Monthly Archives

July 2023

ରେଡକ୍ରସ ସୋସାଇଟି ତରଫରୁ ହାଇଜେନିକ କିଟ୍‌ ବଣ୍ଟନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଭାରତୀୟ ରେଡକ୍ରସ ସୋସାଇଟି ଓଡିଶା ରାଜ୍ୟ ଶାଖାରୁ ଯୋଗାଇଥିବା ହାଇଜେନିକ୍‌ କିଟ୍‌କୁ ବଲାଙ୍ଗିର ଜିଲ୍ଲା ଜୁନିୟର ରେଡକ୍ରସ ସୋସାଇଟି ତରଫରୁ ବଲାଙ୍ଗିର ସହର ପଥରଚେପା ସ୍ଥିତ ପାର୍ବତୀଗିରି ବାଲ ନିକେତନ ଓ ଅଦୃଶା ଶିଶୁ ଘର ଅନ୍ତବାସୀଙ୍କୁ ବଣ୍ଟନ କରାଯାଇଛି ।…
Read More...

କଂଟାବାଂଜି ଅବକାରୀ ବିଭାଗ ଦ୍ୱାରା ୭.୩୪ କେଜି ଗଂଜେଇ ସହ ମୋଟର ସାଇକେଲ ଜବତ, ଜଣେ କୋର୍ଟ ଚାଲାଣ

କଂଟାବାଂଜି, (ଗୁରୁଦୟାଲ ହଂସ) : ବଲାଙ୍ଗିର ଜିଲ୍ଲାପାଳ ଓ ଅବକାରୀ ଅଧିକ୍ଷକଙ୍କ ନିର୍ଦ୍ଦେଶରେ ପେଟ୍ରୋଲିଂଗ ବେଳେ ରବିବାର ଦିନ କଂଟାବାଂଜି ଥାନା ବୁରୋମାଲ ପଂଚାୟତ ଧୁମସୁ ଗାଁ ନିକଟରେ ଜଣେ ଗଂଜେଇ ଚାଲାଣ କରୁଥିବା ବ୍ୟକ୍ତିକୁ କଂଟାବାଂଜି ଅବକାରୀ ବିଭାଗ ଗିରଫ କରି କୋର୍ଟ ଚାଲାଣ କରିଛି ।…
Read More...

ଖପ୍ରାଖୋଲ ଥାନା ପକ୍ଷରୁ ଆମ ପୋଲିସ ସମିତି କାର୍ଯ୍ୟକ୍ରମ ଅନୁଷ୍ଠିତ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ଥାନା ପକ୍ଷରୁ ଆମ ପୋଲିସ ସମିତି କାର୍ଯ୍ୟକ୍ରମ ଥାନା ଅଧିକାରୀ ରମାକାନ୍ତ ସାହୁଙ୍କ ଅଧ୍ୟକ୍ଷତାରେ ଖପ୍ରାଖୋଲ ଥାନା ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ମାଧ୍ୟମରେ ପୋଲିସ ଓ ଜନସାଧାରଣଙ୍କ ମଧ୍ୟରେ ସୁସମ୍ପର୍କ…
Read More...

ଦୁର୍ଘଟଣାଗ୍ରସ୍ତ ହେଲା ତିର୍ଥଯାତ୍ରୀ ବସ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ବ୍ଲକ ଅନ୍ତର୍ଗତ ସୁବଳୟା ଗ୍ରାମ ସ୍ଥିତ ଷୋହଳ ନମ୍ବର ଜାତୀୟ ରାଜପଥଠାରେ ତିର୍ଥଯାତ୍ରୀ ବସ ଦୁର୍ଘଟଣାଗ୍ରସ୍ତ ହୋଇଛି । ଯାତ୍ରୀବାହୀ ବସଟି ଭାରସ୍ୟାମ ହରାଇ ରାସ୍ତା ପାର୍ଶ୍ଵରେ ଥିବା ଏକ ସଂକେତ ଖୁଣ୍ଟରେ ପିଟି ହୋଇ ଯାଇଥିଲା । ସୌଭାଗ୍ୟ ବଶତଃ…
Read More...

ଗଞ୍ଜାମ ବ୍ଲକରେ ଭିନ୍ନକ୍ଷମଙ୍କୁ ଉପକରଣ ବାଣ୍ଟିଲେ ସାଂସଦ ଓ ବିଧାୟକ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ବ୍ଲକ ବୈଠକ କାର୍ଯ୍ୟାଳୟଠାରେ ଭାରତ ସରକାରଙ୍କ ସାମାଜିକ ସଶକ୍ତିକରଣ ମନ୍ତ୍ରଣାଳୟ ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗ ଏବଂ ବ୍ଲକ ପ୍ରଶାସନର ସହାୟତାରେ ଭିନ୍ନକ୍ଷମମାନଙ୍କୁ ବିଭିନ୍ନ ଉପକରଣ ବଣ୍ଟନ କାର୍ଯ୍ୟକ୍ରମ ରବିବାର ଅନୁଷ୍ଠିତ ହୋଇଯାଇଛି ।…
Read More...

