Daily Archives

ଦାବକାନି ଗ୍ରାମର ଏକ କ୍ଷେତରୁ ମୃତ ରଜତଙ୍କ ସାର୍ଟ ମିଳିଲା, ରଜତ ହତ୍ୟାକାଣ୍ଡର ତଦନ୍ତ ଦାବୀ କରିଛନ୍ତି ଗ୍ରାମବାସୀ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସହର ନିକଟସ୍ଥ ଖୁଜେନପାଲି ପାଖରୁ ଜଣେ ଯୁବକଙ୍କ ମୃତଦେହ ଗତ ଜୁନ୍‌ ମାସ ୨୫ ତାରିଖରେ ମିଳିଥିଲା । ମୃତ ଯୁବକ ଜଣକ ଅଏଁଲାଚୁଆଁ ଗ୍ରାମର ରଜତ କୁମାର ପଧାନ(୨୩) ହୋଇଥିବା ବେଳେ ଯୁବକଙ୍କୁ ହତ୍ୟା କରାଯାଇଥିବା ସଂଦେହ କରାଯାଇ ଘଟଣାର ତଦନ୍ତ କରୁଛି
Read More...

ବିଧାୟକ ସାଲୁଜାଙ୍କ ଦ୍ୱାରା ତୁରେକେଲା ବ୍ଲକସ୍ତରୀୟ ମିଶନ ଶକ୍ତି ଗୃହ ଉଦ୍‌ଘାଟିତ

କଂଟାବାଂଜି, (ଗୁରୁଦୟାଲ ହଂସ) : ବଲାଙ୍ଗିର ଜିଲ୍ଲା ତୁରେକେଲ ବ୍ଲକ କାର୍ଯ୍ୟାଳୟ ପରିସରରେ ସୋମବାର ଦିନ ବ୍ଲକସ୍ତରୀୟ ମିଶନ ଶକ୍ତି ଗୃହ କଂଟାବାଂଜି ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କ ଦ୍ୱାରା ଉଦ୍‌ଘାଟିତ ହୋଇଯାଇଛି । ଏହି ଅବସରରେ ତୁରେକେଲା ବ୍ଲକ ଅଧ୍ୟକ୍ଷା ପୂଜା ବେହେରା, ଉପାଧ୍ୟକ୍ଷା
Read More...

ପ୍ରେସ କ୍ଲବର ୩ୟ ଜନ୍ମ ବାର୍ଷିକ ଉତ୍ସବ ପାଳିତ

ସମାଜର ଉନ୍ନତି, ଅଂଚଳର ବିକାଶ ପାଇଁ ଗଣମାଧ୍ୟମର ମୁଖ୍ୟ ଭୂମିକା ରହିଛିଗଣମାଧ୍ୟମ ସରକାରଙ୍କ ଆଖି ଖୋଲିବାର ମୁଖ୍ୟ ଭୂମିକା ନିଏଗଣମାଧ୍ୟମ ପ୍ରତିନିଧିମାନଙ୍କ ସ୍ୱାସ୍ଥ୍ୟବୀମା ଲାଗୁ ହୋଇଥିବା ବେଳେ ପେନସନ ପାଇଁ ସରକାରଙ୍କଠାରେ ଉପସ୍ଥାପନ କରିବୁ : ମନ୍ତ୍ରୀ ଢୋଲକିଆ କଂଟାବାଂଜି,
Read More...

ମିଡିଆକିଆର ନୂଆସାହି ବିଦ୍ୟାଳୟରେ ୭୪ତମ ବନ ମହୋତ୍ସବ ପାଳିତ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ମିଡିଆକିଆ ପଞ୍ଚାୟତର ନୂଆସାହି ସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ୭୪ତମ ବନ ମହୋତ୍ସବ ପ୍ରଧାନ ଶିକ୍ଷକ ଜଗଦିଶ ଚନ୍ଦ୍ର ବେହେରାଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ
Read More...

ବଲାଙ୍ଗିର ଜିଲ୍ଲା ଆଦିବାସୀ କଲ୍ୟାଣ ମହାସଂଘର ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା

ଲୋଇସିଂହା, (ବିମଳେନ୍ଦୁ ସାହୁ) : ବଲାଙ୍ଗିର ଜିଲ୍ଲା ଆଦିବାସୀ କଲ୍ୟାଣ ମହାସଂଘର ନୂତନ ସଭାପତି ଭାବେ ସର୍ବସମ୍ମତି କ୍ରମେ ଶ୍ୟାମସୁନ୍ଦର ଭୋଇଙ୍କୁ ମନୋନୀତ କରାଯାଇଛି । ପୂର୍ବରୁ ସେ ଉପସଭପତି ଭାବେ ଦାୟିତ୍ୱ ତୁଲାଉଥିଲେ । ସଭାପତି ଭାବେ ଦାୟିତ୍ୱ ନେବା ପରେ ଶ୍ରୀ ଭୋଇଙ୍କୁ ଲୋଇସିଂହା
Read More...

