Daily Archives

ଗଞ୍ଜାମରୁ ଡ୍ୟୁଟି ସାରି ଘରକୁ ଫେରୁଥିବା ବେଳେ ଦୁର୍ଘଟଣା

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲା ହୁମ୍ମା ନିକଟରେ ଏକ ସଡ଼କ ଦୁର୍ଘଟଣାରେ ଜଣେ ଡ୍ରାଇଭର ଗୁରୁତର ହୋଇଛନ୍ତି । ଛତ୍ରପୁର ହସ୍ପିଟାଲରେ ପ୍ରାଥମିକ ଚିକିତ୍ସା କରାଯାଇ ତାଙ୍କୁ ବ୍ରହ୍ମପୁର ବଡ଼ମେଡ଼ିକାଲକୁ ୧୦୮ ଆମ୍ବୁଲାନ୍ସ ଯୋଗେ ସ୍ଥାନାନ୍ତର କରାଯାଇଛି । ଗୁରୁତର…
Read More...

‘ଭାରତ୍ ଡାଲ୍’ ବ୍ରାଣ୍ଡ ନାମରେ ସବସିଡିଯୁକ୍ତ ଚଣା ଡାଲି ବିକ୍ରିର ଶୁଭାରମ୍ଭ କଲେ କେନ୍ଦ୍ର ମନ୍ତ୍ରୀ ପୀୟୂଷ ଗୋୟଲ

• କିଲୋ ପ୍ରତି ୬୦ ଟଙ୍କା ଦରରେ ମିଳିବ ଏକ କିଲୋଗ୍ରାମ ପ୍ୟାକ୍ ଏବଂ କିଲୋପ୍ରତି ୫୫ ଟଙ୍କାରେ ମିଳିବ ୩୦ କିଲୋଗ୍ରାମ ପ୍ୟାକ୍ ନୂଆଦିଲ୍ଲୀ, (ପିଆଇବି) : କେନ୍ଦ୍ର ଉପଭୋକ୍ତା ବ୍ୟାପାର, ଖାଦ୍ୟ ଓ ସାଧାରଣ ବଣ୍ଟନ, ବୟନ, ବାଣିଜ୍ୟ ଓ ଉଦ୍ୟୋଗ ମନ୍ତ୍ରୀ ଶ୍ରୀ ପୀୟୂଷ ଗୋୟଲ ‘ଭାରତ ଡାଲ୍’…
Read More...

ଛତ୍ରପୁରସ୍ଥ କାଳିଆବାଲିଠାରେ ସଡ଼କ ଦୁର୍ଘଟଣାରେ ସ୍କୁଟି ଚାଳକଙ୍କ ମୃତ୍ୟୁ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ୧୬ନମ୍ବର ଜାତୀୟ ରାଜପଥ ଛତ୍ରପୁର ନିକଟସ୍ଥ କାଳିଆବାଲି ଛକ ନିକଟବର୍ତ୍ତୀ ସ୍ଥାନରେ ସୋମବାର ମଧ୍ୟାହ୍ନରେ ଏକ ସଡ଼କ ଦୁର୍ଘଟଣା ଘଟିଛି । ଘଟଣାସ୍ଥଳରେ ସ୍କୁଟି ଚାଳକଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ମୃତକଙ୍କ ନାମ ବାଳକୃଷ୍ଣ ଦାସ (୪୯)…
Read More...

ପ୍ରଧାନମନ୍ତ୍ରୀ ଆବାସ ଘର ଦାବୀ କରି ଜିଲ୍ଲାପାଳଙ୍କ ଦ୍ୱାରସ୍ଥ ହେଲେ ସନନ୍ତ ପଟେଲ

ବଲାଙ୍ଗିର, (କେପିଏନ୍‌ଏସ୍‌) : ପ୍ରଧାନମନ୍ତ୍ରୀ ଆବାସ ଘର ଦାବୀ କରି ଜିଲ୍ଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି ବଲାଙ୍ଗିର ଜିଲ୍ଲା ଦେଓଗାଁ ବ୍ଲକ ଅନ୍ତର୍ଗତ ଗୁଡୁଖାପଲା ଗ୍ରାମ ପଞ୍ଚାୟତ ସ୍ଥିତ ଖଗ୍‌ସିକନା ଗ୍ରାମର ସନନ୍ତ ପଟେଲ । ତାଙ୍କର ମାଟି ଘରକୁ ବ୍ଲକ ଅଧିକାରୀ ସର୍ଭେ କରି ଯାଇଥିବା…
Read More...

ଆର୍‌ବିଆଇ ସହାୟତାରେ ଆର୍ଥିକ ସାକ୍ଷରତା କର୍ମଶାଳା

କଳାହାଣ୍ଡି, (ପି.କେ. ସାହୁ) : ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ଏବଂ ସାଧନ ନୂଆଦିଲ୍ଲୀ ସହାୟତାରେ ତଥା ସମ୍ପର୍କ ଫିନ୍‌ ସର୍ଭିସେସ୍‌ ପ୍ରାଇଭେଟ୍ ଲିମିଟେଡ଼ ଦ୍ୱାରା ମ.ରାମପୁର ବ୍ଲକର ସଂଚୟ ଶକ୍ତି ଭବନ ବୁରାଟଠାରେ ସ୍ଥାନୀୟ ସ୍ୱୟଂ ସହାୟିକା ଦଳର ସଭ୍ୟା, ଗୋଷ୍ଠୀ ସହାୟିକା, ଜମାକାରୀ ଓ…
Read More...

