Monthly Archives

July 2023

ଯୁବକଙ୍କୁ ହତ୍ୟା ଉଦ୍ୟମ, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି

ସାନଖେମୁଣ୍ଡି : ଗଞ୍ଜାମ ଜିଲ୍ଲା ଜରଡ଼ା ଥାନା ଅନ୍ତର୍ଗତ ପାତ୍ରପୁର ବ୍ଲକ ଖମାରି ଗାଁ ପଞ୍ଚାୟତ ବାବନପୁର ଗାଁ ପଥର କୁଆଁରୀ ନିକଟରେ ଯୁବକଙ୍କୁ ହତ୍ୟା ଉଦ୍ୟମ କରାଯାଇଥିବା ଖବର ମିଳିଛି । ସୁନ୍ଦର ରାଓ ନାମକ ଜଣେ ବ୍ୟକ୍ତିଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଛନ୍ତି ଦୁର୍ବୃତ୍ତ । ଯୁବକଙ୍କୁ ଗୁରୁତର
Read More...

ଲିଙ୍ଗରାଜ ଆଇନ ମହା ବିଦ୍ୟାଳୟରେ ଏଲ୍‌ଏଲ୍‌ଏମ୍‌ ପାଠ୍ୟକ୍ରମ ପ୍ରଚଳନ ଚାଲୁ କରିବା ନିମନ୍ତେ ଆମ୍ ଆଦ୍‌ମୀ ପାର୍ଟିର ଦାବୀ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁରର ଏକମାତ୍ର ନିର୍ଭରଶୀଳ ଲିଙ୍ଗରାଜ ଆଇନ ମହାବିଦ୍ୟାଳୟରେ ଦୀର୍ଘ ବର୍ଷ ଧରି ଚାଲିଥିବା ଏଲ୍‌ଏଲ୍‌ଏମ୍‌ ପାଠ୍ୟକ୍ରମକୁ ପ୍ରଚଳନ କରିବା ନିମନ୍ତେ ବିଭିନ୍ନ ମହଲରେ ଦାବୀ ହୋଇଛି । ଆନୁଷ୍ଠାନିକ ଭାବେ ଗତକାଲି ବ୍ରହ୍ମପୁରର ଆମ୍ ଆଦ୍‌ମୀ
Read More...

ସୁହୃଦ ସେବା ସଙ୍ଘ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ସୁହୃଦ ସେବା ସଙ୍ଘ ତରଫରୁ ସେକ୍ଟର ୨୦ସ୍ଥିତ ବୈକୁଣ୍ଠ ଘାଟର ନଦୀ ପାର୍ଶ୍ଵରେ ଥିବା ଜମିରେ ବିଭିନ୍ନ ପ୍ରକାରର ଚାରା ରୋପଣ କରାଯାଇ ଚାରାକୁ ସୁରକ୍ଷା ଦେବା ପାଇଁ ତାହାର ଚାରିପଟେ ଲୁହାର ବେଡା ମଧ୍ୟ ଦିଆଯାଇଛି । ବର୍ଷାର ପ୍ରତିକୂଳ ପାଗ ସତ୍ତ୍ୱେ ସେବା
Read More...

ଏକତା ଫାଉଣ୍ଡେସନ ଟ୍ରଷ୍ଟର ଦ୍ୱିତୀୟ ବାର୍ଷିକୋତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ) : ଝିରପାଣି ସ୍ଥିତ ମହିଳା ଅନୁଷ୍ଠାନ ଏକତା ଫାଉଣ୍ଡେସନ ଟ୍ରଷ୍ଟର ଦ୍ୱିତୀୟ ବାର୍ଷିକୋତ୍ସବ ସାଇନିଂ କ୍ଲବ୍‌ ଠାରେ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ସଭାପତି ବସୁମତି ମହାନ୍ତିଙ୍କ ଅଧ୍ୟକ୍ଷତା ଓ ଅଂଶୁପା ଦଳେଇ ତଥା ଶାନ୍ତିଲତା ବେହେରାଙ୍କ ଆବାହକତ୍ୱରେ
Read More...

ରୋଟାରୀ କ୍ଲବ ରାଉରକେଲା ଭାଇବ୍ରାଣ୍ଟ ତରଫରୁ ପରିବେଶ ସଚେତନତା ଶିବିର

ରାଉରକେଲା, (ସସ୍ମିତା ପ୍ରଧାନ) : ରୋଟାରୀ କ୍ଲବ ରାଉରକେଲା ଭାଇବ୍ରାଣ୍ଟ ଓ ଜମୁନାନାକୀ ସ୍ଥିତ ସାଇଭେଲି ୱାଲ୍ଡ ଇନଷ୍ଟିଚ୍ୟୁଟ୍ ଅଫ ମେନେଜମେଣ୍ଟ ଆଣ୍ଡ ଟେକ୍ନୋଲୋଜୀର ମିଳିତ ଆନୁକୂଲ୍ୟରେ ଏକ ପରିବେଶ ସଂପର୍କୀତ ସଚେତନତା ଶିବିର ଉକ୍ତ ଶିକ୍ଷାନୁଷ୍ଠାନ ପରିସରରେ ଅନୁଷ୍ଠିତ ହୋଇଯାଇଛି ।
Read More...

