ଗଞ୍ଜାମରୁ ଡ୍ୟୁଟି ସାରି ଘରକୁ ଫେରୁଥିବା ବେଳେ ଦୁର୍ଘଟଣା
ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲା ହୁମ୍ମା ନିକଟରେ ଏକ ସଡ଼କ ଦୁର୍ଘଟଣାରେ ଜଣେ ଡ୍ରାଇଭର ଗୁରୁତର ହୋଇଛନ୍ତି । ଛତ୍ରପୁର ହସ୍ପିଟାଲରେ ପ୍ରାଥମିକ ଚିକିତ୍ସା କରାଯାଇ ତାଙ୍କୁ ବ୍ରହ୍ମପୁର ବଡ଼ମେଡ଼ିକାଲକୁ ୧୦୮ ଆମ୍ବୁଲାନ୍ସ ଯୋଗେ ସ୍ଥାନାନ୍ତର କରାଯାଇଛି । ଗୁରୁତର!-->…
Read More...
Read More...