Daily Archives

ବଲାଙ୍ଗିର ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଯୁକ୍ତ ୩ ପରୀକ୍ଷାରେ ଟପ୍ପର ହେଲେ ସିଏନ୍‌ସି ଛାତ୍ରୀ ଶ୍ରେୟା କେଶୱାନୀ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ପ୍ରଥମ ତଥା ଐତିହାସିକ ଯୁକ୍ତ ୩ ପରୀକ୍ଷା ଫଳାଫଳ ପ୍ରକାଶ ପାଇଛି । ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ୬୦ ଗୋଟି ମହାବିଦ୍ୟାଳୟ ଗୁଡ଼ିକର କଳା, ବିଜ୍ଞାନ ଓ ବାଣିଜ୍ୟ ବିଭାଗ ମଧ୍ୟରେ ବଲାଙ୍ଗିରର ଅଗ୍ରଣୀ
Read More...

ବାଲିଗୁଡା ବ୍ଲକ୍‌ସ୍ତରୀୟ ପଞ୍ଚାୟତ ଜନ ପ୍ରତିନିଧି ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଲକସ୍ତରୀୟ ପଞ୍ଚାୟତ ଜନ ପ୍ରତିନିଧ‌ି ପରିଷଦ ପକ୍ଷରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଅର୍ପଣ ସଭା ସ୍ଥାନୀୟ ସଭାଗୃହଠାରେ ଅନୁଷ୍ଠିତ ହୋଇଯାଇଛି । ବାଲିଗୁଡ଼ା ବ୍ଲକ୍ ଅନ୍ତର୍ଗତ ୧୪ ଗୋଟି ଗ୍ରାମ
Read More...

ଜିଲ୍ଲା ଉନ୍ନୟନ ସମନ୍ୱୟ ଓ ତଦାରଖ କମିଟି ବୈଠକ

କେନ୍ଦ୍ରୀୟ ଅନୁଦାନର ସଫଳ ବିନିଯୋଗ ଉପରେ ଗୁରୁତ୍ୱାରୋପ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଉନ୍ନୟନ ସମନ୍ୱୟ ଓ ତଦାରଖ କମିଟି(ଦିଶା) ବୈଠକ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ କମିଟିର ଅଧ୍ୟକ୍ଷ ବଲାଙ୍ଗିର ଲୋକସଭା ସାଂସଦ ଶ୍ରୀମତୀ ସଙ୍ଗୀତା କୁମାରୀ ସିଂହଦେଓଙ୍କ
Read More...

ପଦ୍ମପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ନୂତନ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କୁ ସ୍ଵାଗତ ଓ ବନ ମହୋତ୍ସବ ପାଳନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ଗୁରୁବାର ଦିନ ପଦ୍ମପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ରାଜ ବୋଡାସମ୍ବର ବ୍ଲକରେ ନୂତନ ଭାବେ ନିଯୁକ୍ତ ହୋଇଥିବା ଗୋଷ୍ଠୀ ଶିକ୍ଷା ଅଧିକାରୀ ଲୋକନାଥ ଭୋଇଙ୍କୁ ସ୍ଵାଗତ କରାଯିବା ସହ ବନ ମହୋତ୍ସବ ପାଳନ କରାଯାଇଥିଲା । ଏହି ସଭାରେ ବିଦ୍ୟାଳୟର
Read More...

ବାଲିଗୁଡ଼ା ବନଖଣ୍ଡ ପକ୍ଷରୁ ୭୪ତମ ବନ ମହୋତ୍ସବ ପାଳିତ

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ନିର୍ଦ୍ଦେଶକ୍ରମେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବନଖଣ୍ଡ ପକ୍ଷରୁ ବନଖଣ୍ଡ ଅଧିକାରୀ ବିଶ୍ୱରାଜ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଏବଂ ବନାଞ୍ଚଳ ଅଧିକାରୀ ଉଦିତ୍ ପ୍ରଧାନଙ୍କ ତତ୍ୱାବଧାନରେ ବାଲିଗୁଡ଼ା
Read More...

