଲବାହାଲିର ଶିକ୍ଷକଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସଭା

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ବ୍ଲକ ଅନ୍ତର୍ଗତ ସିଆଲବାହାଲି ଉନ୍ନୀତ ଉଚ୍ଚ ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ପ୍ରମୋଦ କୁମାର ପ୍ରଧାନଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସଭା ବିଦ୍ୟାଳୟ ପ୍ରାଙ୍ଗଣରେ ପ୍ରଧାନ ଶିକ୍ଷକ ସଂଜୟ କୁମାର ଶତପଥୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏହି
Read More...

ନାଗରିକ ସୁରକ୍ଷା କମିଟି ଆହ୍ୱାନରେ ପଥପ୍ରାନ୍ତ କବିତା ପାଠୋତ୍ସବ, ଅଗଷ୍ଟ ୨୦ ମହାକନଭେନସନକୁ ସଫଳ କରିବାକୁ ଆହ୍ୱାନ

ରାଉରକେଲା, (ସସ୍ମିତା ପ୍ରଧାନ) : ନାଗରିକ ସୁରକ୍ଷା କମିଟି ଆହ୍ୱାନରେ ରାଉରକେଲା ତଥା ସୁନ୍ଦରଗଡ଼ ଜିଲ୍ଲାର ବିଭିନ୍ନ ପ୍ରଗତିଶୀଳ କବିମାନଙ୍କୁ ନେଇ ଏକ ପଥପ୍ରାନ୍ତ କବିତା ପାଠୋତ୍ସବ ଭଞ୍ଜ ଭବନ ସମ୍ମୁଖରେ ଅନୁଷ୍ଠିତ ହୋଇଯାଇଛି । ନାଗରିକ ସୁରକ୍ଷା କମିଟି ଉପସ୍ଥାପିତ କରିଥିବା ସୁନ୍ଦରଗଡ଼
Read More...

ଶିକ୍ଷକଙ୍କ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା

ଦେଓଗାଁ, (କେପିଏନ୍‌ଏସ୍‌) : ଆଜି ବଗଡ଼ା ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ତପନ କୁମାର ନାଗଙ୍କ ଅଧ୍ୟକ୍ଷତାରେ ସରକାରୀ ପ୍ରାଥମିକ ବିଦ୍ୟାଳୟ, ପାଣ୍ଡେଲରେ ପ୍ରଧାନ ଶିକ୍ଷକ କାମଦେବ ସାହୁଙ୍କ ଉଦ୍ଦେଶ୍ୟରେ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ସମାରୋହ କେନ୍ଦ୍ରର ସମସ୍ତ ଶିକ୍ଷକ ଏବଂ
Read More...

ହିନ୍ଦୀ ଶିକ୍ଷକ କୁଳେନ୍ଦ୍ର ପ୍ରସାଦ ବୈଠାରୁଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସଭା

କଳାହାଣ୍ଡି, (ପି.କେ. ସାହୁ) : କଳାହାଣ୍ଡି ଜିଲ୍ଲା ମ. ରାମପୁର ବ୍ଲକ ଅଲାତରା, ପଞ୍ଚସଖା ସରକାରୀ ଉଚ୍ଚ ବିଦ୍ୟାଳୟରେ ଆଜି ପ୍ରଧାନ ଶିକ୍ଷୟିତ୍ରୀ ଶକୁନ୍ତଳା ମିଶ୍ରଙ୍କ ସଭାପତିତ୍ୱରେ ହିନ୍ଦୀ ଶିକ୍ଷକ କୁଳେନ୍ଦ୍ର ପ୍ରସାଦ ବୈଠାରୁଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି ।
Read More...

ରେଲଧାରଣା କଡ଼ରୁ ଯୁବତୀଙ୍କ ମୃତଦେହ ଉଦ୍ଧାର

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହା ବ୍ଲକ ବୁର୍ଡା ଶିବ ମନ୍ଦିର ନିକଟ ରେଳଧାରଣା କଡ଼ରେ ଜନୈକା ଯୁବତୀଙ୍କ ମୃତଦେହ ଦେଖିବାକୁ ମିଳିଛି । ଆଜି ସକାଳେ ସ୍ଥାନୀୟ ଲୋକେ ଶୌଚ ହେବା ପାଇଁ ଗଲା ବେଳେ ରେଳ ଲାଇନ ନିକଟରେ ଜନୈକା ଯୁବତୀ ମୁହଁମାଡି ପଡିଥିବା ଦେଖିବାକୁ ପାଇଥିଲେ । ମୃତ
Read More...

