Monthly Archives

July 2023

ଅଷ୍ଟମ ପି.ସି. ରଥ ମେମୋରିଏଲ୍‌ ଇଂଟରନେସେନାଲ୍‌ ୱେବ୍‌ କାର୍ଟୁନ୍‌ କଂଟେଷ୍ଟ-୨୦୨୩

ବଲାଙ୍ଗିର, (କେପିଏନ୍‌ଏସ୍‌) : ପ୍ରାକ୍‌ ସ୍ୱାଧୀନତା କାଳର ସୁନାମଧନ୍ୟ ପ୍ରତ୍ନତତ୍ୱବିତ୍‌ ତଥା ପୂର୍ବତନ ପାଟଣା ଷ୍ଟେଟର ସୁପରିନ୍‌ଟେନ୍‌ଡେଣ୍ଟ ଅଫ୍‌ ଆର୍କିଓଲୋଜି ସ୍ୱର୍ଗତ ପୂର୍ଣଚନ୍ଦ୍ର ରଥଙ୍କ ସ୍ମୃତିରେ ଆୟୋଜିତ ଅଷ୍ଟମ ପି.ସି. ରଥ ମେମୋରିଏଲ୍‌ ଇଂଟରନେସେନାଲ୍‌ ୱେବ୍‌ କାର୍ଟୁନ୍‌
Read More...

ରାଷ୍ଟ୍ରୀୟ ସ୍ଵୟଂ ସେବକ ସଂଘ ତରଫରୁ ଗୁରୁଦକ୍ଷିଣା କାର୍ଯ୍ୟକ୍ରମ

ବଙ୍ଗୋମୁଣ୍ଡା,(ହୁଲେଶ୍ୱର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ୍‌ ସଦରଠାରେ ଥିବା ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରଠାରେ ଆଜି ରାଷ୍ଟ୍ରୀୟ ସ୍ଵୟଂ ସେବକ ସଂଘ ତରଫରୁ ଗୁରୁଦକ୍ଷିଣା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ଧ୍ୱଜ ପୂଜନ ସହିତ ପ୍ରାର୍ଥନା କରାଯାଇଥିଲା
Read More...

ଚନ୍ଦ୍ରଯାନ-୩ ଭାରତର ମହାକାଶ ଯାତ୍ରାରେ ଏକ ନୂଆ ଅଧ୍ୟାୟ ରଚିଛି : ପ୍ରଧାନମନ୍ତ୍ରୀ

ଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଚନ୍ଦ୍ରଯାନ-୩ର ଉତ୍‌କ୍ଷେପଣକୁ ନେଇ ମହାକାଶରେ ଭାରତର ବୈଜ୍ଞାନିକମାନଙ୍କ ନିରନ୍ତର ସମର୍ପଣକୁ ପ୍ରଶଂସା କରିଛନ୍ତି । ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ଭାରତୀୟ ମହାକାଶ ଗବେଷଣା ସଂଗଠନର ଏକ ଟୁଇଟ୍ ଶେୟାର କରି ଟୁଇଟ୍ କରିଛନ୍ତି :
Read More...

ଫ୍ରାନ୍ସ ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ

ଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୧୩ ଜୁଲାଇ ୨୦୨୩ରେ ଫ୍ରାନ୍ସର ପ୍ରଧାନମନ୍ତ୍ରୀ ମାନ୍ୟବର ଶ୍ରୀମତୀ ଏଲିଜାବେଥ ବୋର୍ନଙ୍କୁ ସାକ୍ଷାତ କରିଛନ୍ତି । ଦୁଇ ନେତା ଅର୍ଥନୈତିକ ଏବଂ ବାଣିଜ୍ୟ, ଶକ୍ତି, ପରିବେଶ, ଶିକ୍ଷା, ପରିବହନ, ରେଳବାଇ, ଡିଜିଟାଲ ଭିତ୍ତିଭୂମି,
Read More...

ଗ୍ରାଣ୍ଡ କ୍ରସ୍ ଅଫ୍ ଦି ଲେଜିଅନ୍ ଅଫ୍ ଅନରରେ ପ୍ରଧାନମନ୍ତ୍ରୀ ସମ୍ମାନିତ

ଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ଫ୍ରାନ୍ସର ରାଷ୍ଟ୍ରପତି ମାନ୍ୟବର ଇମାନୁଏଲ୍ ମାକ୍ରୋନ୍ ଫ୍ରାନ୍ସର ସର୍ବୋଚ୍ଚ ପୁରସ୍କାର ଗ୍ରାଣ୍ଡ କ୍ରସ୍ ଅଫ୍ ଦି ଲେଜିଅନ୍ ଅଫ୍ ଅନର ରେ ସମ୍ମାନିତ କରିଛନ୍ତି । ପ୍ରଧାନମନ୍ତ୍ରୀ ଏହି ସମ୍ମାନ ପାଇଁ ଭାରତବାସୀଙ୍କ ତରଫରୁ
Read More...