ହାଇକୋର୍ଟ ଆଡ଼ଭୋକେଟ ଚ୍ୟାମ୍ବର ବିଧାୟକ ରମେଶ ଚନ୍ଦ୍ର ଜେନାଙ୍କ ଦ୍ଵାରା ଉଦ୍‌ଘାଟିତ

ବ୍ରହ୍ମପୁର, ( କେ. ସତ୍ୟନାରାୟଣ ରେଡ୍ଡୀ ) : ଗଞ୍ଜାମଜିଲ୍ଲାର ଦିଗପହଣ୍ଡି ବ୍ଳକ୍ ଅନ୍ତର୍ଗତ ଗୋକର୍ଣ୍ଣପୁର ଠାରେ ବହୁଦିନରୁ ପ୍ରତୀକ୍ଷିତ ହାଇକୋର୍ଟ ଆଡ଼ଭୋକେଟ ଚ୍ୟାମ୍ବର ଆଜି ଉଦ୍‌ଘାଟିତ ହୋଇ ଯାଇଛି । ଗୋକର୍ଣ୍ଣପୁର ଓ ତାର ନିକଟବର୍ତ୍ତୀ ଗ୍ରାମ ଗୁଡିକ ଆଇନ ସହାୟତା ପାଇବା ଦିଗରେ ସମସ୍ୟା
Read More...

ଓଡିଶା ଆଦିବାସୀ ଚିତ୍ରକଳା ପ୍ରଦର୍ଶନୀ

ଚେନ୍ନାଇର ଚୋଳମଣ୍ଡଳ ଶିଳ୍ପୀଗ୍ରାମ ଠାରେ ଚିତ୍ରରେ ଆଦିବାସୀ କଳା ଓ ସଂସ୍କୃତିର ଝଲକ ଭୁବନେଶ୍ୱର, ( କେ.ସତ୍ୟନାରାୟଣ ରେଡ୍ଡୀ ) : ଚେନ୍ନାଇର ଚୋଳମଣ୍ଡଳ ଶିଳ୍ପୀଗ୍ରାମଠାରେ ଗତ ୧୬ତାରିଖରୁ ଆରମ୍ଭ ହୋଇଛି ଆର୍ଟ ଗ୍ୟାଲେରୀଠାରେ ଓଡିଶାର ପ୍ରସିଦ୍ଧ ଆଦିବାସୀ ଚିତ୍ରକଳା ପ୍ରଦର୍ଶନୀକୁ ମୁଖ୍ୟ
Read More...

ଆଉଟସୋର୍ସିଙ୍ଗ କର୍ମଚାରୀମାନଙ୍କ ଆର୍‌ଡିସି ଅଫିସ ଘେରାଉ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଆଉଟସୋର୍ସିଙ୍ଗ କର୍ମଚାରୀମାନେ ଆର୍‌ଡିସି ଅଫିସ ଘେରାଉ କରିଛନ୍ତି । ଆସନ୍ତା ୩୧ ଜୁଲାଇରେ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉ କରିବେ ବୋଲି କୁହାଯାଇଛି । ଆଉଟସୋର୍ସିଙ୍ଗ କର୍ମଚାରୀ ସଂଘର ଆହ୍ୱାନ କ୍ରମେ ଆରଡିସି ଅଫିସ ଘେରାଉ କରାଯାଇଥିଲା ।
Read More...

ଜାତୀୟସ୍ତରରେ ପୁଣି ଗଞ୍ଜାମ ଜିଲ୍ଲା ସମ୍ମାନୀତ

ଗଞ୍ଜାମ ଜିଲ୍ଲାକୁ "ଭୂମି ସମ୍ମାନ"ରେ ଭାରତ ସରକାରଙ୍କ ଦ୍ୱାରା ସମ୍ମାନୀତ ବ୍ରହ୍ମପୁର, ( କେ.ସତ୍ୟନାରାୟଣ ରେଡ୍ଡୀ ) : ଗଞ୍ଜାମ ଜିଲ୍ଲା ସବୁବେଳେ ଉନ୍ନୟନମୂଳକ କାର୍ଯ୍ୟକରି ଜିଲ୍ଲା ପାଇଁ ବହୁବାର ସୁନାମ ଆଣିଛି । ବିଗତ ଦିନ ମାନଙ୍କରେ ଅନେକ ଜାତୀୟ ପୁରସ୍କାର ପାଇ ସାରା ରାଜ୍ୟରେ
Read More...

କଡଗାବାଲି ପ୍ରାଥମିକ ବିଦ୍ୟାଳୟ ବନ୍ଦକୁ ବିରୋଧ : ବିଇଓ ଅଫିସ ଘେରାଉ

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ସମଗ୍ର ରାଜ୍ୟରେ ୫ ବର୍ଷ ରୁ ୧୪ବର୍ଷ ପିଲାମାନଙ୍କୁ ନିଶ୍ଚିତ ଶିକ୍ଷା ଦେବା ପାଇଁ ସର୍ବଶିକ୍ଷା ଅଭିଯାନ ମାଧ୍ୟମରେ କୋଟି କୋଟି ଟଙ୍କା ଖର୍ଚ୍ଚ କରାଯାଉଛି । ପିଲାଙ୍କୁ ସ୍କୁଲକୁ ଆକୃଷ୍ଟ କରିବା ପାଇଁ ବିଭିନ୍ନ ଗ୍ରାମରେ ସ୍କୁଲ ଖୋଲାଯିବା ସହ
Read More...