ମାଗୁରବେଡାରେ ବନ ମହୋତ୍ସବ କାର୍ଯ୍ୟକ୍ରମ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ, ଓଡିଶା ସରକାରଙ୍କ ତରଫରୁ ଲୋଇସିଂହା ବ୍ଲକ ମାଗୁରବେଡା ପଞ୍ଚାୟତ କାର୍ଯ୍ୟାଳୟ ଏବଂ ପ୍ରାଥମିକ ବିଦ୍ୟାଳୟ ପରିସରରେ ୭୪ତମ ବନ ମହୋତ୍ସବ ଆୟୋଜିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ ବୃକ୍ଷରୋପଣ କାର୍ଯ୍ୟକ୍ରମରେ
Read More...

ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟରେ ବିଦାୟ ସମ୍ୱର୍ଦ୍ଧନା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟର ସମ୍ମିଳନୀ ପ୍ରକୋଷ୍ଠରେ ଏକ ବିଦାୟକାଳୀନ ସଭା ଅଧ୍ୟକ୍ଷ ଡଃ ଲଳିତେନ୍ଦୁ ନାୟକଙ୍କ ସଭାପତିତ୍ଵରେ ଅନୁଷ୍ଠିତ ହୋଇଯାଇଛି । ବିଦାୟୀ ପ୍ରଧ୍ୟାପକ ସରୋଜ କୁମାର ପ୍ରଧାନଙ୍କୁ ଅଧ୍ୟକ୍ଷ ତଥା ଅଧ୍ୟାପକ-ଅଧ୍ୟାପିକା ବିଦାୟକାଳୀନ
Read More...

ବରଗଡ଼ରେ ସମ୍ବଲପୁରୀ ଦିନ ପାଳନ

ଅଗଷ୍ଟ ୧ରେ ସମସ୍ତ କର୍ମଚାରୀ ପରିଧାନ କରିବେ ସମ୍ବଲପୁରୀ ବସ୍ତ୍ର : ଜିଲ୍ଲାପାଳ ବରଗଡ଼, (ନିରୋଜ କୁମାର ପାଣୀ) : ଗୁରୁଶ୍ରୀ ସତ୍ୟନାରାୟଣ ବହିଦାରଙ୍କ ଜନ୍ମଦିନକୁ ସ୍ମୃତିରେ ରଖି ଅଗଷ୍ଟ ୧ ତାରିଖ ବରଗଡ଼ ଜିଲ୍ଲାରେ ସମ୍ବଲପୁରୀ ଦିନ୍ ଭାବରେ ପାଳନ କରାଯିବ । ଏନେଇ ଜିଲ୍ଲା ପ୍ରଶାସନ
Read More...

କଳାକାରଙ୍କୁ ସମ୍ବର୍ଦ୍ଧିତ କଲେ ଲିକା ସାହୁ

ବଲାଙ୍ଗିର, (ଦେବାଶିଷ ମିଶ୍ର) : କେନ୍ଦ୍ର ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟ ତରଫରୁ ଲୋକ ସଂଗୀତରେ ସୁଶ୍ରୀତା ଗରୁଡ, ଲୋକ ନାଟକରେ ସାଗର କୁମ୍ଭାର ମେଧାବୃତ୍ତି ପାଇବା ପାଇଁ ମନୋନୀତ ହୋଇଥିବା ତଥା ସଂସ୍କୃତି ଗବେଷକ ନିଳାଚଳ ନନ୍ଦଙ୍କୁ ପୌରାଧ୍ୟକ୍ଷା ଶ୍ରୀମତୀ ଲିକା ସାହୁ ସମ୍ବର୍ଦ୍ଧିତ
Read More...

ବଙ୍ଗୋମୁଣ୍ଡା ବ୍ଲକ ଅଫିସରେ ପ୍ରଶାସନର ଜନ-ଅଭିଯୋଗ ଶୁଣାଣି

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜୁଲାଇ ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁସାରେ ଆଜି ବଙ୍ଗୋମୁଣ୍ଡା ବ୍ଲକ କାର୍ଯ୍ୟାଳୟଠାରେ ଜନ-ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଜିଲ୍ଲାପାଳ
Read More...