Daily Archives

ବଲାଙ୍ଗିରରେ ପୁଣି ଦୁର୍ଘଟଣା : ସରକାରୀ ବସ ଧକ୍କାରେ ବାଇକ ଆରୋହୀ ଗୁରୁତର

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ରାତିରେ ପୁଣି ବଲାଙ୍ଗିର ସହର ନିକଟ ପୁଇଁନ୍ତଲା ଥାନା ଅଧିନସ୍ଥ ମଲମୁଣ୍ଡା ଛକଠାରେ ଏକ ସରକାରୀ ବସ ଧକ୍କାରେ ଜଣେ ବାଇକ ଆରୋହୀ ଗୁରୁତର ହୋଇପଡିଥିବା ଜଣାପଡିଛି । ଗୁରତୁର ଯୁବକ ଜଣକ ହେଉଛନ୍ତି କୂଲେରବାହାଲି ଗାଁର ରିଙ୍କୁ ତାଣ୍ଡି (୩୦) । ସୂଚନା
Read More...

ଓଡ଼ିଶା ଜାଗା ମିଶନ ଟିମ୍‌ର ରାଜ୍ୟ ଉପଦେଷ୍ଟା ଶାଶ୍ୱତୀ ମିଶ୍ରଙ୍କ ବଲାଙ୍ଗିର ପୌର ପରିଷଦ ଗସ୍ତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଓଡ଼ିଶା ଜାଗା ମିଶନ ଟିମ୍‌ର ରାଜ୍ୟ ଉପଦେଷ୍ଟା ଶାଶ୍ୱତୀ ମିଶ୍ର ଗୁରୁବାର ବଲାଙ୍ଗିର ପୌର ପରିଷଦ ଗସ୍ତରେ ଆସିଚନ୍ତି । ପ୍ରଥମେ ସେ ସାମ୍ବାଦିକ ଭବନଠାରେ ଜାଗା ମିଶନ ପାଇଁ ଆଶାୟୀ ଥିବା ଲୋକଙ୍କ ସହିତ ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରିଥିଲେ । ଉଭୟ
Read More...

ବଲାଙ୍ଗିର ପର୍ଯ୍ୟବେକ୍ଷକ ସୁଶାନ୍ତ ସିଂଙ୍କ ସମଲେଶ୍ୱରୀ ମନ୍ଦିର ପରିଦର୍ଶନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆଜି ସନ୍ଧ୍ୟାରେ ବଲାଙ୍ଗିର ପର୍ଯ୍ୟବେକ୍ଷକ ତଥା ବିଧାୟକ ସୁଶାନ୍ତ ସିଂ ଏବଂ ବଲାଙ୍ଗିର ପୌରାଧ୍ୟକ୍ଷା ଶ୍ରୀମତୀ ଲିକା ସାହୁ ବଲାଙ୍ଗିର ସହରର ମା' ସମଲେଶ୍ୱରୀ ମନ୍ଦିର ପରିଦର୍ଶନ କରିବା ସହିତ ମା' ସମଲେଶ୍ୱରୀଙ୍କ ଆଶୀର୍ବାଦ ଗ୍ରହଣ କରିଛନ୍ତି । ଏହି ଅବସରରେ
Read More...

ପାଇକମାଲ ଲାୟନ୍ସ କ୍ଲବର ପ୍ରତିଷ୍ଠା ଦିବସ

ଲାୟନ କୀର୍ତ୍ତନ ସୋନୀଙ୍କ ଜନ୍ମ ଦିବସ ପାଳନ ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ଲାୟନ୍ସ କ୍ଲବର ପ୍ରତିଷ୍ଠା ଦିବସ ଓ ଲାୟନ କୀର୍ତ୍ତନ ସୋନୀଙ୍କ ୫୪ତମ ଜନ୍ମ ଦିବସ ନୃସିଂହନାଥ କସ୍ତୁରବା ମାତୃନିକେତନ ସମ୍ମିଳନୀ କକ୍ଷରେ ପାଳିତ ହୋଇଯାଇଛି । ପ୍ରଥମ ପାଇକମାଲ, ପଦ୍ମପୁର,
Read More...

ସଂସ୍କୃତ ପରିଷଦ ବଲାଙ୍ଗିରର ମାସିକ ଅଧିବେଶନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଯାଦବ ଭବନ ସଭାଗୃହରେ ସଂସ୍କୃତ ପରିଷଦ ବଲାଙ୍ଗିର ମାସିକ ଅଧିବେଶନ ସମ୍ପାଦକ ତଥା ଆଇନଜୀବୀ ଜୟରାମ ମିଶ୍ରଙ୍କ ଆହ୍ୱାନ କ୍ରମେ ନୀଳମଣି ମିଶ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ପଣ୍ଡିତ ବ୍ରଜ ବିହାରୀ ତ୍ରିପାଠୀଙ୍କ ବେଦ ପଠନ ଓ ମଙ୍ଗଳାଚରଣ
Read More...

