ଶ୍ରାବଣ ମାସର ପ୍ରଥମ ସୋମବାରରେ ଐତିହାସିକ ଯୋଗିନୀ ପୀଠ ରାଣୀପୁର ଝରିଆଲରେ ଜଳାଭିଷେକ ପାଇଁ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼
ବଙ୍ଗୋମୁଣ୍ଡା, (ହୁଲେଶ୍ୱର ହଂସ) : ଆଜି ଶ୍ରାବଣ ମାସର ପ୍ରଥମ ସୋମବାର ହୋଇଥିବାରୁ ରାଜ୍ୟର ବିଭିନ୍ନ ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଜଳାଭିଷେକ ଅନୁଷ୍ଠିତ ହୋଇଯାଇଛି । ପଶ୍ଚିମ ଓଡ଼ିଶାର ପ୍ରମୁଖ ଶୈବପୀଠ ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଐତିହାସିକ ଯୋଗିନୀ ପୀଠ ରାଣୀପୁର ଝରିଆଲଠାରେ!-->…
Read More...
Read More...