୨ ପ୍ରୋକଲିନ୍ ଓ ୫ ହାଇୱା ସହ ୯ଟି ଗାଡି ଜାଳିଦେଲେ ମାଓବାଦୀ
ରାୟଗଡ଼ା : ରାୟଗଡ଼ା ଜିଲ୍ଲା ମୁନିଗୁଡ଼ା ଅନ୍ତର୍ଗତ ଦେଓକୁପୁଲି ଛକ ନିକଟରେ ଥିବା କ୍ରସରରେ ଲାଲ ତାଣ୍ଡବ । ମାଓବାଦୀମାନେ କ୍ରସରରେ ଥିବା ୨ଟି ପ୍ରୋକଲିନ ମେସିନ, ୫ଟି ହାଇୱା ଏବଂ ୨ଟି ଲୋଡର ସମେତ ୯ ଗାଡି ଜାଳି ଦେଇଛନ୍ତି । ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳି ଯାଇଛି ।
!-->!-->!-->…
Read More...
Read More...