ଡଙ୍ଗାଘାଟ ହାଇସ୍କୁଲରେ ବନ ମହୋତ୍ସବ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ବ୍ଲକ ଅନ୍ତର୍ଗତ ଡଙ୍ଗାଘାଟ ହାଇସ୍କୁଲର ବନ ମହୋତ୍ସବ କାର୍ଯ୍ୟକ୍ରମରେ ପ୍ରକୃତି ବନ୍ଧୁ ମୀନକେତନ ସାହୁ ମୁଖ୍ୟବକ୍ତା ଭାବରେ ଯୋଗ ଦେଇଥିଲେ । ବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀଙ୍କ ମାନଙ୍କୁ ଅଁଳା ଚାରା ବଣ୍ଟନ କରାଯାଇଥିଲା । ଛାତ୍ରଛାତ୍ରୀମାନେ
Read More...

ସଇଁତଲାରେ ମିଶନ ଶକ୍ତି ଭବନ ଓ ଆଇସିଡ଼ିଏସ୍‌ ନୂତନ ଅଫିସ ଗୃହ ଉଦ୍‌ଘାଟିତ

ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ଜିଲ୍ଲା ସଇଁତଲା ବ୍ଲକଠାରେ ସୋମବାର ଦିନ ମିଶନ ଶକ୍ତି ଭବନ ଓ ଆଇସିଡ଼ିଏସ୍‌ ନୂତନ ଅଫିସ ଗୃହ ଉଦ୍‌ଘାଟିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟଅତିଥି ଭାବରେ ଟିଟିଲାଗଡ଼ ବିଧାୟିକା ଟୁକୁନି ସାହୁ ଯୋଗଦାନ କରି ଆନୁଷ୍ଠାନିକ ଭାବରେ ଉଦ୍‌ଘାଟନ କରିଥିଲେ ।
Read More...

ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ ପୁରସ୍କାର ପାଇଁ ଆବେଦନର ଶେଷ ତାରିଖ ୩୧ ଅଗଷ୍ଟ ୨୦୨୩ ପର୍ଯ୍ୟନ୍ତ ବୃଦ୍ଧି

ନୂଆଦିଲ୍ଲୀ, (ପିଆଇବି) : ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟ ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ ପୁରସ୍କାର ପାଇଁ ଆବେଦନର ଶେଷ ତାରିଖ ୩୧ ଜୁଲାଇ ୨୦୨୩ ରୁ ୩୧ ଅଗଷ୍ଟ ୨୦୨୩ ପର୍ଯ୍ୟନ୍ତ ବୃଦ୍ଧି କରିଛି । ସାଧାରଣ ଜନତାଙ୍କୁ ସୂଚନା ଦିଆଯାଉଛି ଯେ ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ୍
Read More...

ବଲାଙ୍ଗିର ଜିଲ୍ଲା ୬୬୨ କଲେଜର କାର୍ଯ୍ୟକାରିଣୀ ବୈଠକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆଜି ସନ୍ଧ୍ୟା ୫ଟା ସମୟରେ ଜିଲ୍ଲା ସଭାପତି ତଥା ରାଜ୍ୟ ଉପସଭାପତି ପ୍ରଣବ କୁମାର କୁଅଁରଙ୍କ ଅଧ୍ୟକ୍ଷତାରେ ବଲାଙ୍ଗିର ଜିଲ୍ଲା ଅଙ୍ଗୋଲିଆ (୬୬୨ ଯୁକ୍ତ ଦୁଇ ଓ ଯୁକ୍ତ ୩) ମହାବିଦ୍ୟାଳୟ ଶିକ୍ଷକ ଅଣଶିକ୍ଷକ କର୍ମଚାରୀଙ୍କ ଏକ ଜରୁରୀ ବୈଠକ ଶ୍ରୀ ଲୋକନାଥ ମନ୍ଦିର
Read More...

ମିଶନ ଶକ୍ତି ଗୃହ ଉଦ୍‌ଘାଟନ କଲେ ନରସିଂହ

ନାରୀ ଶକ୍ତିଶାଳି ହେଲେ ସମାଜର ସର୍ବାଙ୍ଗୀନ ବିକାଶ ହୋଇଥାଏ : ନରସିଂହ ବଲାଙ୍ଗିର, (ଦେବାଶିଷ ମିଶ୍ର) : ମିଶନ ଶକ୍ତି ଗୃହ ଉଦ୍‌ଘାଟନ କରିଛନ୍ତି ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର । ଏହି ଅବସରରେ ଶ୍ରୀ ମିଶ୍ର କହିଛନ୍ତି ଯେ, ଦେଶ ସ୍ୱାଧୀନତା ପାଇବା ପରେ ପରେ ତତ୍କାଳୀନ ପ୍ରଧାନମନ୍ତ୍ରୀ
Read More...