ବଲାଙ୍ଗିର କରାଟେ ସ୍କୁଲର କଲିକତା ଯାତ୍ରା

ବଲାଙ୍ଗିର, (ଦେବାଶିଷ ମିଶ୍ର) : କଲିକତାରେ ହେବାକୁ ଥିବା ୭ମ ଆନ୍ତର୍ଜାତୀୟ କରାଟେ ଚମ୍ପିୟାନସିପ୍‌ରେ ବଲାଙ୍ଗିର ଜିଲ୍ଲାର ଗାନ୍ଧୀ ଷ୍ଟାଡିୟମରେ ଥିବା ବଲାଙ୍ଗିର କରାଟେ ସ୍କୁଲର ୧୦ ଜଣ କରାଟେକା ଅଂଶଗ୍ରହଣ କରିବେ । ଏହି ଚମ୍ପିୟାନସିପ୍‌ ଚଳିତ ମାସ ୨୯ ଓ ୩୦ ତାରିଖ ନେତାଜୀ ଇନ୍‌ଡୋର
Read More...

ଜିଲ୍ଲା ବରିଷ୍ଠ ନାଗରିକ ସଂଘର ପ୍ରତିଷ୍ଠା ଦିବସ ପାଳନ ସମାରୋହ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ତ୍ରିବେଣୀ ହୋଟେଲଠାରେ ଜିଲ୍ଲା ବରିଷ୍ଠ ନାଗରିକ ସଂଘର ପ୍ରତିଷ୍ଠା ଦିବସ ତଥା ବାର୍ଷିକ ଉତ୍ସବ ବିକ୍ରମାନନ୍ଦ ବହିଦାରଙ୍କ ସଭାପତିତ୍ୱରେ ପାଳିତ ହୋଇଯାଇଛି । ଉକ୍ତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବଲାଙ୍ଗିର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର ଏବଂ
Read More...

ଚାଉଲସୁଖା ପଂଚାୟତ ହାଇସ୍କୁଲରେ ଜାତୀୟ ତମାଖୁ ନିୟନ୍ତ୍ରଣ ଦିବସ ପାଳିତ

କଂଟାବାଂଜି, (ଗୁରୁଦୟାଲ ହଂସ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ଅଧିନସ୍ଥ ଚାଉଲସୁଖା ପଂଚାୟତ ହାଇସ୍କୁଲରେ ଜାତୀୟ ତମାଖୁ ନିୟନ୍ତ୍ରଣ ଦିବସ-୨୦୨୩ ଗୁରୁବାର ଦିନ ପାଳିତ ହୋଇଯାଇଛି । ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ଏହି ଦିବସ ତୁରେକେଲା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଦ୍ୱାରା ଅନୁଷ୍ଠିତ
Read More...

ଜିଲ୍ଲା ସଡ଼କ ସୁରକ୍ଷା କମିଟି ବୈଠକ

ଏନ୍‌ଫୋର୍ସମେଣ୍ଟକୁ ଜୋରଦାର ତଥା କଡାକଡି କରିବା ଉପରେ ଗୁରୁତ୍ୱାରୋପଜିଲ୍ଲା ଅନ୍ତର୍ଗତ ଜାତୀୟ ରାଜପଥ ସହ ରାଜ୍ୟ ରାଜପଥରେ ଚିହ୍ନଟଦୁର୍ଘଟଣା ପ୍ରବଣ ସ୍ଥାନ ଗୁଡିକରେ ସୂଚନା ଫଳକ ସହ ଜରୁରୀ ଯୋଗାଯୋଗ ନମ୍ବର ଲଗାଇବାକୁ ନିର୍ଦ୍ଦେଶ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର
Read More...

ପୂର୍ବତନ ସୈନିକ ସଂଘ କାର୍ଯ୍ୟାଳୟ ପରିସରରେ ୨୪ତମ କାରଗିଲ ବିଜୟ ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ପୂର୍ବତନ ସୈନିକ ସଂଘ କାର୍ଯ୍ୟାଳୟ ପରିସରରେ ୨୪ତମ କାରଗିଲ ବିଜୟ ଦିବସ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଜିଳ୍ଲା ପରିଷଦ ଅଧ୍ୟକ୍ଷା ଦେବକୀ ସାହୁ ଓ ସମ୍ମାନିତ ଅତିଥି ଭାବରେ ପୌରାଧ୍ୟକ୍ଷା ଶ୍ରୀମତୀ ଲିକା ସାହୁ, ବଲାଙ୍ଗିର ବ୍ଲକ
Read More...