ସ୍ନେହୀ ମହିଳା ସମିତିର ବୃକ୍ଷ ରୋପଣ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାର ବିଶିଷ୍ଟ ସାମାଜିକ ଅନୁଷ୍ଠାନ ଉତ୍କଳ ସ୍ନେହୀ ମହିଳା ସମିତି ବର୍ଷ ସାରା ବିଭିନ୍ନ ସମାଜ କଲ୍ୟାଣ ତଥା ପରିବେଶ ସୁରକ୍ଷା ଦିଗରେ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନେଇଥାଏ । ଏହି କ୍ରମରେ ଆଜି ବଣାଇ ସ୍ଥିତ ବାଣେଶ୍ୱର ମନ୍ଦିର ପରିସରରେ ଏକ ବୃକ୍ଷ…
Read More...

ବାସନ୍ତୀ ପାଠାଗାରର ବ୍ୟଙ୍ଗ ସାହିତ୍ୟ ଆସର

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅଗ୍ରଣୀ ସାହିତ୍ୟାନୁଷ୍ଠାନ ବାସନ୍ତୀ ପାଠାଗାରର ବ୍ୟଙ୍ଗ ସାହିତ୍ୟ ଆସର ପାଠାଗାରର ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି । ପାଠାଗାରର କାର୍ଯ୍ୟକାରୀ ସଭାପତି ବିଭୁଦତ୍ତ ବେହେରାଙ୍କ ଅଧ୍ୟକ୍ଷତା, ସାଧାରଣ ସଂପାଦକ ବିକ୍ରମଚନ୍ଦ୍ର ଆଚାର୍ଯ୍ୟଙ୍କ ଆବାହକତ୍ୱ,…
Read More...

ବଣାଇଗଡ଼ କଂଗ୍ରେସ କମିଟିର ସମ୍ବର୍ଦ୍ଧନା ସଭା ଏବଂ କର୍ମୀ ସମ୍ମିଳନୀ ଅନୁଷ୍ଠିତ

ବଣାଇଗଡ଼, (ହବିବ ମହମ୍ମଦ) : ଆଜି ଆଇଟିଡିଏ ମିଟିଙ୍ଗ ହଲରେ ବଣାଇଗଡ଼ କଂଗ୍ରେସ କମିଟିର ଏକ ସମ୍ବର୍ଦ୍ଧନା ସଭା ଏବଂ କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ବଣାଇ ବ୍ଲକ କଂଗ୍ରେସର ଶତାଧିକ କର୍ମୀ ନୂତନ ଭାବେ ମନୋନୀତ ଜିଲ୍ଲା ସଭାପତି ଜନାର୍ଦନ ଦେହୁରୀଙ୍କୁ ସମ୍ବର୍ଦ୍ଧନା ଜ୍ଞାପନ କରିଥିଲେ…
Read More...

ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଆଧାରଭୁତ କାର୍ଯ୍ୟଶାଳା

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହା ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଆଧାରଭୁତ କାର୍ଯ୍ୟଶାଳା ଆୟୋଜିତ ହୋଇଯାଇଛି । ଏଥିରେ ବଲାଙ୍ଗିର ଜିଲ୍ଲାର ୫ଟି ସଂକୁଳରୁ ୪୦ ଜଣ ଆଚାର୍ଯ୍ୟ, ୨ ଜଣ ଅତିଥି ଅଧିକାରୀ, ୩ ଜଣ ପୂର୍ଣ୍ଣକାଳୀନ କାର୍ଯ୍ୟକର୍ତ୍ତା ତଥା ବ୍ୟବସ୍ଥା ଦାୟିତ୍ୱରେ ୧୦ ଜଣଙ୍କ…
Read More...

ପଞ୍ଚାୟତସ୍ତରୀୟ ନିଶ୍ମକ୍କ ସ୍ୱାସ୍ଥ୍ୟ ପରୀକ୍ଷା ଓ ଚିକିତ୍ସା ଶିବିର ଆୟୋଜିତ

ବରଗଡ, (ନିରୋଜ କୁମାର ପାଣୀ) : ଶ୍ରୀଗିଡା ଗ୍ରାମ ପଞ୍ଚାୟତର ଯୁବ ସରପଞ୍ଚ ଶ୍ରୀମାନ ଲୋକେଶ କୁମାର୍ ସାହୁଙ୍କ ନେତୃତ୍ୱରେ ଆଜି ଶ୍ରୀଗିଡା ଗ୍ରାମରେ ଏକ ପଞ୍ଚାୟତସ୍ତରୀୟ ନିଶୁଳ୍କ ସ୍ୱାସ୍ଥ୍ୟ ପରୀକ୍ଷା ଓ ଚିକିତ୍ସା ଶିବିର ଅନୁଷ୍ଠିତ ହୋଇଯାଇଛି । ଆଜିର ଏହି ନିଃଶୁଳ୍କ ସ୍ୱାସ୍ଥ୍ୟ ମେଳା…
Read More...