ଔଷଧୀୟ ଚାଷ, ବିକ୍ରୟ ଓ ବ୍ୟବହାର ସମ୍ୱନ୍ଧୀୟ ଏକ ଦିବସୀୟ ପ୍ରଶିକ୍ଷଣ ଶିବିର

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ତୀର୍ଥକ୍ଷେତ୍ର ନୃସିଂହନାଥ ସ୍ଥିତ ଯାତ୍ରୀ ନିବାସ ମିଟିଂ ହଲରେ ଷ୍ଟେଟ ମେଡିକାଲ ପ୍ଲାଣ୍ଟ ବୋର୍ଡ଼ ଓଡିଶା ତରଫରୁ ଔଷଧୀୟ ଚାଷ କିପରି କରିବା, ଅମଳ ଔଷଧର ବିକ୍ରୟ ଓ ତାର ବ୍ୟବହାର କିପରି କରିବା ସେ ନେଇ ଏକ ଦିବାସୀୟ
Read More...

ରୋଟାରୀ କ୍ଲବ ଅଫ୍ ରାଉରକେଲା ଷ୍ଟିଲ ସିଟି ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ବୃହତ ବୃକ୍ଷରୋପଣ କାର୍ଯ୍ୟକ୍ରମରେ ରୋଟାରୀ କ୍ଲବ ଅଫ୍ ରାଉରକେଲା ଷ୍ଟିଲ ସିଟି ତରଫରୁ ଅଂଶଗ୍ରହଣ କରାଯାଇଥିଲା । ବିର୍ସା ମୁଣ୍ଡା ହକି ଷ୍ଟାଡିୟମର ଗେଟ୍ ନମ୍ବର ୧ ଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ପ୍ରାୟ ଶହେରୁ ଉର୍ଦ୍ଧ୍ବ ବୃକ୍ଷ ରୋପଣ କରାଯାଇଥିଲା ।
Read More...

‘ଭୀମପାହାଡ’ ପୁସ୍ତକ ପାଇଁ ଲେଖା ଆବଶ୍ୟକ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସମେତ ଓଡିଶାର ଜନ ଜୀବନର ଏକ ପ୍ରାକ୍‌ ଐତିହାସିକ କ୍ଷେତ୍ର ହେବା ସହ ଇତିହାସର ସ୍ୱର୍ଣ୍ଣିର୍ମ ଅଧ୍ୟାୟର ସ୍ମୃତି କ୍ଷେତ୍ର ଭାବରେ ପରିଚିତ ‘ଭୀମପାହାଡ’ ଓଡିଶା ସରକାରଙ୍କ ପର୍ଯ୍ୟଟନସ୍ଥଳୀର ମାନ୍ୟତା ପାଇ ବିକାଶ ଦିଗରେ ଆଗେଇ ଚାଲିଛି । ଭାରତୀୟ
Read More...

ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟରେ ବନମହୋତ୍ସବ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟ ପରିସରରେ ଅଧ୍ୟକ୍ଷ ଡ଼ଃ ଲଳିତେନ୍ଦୁ ନାୟକଙ୍କ ସଭାପତିତ୍ୱରେ ବନମହୋତ୍ସବ ପାଳିତ ହୋଇଯାଇଛି । ସ୍ଥାନୀୟ ବିଧାୟିକା ଶ୍ରୀମତୀ ବର୍ଷାରାଣୀ ସିଂ ବରିହା ଚାରା ରୋପଣ ପୂର୍ବକ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଥିଲେ । ଏହା ପରେ
Read More...

ଟିଟିଲାଗଡ଼ରେ ମଧ୍ୟ ପରିବା ଦର ଆକାଶ ଛୁଆଁ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ରାଜ୍ୟ ତମାମ୍‌ ଏବେ ହଠାତ୍‌ ପନିପରିବା ଦର ଆକାଶଛୁଆଁ ହୋଇପଡିଛି । ଏହାର ପ୍ରଭାବରେ ଟିଟିଲାଗଡ ଦୈନିକ ବଜାରରେ ମଧ୍ୟ ଟମାଟୋ ୧୨୦, କାକୁଡି ୬୦, ବାଇଗଣ ୬୦, ପୋଟଳ ୧୨୦, କଞ୍ଚା ଲଙ୍କା ୨୦୦, ଅଦା ୧୬୦, ରସୁଣ ୨୪୦, ଫୁଲକୋବି ୧୨୦, ଆଳୁ ୩୦, ପିଆଜ ୩୦,
Read More...