ବକବାହାଲ ବିଦ୍ୟାଳୟରେ ପୋଷାକ ବିତରଣ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ

ତୁରେକେଲା, (କୈଳାସ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଳକ୍‌ ଅନ୍ତର୍ଗତ ତୁରେକେଲା କ୍ଳଷ୍ଟରର ବକବାହାଲ ପ୍ରାଥମିକ ବିଦ୍ୟାଳୟରେ ପୋଷାକ ବିତରଣ କରିବା ସହିତ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ତରଫରୁ ବିଦ୍ୟାଳୟରେ ଅଧ୍ୟୟନରତ
Read More...

ବ୍ଲକସ୍ତରୀୟ ନିର୍ମାଣ ଶ୍ରମିକ ସହାୟତା ବଣ୍ଟନ ଶିବିର ଅନୁଷ୍ଠିତ

ପଞ୍ଜିକୃତ ଯୋଗ୍ୟ ୩୮୫ ଜଣ ନିର୍ମାଣ ଶ୍ରମିକଙ୍କୁ ସମୁଦାୟ ୧ କୋଟି ୯୩ ଲକ୍ଷ ୮୭ ହଜାର ୨ ଶହ ଟଙ୍କାର ସହାୟତା ରାଶି ପ୍ରଦାନନିର୍ମାଣ ଶ୍ରମିକଙ୍କ ସୁରକ୍ଷା ନିମନ୍ତେ ସରକାର ବଦ୍ଧ ପରିକର ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକର ଉଦେପଦର ନିୟନ୍ତ୍ରିତ
Read More...

ଯୋଗୀସର୍ଡା ଗ୍ରାମରୁ ବିପୁଳ ପରିମାଣର ଶାଗୁଆନ କାଠ ଜବତ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହା ବନ ବିଭାଗ ତରଫରୁ ଯୋଗୀସର୍ଡ। ଗ୍ରାମରେ ଚଢ଼ାଉ କରାଯାଇ ବିପୁଳ ପରିମାଣର ଶାଗୁଆନ କାଠପଟା ଓ ନିର୍ମାଣାଧୀନ ପଲଙ୍କ ଜବତ କରାଯାଇଛି । କୌଣସି ସୂତ୍ରରୁ ଖବର ପାଇ ଫରେଷ୍ଟର ଠଣସୁନ୍ଦର ଧରୁଆଙ୍କ ନେତୃତ୍ୱରେ ବନ ବିଭାଗର ଏକ ଟିମ ଗ୍ରାମର ଚିତ୍ତବିନୋଦ
Read More...

ଯୁଧିଷ୍ଠିର ମିଶ୍ର ଆଇନ ମହାବିଦ୍ୟାଳୟରେ ବନ ମହୋତ୍ସବ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଯୁଧିଷ୍ଠିର ମିଶ୍ର ଆଇନ ମହାବିଦ୍ୟାଳୟଠାରେ ଅଧ୍ୟକ୍ଷ ସଞ୍ଜିବ ପ୍ରଧାନଙ୍କ ଅଧ୍ୟକ୍ଷତାରେ ବନ ମହୋତ୍ସବ ପାଳିତ ହୋଇଯାଇଅଛି । ଉକ୍ତ କାର୍ଯ୍ୟାଳୟର ସମସ୍ତ ଅଧ୍ୟାପକ, ଅଧ୍ୟାପିକା, କର୍ମଚାରୀ ଓ ବହୁ ସଂଖ୍ୟାରେ ଛାତ୍ରଛାତ୍ରୀ ଯୋଗଦାନ କରିଥିଲେ । ଏହି ଅବସରରେ
Read More...

୬ ଦଫା ଦାବି ନେଇ ଓଡିଶା ଗ୍ରାମ୍ୟ କୃଷି କର୍ମଚାରୀ ଓ ମହିଳା ଗ୍ରାମ୍ୟ କୃଷି କର୍ମଚାରୀ ସଂଘ ପକ୍ଷରୁ କଳାବ୍ୟାଚ ପରିଧାନ

ବଙ୍ଗୋମୁଣ୍ଡା, (ହୁଲେଶ୍ୱର ହଂସ) : ୬ ଦଫା ଦାବି ନେଇ ଓଡିଶା ଗ୍ରାମ୍ୟ କୃଷି କର୍ମଚାରୀ ଏବଂ ମହିଳା ଗ୍ରାମ୍ୟ କୃଷି କର୍ମଚାରୀ ସଂଗଠନର ଆହ୍ୱାନ କ୍ରମେ ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ୍‌ ସଂଗଠନ ପକ୍ଷରୁ କଳା ବ୍ୟାଚ୍‌ ପରିଧାନ କରିଛନ୍ତି । ବଙ୍ଗୋମୁଣ୍ଡା ବ୍ଲକ୍‌ର କର୍ମଚାରୀ
Read More...