ସହରରେ ଲାଗି ରହିଛି ଲଘୁଚାପ ଜନିତ ବର୍ଷା : ଜମିଥିବା ପାଣିର ନିଷ୍କାସନ ପାଇଁ ତୁରନ୍ତ ପଦକ୍ଷେପ ନେଲେ ପୌର ଅଧ୍ୟକ୍ଷା…

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସହରରେ ଗତ ଦୁଇ ଦିନ ହେଲା ଲଘୁଚାପ ଜନିତ ବର୍ଷା ଲାଗି ରହିଥିବା ବେଳେ ଆଜି ଏହି ବର୍ଷା ଯୋଗୁଁ ସହରର ବିଭିନ୍ନ ସ୍ଥାନରେ ପାଣି ଜମିଥିବା ଦେଖିବାକୁ ମିଳିଥିଲା । ଖବର ପାଇ ବଲାଙ୍ଗିର ପୌର ଅଧ୍ୟକ୍ଷା ସଙ୍ଗେ ସଙ୍ଗେ ପୌର କର୍ମଚାରୀମାନଙ୍କୁ ସାଙ୍ଗରେ…
Read More...

କ୍ରିଷ୍ଣମ୍ ଅନୁଷ୍ଠାନ ଦ୍ଵାରା ଆୟୋଜିତ ଷଷ୍ଠ ଚକ୍ରଧାରୀ ନୃତ୍ୟ ଉତ୍ସବ-୨୦୨୩ ଉଦ୍‌ଯାପିତ

ରାଉରକେଲା, (ସସ୍ମିତା ପ୍ରଧାନ) : କଳା ଓ ସଂସ୍କୃତିର ସହର ରାଉରକେଲାରେ ଶାସ୍ତ୍ରୀୟ ନୃତ୍ୟ କ୍ଷେତ୍ରରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରି ପାରିଥିବା ନୃତ୍ୟାନୁଷ୍ଠାନ 'କ୍ରିଷ୍ଣମ୍‌'ର ଷଷ୍ଠ ଚକ୍ରଧାରୀ ନୃତ୍ୟ ଉତ୍ସବ-୨୦୨୩ 'ମ୍ୟୁଜିକ ସର୍କଲ'ର ମେହେର ଭବନ ପରିସରରେ ମହାସମାରୋହରେ…
Read More...

ସାଗରପାଲିଠାରେ ରାସ୍ତା କଡରେ ଅଟକି ଥିବା ଟ୍ରକ୍‌କୁ ପଛ ପଟୁ ପିଟିଲା ଏକ ଟ୍ରକ୍

ବଲାଙ୍ଗିର, (କେପିଏନ୍‌ଏସ୍‌) : ସାଗରପାଲିଠାରେ ରାସ୍ତା କଡରେ ଅଟକି ଥିବା ଟ୍ରକ୍‌କୁ ପଛ ପଟୁ ପିଟିଛି ଏକ ଟ୍ରକ୍ । ଏଥିରେ ଟ୍ରକ୍ ଡ୍ରାଇଭର୍ ଗୁରୁତର ହୋଇ ପଡ଼ିଥିବା ବେଳେ ତାଙ୍କୁ ବଲାଙ୍ଗିର ଭୀମଭୋଇ ମେଡ଼ିକାଲ କଲେଜ ହସ୍‌ପିଟାଲ୍‌ରେ ଭର୍ତ୍ତି କରାଯାଇଥିବା ଜଣାପଡ଼ିଛି । ସୂଚନାରୁ ପ୍ରକାଶ…
Read More...

ତରଭା ବ୍ଲକ୍‌ରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଆଜି ସୁବର୍ଣ୍ଣପୁର ଜିଲ୍ଲାର ବ୍ଲକ୍‌ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ତରଭା ବ୍ଲକ ସଭାଗୃହଠାରେ ଅନୁଷ୍ଠିତ ହୋଇଯାଇଛି । ସୁବର୍ଣ୍ଣପୁର ଜିଲ୍ଲାପାଳ ବିମଳେନ୍ଦୁ ରାୟ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି…
Read More...

ଯୁବକଙ୍କୁ ପିଟିପିଟି ହତ୍ୟା କରିଥିବା ଘଟଣାରେ ଜଣେ ଅଭିଯୁକ୍ତ ଗିରଫ

ନୂଆପଡା, (ନିରାକାର ମେହେର) : ନୂଆପଡା ଜିଲ୍ଲା ସିନାପାଲି ଥାନା ହଲଦୀମୁଣ୍ଡା ଗ୍ରାମରେ ଗତ ଗୁରୁବାର ଦିନ ଜଣେ ଯୁବକଙ୍କୁ ଠେଙ୍ଗା ଓ ପଥରରେ ପିଟିପିଟି ହତ୍ୟା କରିଥିବା ନେଇ ପରିବାର ଲୋକେ ସିନାପାଲି ଥାନାରେ ଅଭିଯୋଗ କରିଥିଲେ । ମୃତ ଯୁବକ ଜଣକ ହଲଦୀମୁଣ୍ଡା ଗ୍ରାମର ଗଗନ ମାଝି ବୋଲି…
Read More...