Monthly Archives

July 2023

ଷ୍ଟ୍ରିଟ ଲାଇଟ ଲଗାଇବାକୁ ନେଇ ବିଡିଓଙ୍କୁ ଦାବୀପତ୍ର ପ୍ରଦାନ

ଖପ୍ରାଖୋଲ, (ଅଶୋକ ବାଗ) : ଖପ୍ରାଖୋଲ ସ୍ଥିତ ହରିଶଙ୍କର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରାସ୍ତାରେ ଷ୍ଟ୍ରିଟ ଲାଇଟ ଲଗାଇବାକୁ ଦୃଢ ଦାବୀ ହୋଇଛି । ଏନେଇ ଏକ ଦାବୀପତ୍ର ଖପ୍ରାଖୋଲ ବିଡିଓ ବିଜୟ କୁମାର ହୋତାଙ୍କୁ ବିଦ୍ୟାଳୟ ପକ୍ଷରୁ ପ୍ରଦାନ କରାଯାଇଛି । ୧୯୯୨ରେ ପ୍ରତିଷ୍ଠା ହୋଇଥିବା ଏହି
Read More...

ଜିଲ୍ଲପାଳଙ୍କ ଝରାପଡା ବସ୍ତି ପରିଦର୍ଶନ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଜିଲ୍ଲାପାଳ ସୁବର୍ଣ୍ଣପୁର ବିମଳେନ୍ଦୁ ରାୟ ଆଜି ବିନିକା ବ୍ଲକ ସେଲେଡି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଝରାପଡ଼ା ପରିଦର୍ଶନ କରି ବସ୍ତିରେ ବସବାସ କରୁଥିବା ୨୦ଟି ପରିବାରର ମୁଖ୍ୟ ତଥା ସଦସ୍ୟଙ୍କ ସହ ସେମାନଙ୍କ ସୁବିଧା ଅସୁବିଧା ସମ୍ପର୍କରେ ପଚାରି ବୁଝିବା ସହ
Read More...

ତମ୍ବାଖୁ ମୁକ୍ତ ଯୁବା ଅଭିଯାନ ସଚେତନତା ସଭା ଅନୁଷ୍ଠିତ

କଣ୍ଟାବାଞ୍ଜି, (କୈଳାଶ ସଗ୍ରିଆ) : ତୁରେକେଲା ବ୍ଲକ ଅନ୍ତର୍ଗତ ଚଟୁଅନକା ଗ୍ରାମ ପଞ୍ଚାୟତର ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଚଟୁଅନକାଠାରେ ତମ୍ବାଖୁ ମୁକ୍ତ ଯୁବା ଅଭିଯାନ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି । ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ତୁରେକେଲା ସୌଜନ୍ୟରେ ସ୍ୱାସ୍ଥ୍ୟ ଓ ସୁସ୍ଥତା କେନ୍ଦ୍ର
Read More...

ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନାର ହିତାଧିକାରୀଙ୍କୁ ସହାୟତା ବଣ୍ଟନ କଲେ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଓଡ଼ିଶା ସରକାର ସବୁ ବେଳେ ଜନାଭିମୁଖି ଯୋଜନା ଲୋକଙ୍କ ନିମନ୍ତେ ପ୍ରଣୟନ କରୁଛନ୍ତି । ଜନ୍ମ ହେବାଠାରୁ ମୃତ୍ୟୁ ପର୍ଯ୍ୟନ୍ତ ବିଭିନ୍ନ ଯୋଜନା ମାଧ୍ୟମରେ ଲୋକଙ୍କୁ ସହାୟତା ତଥା ସହଯୋଗ ଯୋଗାଉଛନ୍ତି ଓଡିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି
Read More...

ଜୁଲାଇ ୨୫ରୁ ୨୭ ପର୍ଯ୍ୟନ୍ତ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର, (ପିଆଇବି) : ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଆସନ୍ତା ୨୫ରୁ ୨୭ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଗସ୍ତରେ ଆସିବେ । ୨୫ ଜୁଲାଇ ୨୦୨୩ ସନ୍ଧ୍ୟାରେ ରାଷ୍ଟ୍ରପତି ଅତୁଟ-ବନ୍ଧନ ପରିବାର ପକ୍ଷରୁ ଆୟୋଜିତ ହେବାକୁ ଥିବା ଏକ କାର୍ଯ୍ୟକ୍ରମରେ ଡାକ୍ତରୀ ଛାତ୍ରଛାତ୍ରୀଙ୍କ ସହ ମତବିନିମୟ
Read More...

