ଯାତ୍ରୀବାହୀ ବସ୍ ଓଲଟି କଣ୍ଡକ୍ଟର ଗୁରୁତର
ଜଳେଶ୍ଵର : ବାଲେଶ୍ୱର ଜିଲ୍ଲା ଜଳେଶ୍ଵର ଥାନା ଅଧୀନସ୍ଥ ୧୬ ନମ୍ବର ଜାତୀୟ ରାଜପଥର ଆମ୍ବଳିଅଠା ବ୍ରିଜଠାରୁ ୨୦୦ ମିଟର ଆଗକୁ ଭୁବନେଶ୍ୱରରୁ କୋଲକାତା ଯାଉଥିବା ଏକ ଯାତ୍ରୀବାହୀ ବସ୍ ଗତକାଲି ବିଳମ୍ବିତ ରାତିରେ ଦୁର୍ଘଟଣାଗ୍ରସ୍ତ ହୋଇଛି । ଦୁର୍ଘଟଣାରେ ଚାଳକଙ୍କୁ ମିଶାଇ ୩୭ ଜଣ ଆହତ ହୋଇଥିବା!-->…
Read More...
Read More...