ଜି-୨୦ ବିପର୍ଯ୍ୟୟ ବିପତ୍ତି ହ୍ରାସ କାର୍ଯ୍ୟଗୋଷ୍ଠୀର ତୃତୀୟ ବୈଠକକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ

• ‘‘ବୃଦ୍ଧିଶୀଳ ପରିବର୍ତ୍ତନର ସମୟ ବିତିସାରିଛି। ଆମକୁ ସ୍ଥାନୀୟ, ଜାତୀୟ ଏବଂ ବିଶ୍ୱ ପ୍ରଣାଳୀରେ ପରିବର୍ତ୍ତନ ଆଣିବାର ଆବଶ୍ୟକତା ରହିଛି’’• ‘‘ଭାରତରେ ଆମେ ବିପର୍ଯ୍ୟୟ ବିପତ୍ତି ହ୍ରାସ ପାଇଁ ଅର୍ଥବିନିଯୋଗ ପଦ୍ଧତିକୁ ସମ୍ପୂର୍ଣ୍ଣ ବଦଳାଇ ଦେଇଛୁ’’• ‘‘ ‘ମୁକାବିଲା ପାଇଁ ପ୍ରସ୍ତୁତି’ ଭଳି
Read More...

ଟ୍ରେନରେ କଟି ଯୁବକଙ୍କ ମୃତ୍ୟୁ : କାରଣ ଅସ୍ପଷ୍ଟ

କଂଟାବାଂଜି, (ଗୁରୁଦୟାଲ ହଂସ) : ବଲାଙ୍ଗିର ଜିଲ୍ଲା ତୁରେକେଲା ଥାନା ଲର୍କି ଗ୍ରାମର ଜଣେ ଯୁବକଙ୍କ ମଙ୍ଗଲବାର ସକାଳୁ ଟ୍ରେନରେ କଟି ମୃତ୍ୟୁ ହୋଇଥିବା ଜଣାପଡିଛି । ଯୁବକ ଜଣକ ହେଲେ ଲର୍କି ଗ୍ରାମର ଦିଲିପ ସେଠ (୨୩) । କଂଟାବାଂଜି ଜି.ଆର.ପି. ପୋଲିସ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ
Read More...

କାଳ ହେଲା ବାଲ ବିକାଶ କାର୍ଯ୍ୟକ୍ରମ : ସ୍କୁଲ ପରିସର ଗଛରୁ ପଡ଼ି ନବମ ଶ୍ରେଣୀ ଛାତ୍ର ମୃତ

ଦେଓଗାଁ, (ମନୀଷ କୁମାର ସାହୁ) : ରବିବାର ଦିନ ପ୍ରାୟ ୩ଟା ବେଳେ ସାଇ ସଂଗଠନ ପକ୍ଷରୁ ଚାଲିଥିବା ବାଲ ବିକାଶ କାର୍ଯ୍ୟକ୍ରମରେ ଯୋଗଦେବାକୁ ଆସି ସ୍କୁଲ ପରିସରରେ ଥିବା କଦମ୍ବ ଗଛରୁ ପଡି ଜଣେ ଛାତ୍ର ମୃତ୍ୟୁବରଣ କରିଥିବା ଜଣାପଡିଛି । ଦେଓଗାଁ ବ୍ଲକ ଗାଈବାହାଲ ପଞ୍ଚାୟତ ଗାଈବାହାଲ ଉନ୍ନୀତ
Read More...

ଛତ୍ରପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ବୁଦ୍ଧିଜୀବୀ ସମ୍ମିଳନୀ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ସ୍ଥାନୀୟ ଅଞ୍ଚଳର ବୁଦ୍ଧିଜୀବୀମାନଙ୍କୁ ନେଇ ଏକ ବୁଦ୍ଧିଜୀବୀ ସମ୍ମିଳନୀ ବିଦ୍ୟାଳୟର ସଭାପତି ଉପେନ୍ଦ୍ର ମହାନ୍ତିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ପ୍ରଧାନ ଆଚାର୍ଯ୍ୟ
Read More...

ପଦ୍ମପୁର ଉପଖଣ୍ଡରେ ସ୍ୱାସ୍ଥ୍ୟ ସେବା ବିପର୍ଯ୍ୟସ୍ତ : ଆନ୍ଦୋଳନ ପାଇଁ ବିଜେପି ପକ୍ଷରୁ ଚେତାବନୀ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାକୁ ନେଇ ବିଜେପି ପକ୍ଷରୁ ଆନ୍ଦୋଳନ ପାଇଁ ଚେତାବନୀ ଦିଆଯାଇଛି । ଦଳ ପକ୍ଷରୁ କୁହାଯାଇଛି ଯେ, ପଦ୍ମପୁର ଉପଖଣ୍ଡ ଛତିଶଗଡ ସୀମାବର୍ତ୍ତୀ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଅଟେ । ମୋଟ ୬ଟି ବ୍ଲକକୁ ନେଇ ଗଠିତ
Read More...